ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍‌ ଖୋଲିଲା

ସମ୍ବଲପୁର, ୨୭।୮(ବ୍ୟୁରୋ): ଉପରମୁଣ୍ଡରେ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ହୀରାକୁଦ ଜଳ ଭଣ୍ଡାରର ୧୦ଟି ଗେଟ୍‌ ଖୋଲାଯାଇଛି। ସୋମବାର ପର୍ଯ୍ୟାୟକ୍ରମେ ୬ଟି ଗେଟ୍‌ ଖୋଲାଯାଇଥିବା ବେଳେ ମଙ୍ଗଳବାର ଆଉ ୪ଟି ଗେଟ୍‌ ଖୋଲାଯାଇଛି। ବର୍ତ୍ତମାନ ଜଳଭଣ୍ଡାର ଭିତରକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୭୫ ହଜାର ୨୪୪ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ୧ ଲକ୍ଷ ୩୧ ହଜାର ୫୯ କ୍ୟୁସେକ ଜଳ ନିଷ୍କାସିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଚର୍ଚ୍ଚାକେ ଦାନ ମାଝୀ, ଏହି କାରଣକୁ ନେଇ ଫିଲ୍ମ ‘ଲାଶ୍’ର ପ୍ରଯୋଜକଙ୍କ ନାଁରେ ଦେଲେ ଏତଲା

ଭବାନୀପାଟଣା,୨୭।୭(ଉତ୍ତମ କୁମାର ଦାଶ): କାନ୍ଧରେ ପତ୍ନୀଙ୍କ ମୃତ ଦେହ ବୋହି ସାରା ବିଶ୍ୱରେ ଏକଦା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଥିବା କଳାହାଣ୍ଡିର ଦାନ ମାଝୀ ପୁଣି ଚର୍ଚ୍ଚାକୁ ଆସିଛନ୍ତି…

ଅଗଷ୍ଟ ୧ରୁ ବଦଳିବ ଗ୍ୟାସ ସିଲିଣ୍ଡର ଦର! ମହଙ୍ଗା ହେବ କି ଶସ୍ତା ଜାଣନ୍ତୁ

ନୂଆଦିଲ୍ଲୀ, ୨୭।୭: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଯୋଗୁଁ ସାଧାରଣ ଜନତାଙ୍କୁ ମହଙ୍ଗା ମାଡ଼ର ସମ୍ମୁଖୀନ ହେବାକୁ ପଡିଥିଲା । ତେଲ, ଗ୍ୟାସ ଏବଂ ଅନେକ…

ଏହି ଅଭିନେତ୍ରୀଙ୍କ ପ୍ରେମରେ ବୋଲ୍ଡ ହେଲେ ଅର୍ଶଦୀପ ସିଂ

ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଅର୍ଶଦୀପ ସିଂହ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଅର୍ଶଦୀପ ଇନଷ୍ଟାଗ୍ରାମରେ ମଡେଲ ତଥା ଅଭିନେତ୍ରୀ…

ଲୋମହର୍ଷଣକାରୀ ଘଟଣା…ପ୍ୟାଣ୍ଟରେ ପରିସ୍ରା କରିଦେବାରୁ ନିଷ୍ଠୁର ହେଲେ ଶିକ୍ଷୟିତ୍ରୀ, ଗୁପ୍ତାଙ୍ଗରେ ଚେଙ୍କ ଦେଇ…

ଲକ୍ଷ୍ନୌ,୨୭।୭: ବାରାଣସୀର ଲାଲପୁର-ପାଣ୍ଡେପୁର ପୋଲିସ ଷ୍ଟେସନ ଅଞ୍ଚଳର ଏକ ପ୍ଲେ ସ୍କୁଲରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଜଣେ ଶିକ୍ଷୟିତ୍ରୀ ୫ ବର୍ଷୀୟ ଛାତ୍ରଙ୍କ ଗୁପ୍ତାଙ୍ଗରେ…

ଦୁଃଖ ପ୍ରକାଶ କଲେ ଧର୍ମେନ୍ଦ୍ର ପ୍ରଧାନ: କହିଲେ, ରାଜନୀତି କ୍ଷେତ୍ରରେ…

ବରଗଡ଼,୨୭।୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର ପ୍ରଭାନ…

ପ୍ଲେୟାର ଅଫ ଦି ସିରିଜ ଜିତିବା ସତ୍ତ୍ୱେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୭।୭: ଜିମ୍ବାୱେ ବିପକ୍ଷରେ T20 ସିରିଜରେ ଚମତ୍କାର ପ୍ରଦର୍ଶନ ପରେ ବୈଭବ ସୂର୍ଯ୍ୟବଂଶୀ ‘ପ୍ଲେୟାର ଅଫ ଦି ସିରିଜ’ ପୁରସ୍କାର ଜିତିଥିଲେ। ଏହି ଚମତ୍କାର ପ୍ରଦର୍ଶନ ସତ୍ତ୍ୱେ,…

ହସ୍ପିଟାଲରୁ ସିଧା ରାଜଘାଟ ପହଞ୍ଚିଲେ ୱାଙ୍ଗଚୁକ, ବାପୁଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଅନୁଷ୍ଠିତ ପ୍ରତିବାଦରେ ପରିବେଶ କର୍ମୀ ସୋନମ ୱାଙ୍ଗଚୁକ୍ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ସେ କିଛି ଦିନ ଧରି ଅନଶନରେ…

କଟକ ଜିଲାପାଳଙ୍କ ଜନଶୁଣାଣୀ ବେଳେ ଅଭାବନୀୟ ଘଟଣା, ଦେହରେ କିରୋସିନ ଢ଼ାଳି ଆତ୍ମହତ୍ୟା ଉଦ୍ୟମ କଲେ….

କଟକ ସଦର,୨୭।୭(ସୁଶାନ୍ତ କୁମାର ଜେନା): କିଶନ ନଗର ତହସିଲ କାର୍ଯ୍ୟାଳୟରେ ସୋମବାର କଟକ ଜିଲାପାଳଙ୍କ ଜନଶୁଣାଣୀ ଶିବିର ଚାଲିଥିଲା । ଏହି ସମୟରେ ଏକ ଅଭାବନୀୟ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri