ହୁକିଂ ତାରରେ ଲାଗି ନାବାଳକଙ୍କ ମୃତ୍ୟୁ: ଘଟଣାସ୍ଥଳରେ ଉତ୍ତେଜନା

ଭଞ୍ଜନଗର,୧୫।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଚୁନାପଲ୍ଲୀଠାରେ ଫସଲ ସୁରକ୍ଷା ପାଇଁ ବିଛା ହୋଇଥିବା ହୁକିଂ ତାରରେ ଲାଗି ରବିବାର ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି । ସେ ହେଲେ ପ୍ରମୋଦ ପ୍ରଣାୟତଙ୍କ ପୁଅ ଶକ୍ତି (୧୭)। ଏହି ଘଟଣାକୁ କେନ୍ଦ୍ରକରି ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ଲାଗି ଭଞ୍ଜନଗର ହସ୍ପିଟାଲକୁ ପଠାଇଛି।
ସୂଚନାଯୋଗ୍ୟ, ସକାଳେ ଶକ୍ତି ଫସଲ ତୋଳିବାକୁ ଯାଉଥିବା ସମୟରେ ରାସ୍ତାରେ ଜୀବଜନ୍ତୁ ଦାଉରୁ ଫସଲ ସୁରକ୍ଷା ପାଇଁ ଲଗାଯାଇଥିବା ହୁକିଂ ତାରରେ ଲାଗି ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାହାରପଡ଼ାରେ ସ୍ତ୍ରୀ, ସ୍ବାମୀଙ୍କୁ କରୋନା: ବ୍ଲକରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଛୁଇଁଲା

ପାଟଣା,୨୯ା୬(ସ୍ବ.ପ୍ର.) : କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ସିଲିପଦା ପଞ୍ଚାୟତରେ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ...

ଖଣି ଜଗିବେ ସ୍ବତନ୍ତ୍ର ଫୋର୍ସ

ଖଇରା, ୧୬।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୂଆ ପାହାଡର ୯୭ ଖଣିରେ ୧୪୪ଧାରା ଲାଗୁ ସତ୍ତ୍ୱେ ପଥର ଚୋରା ଚାଲାଣ ଅବ୍ୟାହତ ରହିଛି। ଖଇରା...

ସୀମାନ୍ତରେ ଗୁଳି ବିନିମୟ: ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ଶହୀଦ

ମାଲକାନଗିରି,୧୩।୨ (ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶନିବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ସିଆରପିଏଫ ଯବାନ ଶହୀଦ୍‌...

ଚିନାବାଦାମର ଅଭାବୀ ବିକ୍ରି

ଜଳେଶ୍ୱର, ୨୮ା୫ ଚିନାବାଦାମ ଚାଷ ଏକ ଅର୍ଥକାରୀ ଫସଲ। ବାଲେଶ୍ୱର ଜିଲା ଜଳେଶ୍ୱର ଅଞ୍ଚଳରେ ଏହା ବ୍ୟାପକ ଚାଷ ହୋଇଥାଏ ା ବିହନ ମିଳିବା ଓ...

ଭକ୍ତଙ୍କ ପାଇଁ କାଳିଜାଇ ବନ୍ଦ

ଖୋର୍ଦ୍ଧା ଅଫିସ, ୧୩।୧: ଭକ୍ତଙ୍କ ପାଇଁ ମା’ କାଳିଜାଇ ମନ୍ଦିର ଶୁକ୍ରବାର ବନ୍ଦ ରହିବ। ମକର ସଂକ୍ରାନ୍ତିରେ ପ୍ରବଳ ଭିଡକୁ ଦୃଷ୍ଟିରେ ରଖି ଶ୍ରଦ୍ଧାଳୁଙ୍କ ପାଇଁ...

ବାଲି ବିନା ପଛେଇଛି ନିର୍ମାଣ କାର୍ଯ୍ୟ

ଆନନ୍ଦପୁର,୨୧।୧୧(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ତହସିଲ ଅଞ୍ଚଳରେ ବାଲି ମିଳୁ ନ ଥିବାରୁ ନିର୍ମାଣ କାମ ହୋଇ ପାରୁନି। ଆବାସ ହିତାଧିକାରୀମାନେ ବାଲି ବିନା ଘରକାମ କରି...

କରୋନା ମୁକାବିଲା ଆଳରେ ମହାଦୁର୍ନୀତି ଅଭିଯୋଗ: ତଦନ୍ତ ଦାବି କଲା କଂଗ୍ରେସ

ବରଗଡ଼ ଅଫିସ,୧୧।୬- ମହାମାରୀ କରୋନା (କୋଭିଡ-୧୯) ସଂକ୍ରମଣ ଯୋଗୁ ଦେଶ ଏକ ସଂକଟଜନକ ସ୍ଥିତି ଦେଇ ଗତି କରୁଛି। ମାତ୍ର ଏଭଳି ବିପର୍ଯ୍ୟୟ ସମୟରେ ରାଜ୍ୟରେ...

ଦୌଡ଼ରାଣୀ ଦୂତୀଙ୍କ ଖୁଦୁରୁକୁଣୀ ଓଷା:ଯୋଗଦେଲେ ଜିଲାପାଳ, ଏସ୍‌ପି, ବିଧାୟିକା, ସିନେତାରକା

ରସୁଲପୁର,୧୧।୯(ଡି.ଏନ୍‌.ଏ.)- ଯାଜପୁର ଜିଲା ରସୁଲପୁର ବ୍ଲକ ପ୍ରଥମାଖଣ୍ଡି ପଞ୍ଚାୟତ ଚକଗୋପାଳପୁର ଗ୍ରାମ ମଙ୍ଗଳବାର ସନ୍ଧ୍ୟାରେ ଲୋକାରଣ୍ୟ ହୋଇ ଉଠିଥିଲା। ଅନ୍ତର୍ଜାତୀୟ ଧାବିକା ଦୌଡ଼ରାଣୀ ଦୂତୀ ଚାନ୍ଦ...

Advertisement
Archives

Model This Week