ହୁକିଂ ତାରରେ ଲାଗି ନାବାଳକଙ୍କ ମୃତ୍ୟୁ: ଘଟଣାସ୍ଥଳରେ ଉତ୍ତେଜନା

ଭଞ୍ଜନଗର,୧୫।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଚୁନାପଲ୍ଲୀଠାରେ ଫସଲ ସୁରକ୍ଷା ପାଇଁ ବିଛା ହୋଇଥିବା ହୁକିଂ ତାରରେ ଲାଗି ରବିବାର ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି । ସେ ହେଲେ ପ୍ରମୋଦ ପ୍ରଣାୟତଙ୍କ ପୁଅ ଶକ୍ତି (୧୭)। ଏହି ଘଟଣାକୁ କେନ୍ଦ୍ରକରି ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ଲାଗି ଭଞ୍ଜନଗର ହସ୍ପିଟାଲକୁ ପଠାଇଛି।
ସୂଚନାଯୋଗ୍ୟ, ସକାଳେ ଶକ୍ତି ଫସଲ ତୋଳିବାକୁ ଯାଉଥିବା ସମୟରେ ରାସ୍ତାରେ ଜୀବଜନ୍ତୁ ଦାଉରୁ ଫସଲ ସୁରକ୍ଷା ପାଇଁ ଲଗାଯାଇଥିବା ହୁକିଂ ତାରରେ ଲାଗି ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କା ଦେଲା ହାଇଓ୍ବା: ପରୀକ୍ଷା ଦେବାକୁ ଯିବା ବାଟରେ ଜଣେ ଛାତ୍ରୀ ମୃତ, ଦୁଇ ଆହତ

ବରଗଡ଼ ଅଫିସ/ଅତାବିରା,୧୩।୧୨(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅତାବିରା-ଟୋପ ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ କଲେଜ ଛାତ୍ରୀଙ୍କ ମୃତ୍ୟୁ...

କେନ୍ଦ୍ରାପଡା ବିଧାୟକ ଶଶୀ ବେହେରାଙ୍କୁ କରୋନା

ଭୁବନେଶ୍ୱର,୧୨।୯-କେନ୍ଦ୍ରାପଡା ବିଜେଡି ବିଧାୟକ ଶଶୀ ଭୂଷଣ ବେହେରା ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଆଜି ସେ କୋଭିଡ ଟେଷ୍ଟ କରିଥିଲେ। ତାଙ୍କ ରିପୋର୍ଟ ପଜିଟିଭ ଆସିଛି।...

ଉତ୍ତରାଧିକାରୀଙ୍କୁ ନେଇ ଚର୍ଚ୍ଚା

ଆନନ୍ଦପୁର,୨୮।୬(ସ୍ବ.ପ୍ର.): ରାଜନୈତିକ ଦୃଷ୍ଟିକୋଣରୁ କେନ୍ଦୁଝର ଜିଲାର ଘସିପୁରା ସ୍ପର୍ଶକାତର ନିର୍ବାଚନମଣ୍ଡଳୀ ଭାବେ ପରିଚିତ। ଏହି ନିର୍ବାଚନମଣ୍ଡଳୀ ଏବେ ବିଜେଡି ଅକ୍ତିଆରରେ ରହିଛି। ୨୦୦୯ରୁ ଏପର୍ଯ୍ୟନ୍ତ ପୂର୍ବତନ...

ରବି ଫସଲ ଯୋଜନା ବାଧାପ୍ରାପ୍ତ

ରସୁଲପୁର,୨୨ା୧୧(ଡି.ଏନ.ଏ.): ରସୁଲପୁର ବ୍ଲକ କୃଷି କାର୍ଯ୍ୟାଳୟରେ ଥିବା ୨ଟି ଯାକ ସହକାରୀ କୃଷି ଅଧିକାରୀ ପଦବୀ ଖାଲିପଡ଼ିଛି। ତେଣୁ ରବି ଫସଲ ଯୋଜନା ପ୍ରସ୍ତୁତି ଓ...

ରାୟଗଡ଼ା ଜିଲାରେ ଖୋଲିଲା ଧାନମଣ୍ଡି

ରାୟଗଡ଼ା ଅଫିସ/ରାୟଗଡ଼ା (ସ୍ବ.ପ୍ର.),୨୦ା୧୨: ରାୟଗଡ଼ା ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ମଣ୍ଡି ଖୋଲିଛି। ସ୍ଥାନୀୟ ଆର୍‌ଏମ୍‌ସି ବଜାର ପ୍ରାଙ୍ଗଣରେ ପୂଜାର୍ଚ୍ଚନା କରି ମଣ୍ଡିର ଶୁଭାରମ୍ଭ...

ଟିକ୍‌ଟକ୍‌ରେ ଶ୍ରୀମନ୍ଦିର ଭିତର ବେଢ଼ାର ଦୃଶ୍ୟ ଭାଇରାଲ ଘଟଣା: କ୍ଷମା ମାଗିଲେ ଯୁବତୀ

ପୁରୀ ଅଫିସ,୩୦।୧୦: ଶ୍ରୀମନ୍ଦିର ଭିତର ବେଢ଼ାର ଦୃଶ୍ୟକୁ ଟିକ୍‌ଟକ୍‌ ଭିଡିଓ କରି ସୋସିଆଲ ମିଡିଆରେ ଶେୟାର କରିଥିବା ଯୁବତୀ ଶେଷରେ ଭୁଲ ମାଗିଛନ୍ତି। ସେ ଭୁଲ...

ମାଲିକଙ୍କ ଗାଡ଼ି ହଡ଼ପ ଷଡ଼ଯନ୍ତ୍ର

ଖଲ୍ଲିକୋଟ,୩ା୧୦(ଡି.ଏନ.ଏ.):ମାଲିକର ବିଶ୍ୱାସରେ ବିଷ ଦେଇ ଜଣେ ଡ୍ରାଇଭର ଗାଡ଼ିକୁ ହଡପ କରିବା ପାଇଁ ନିଜେ ରଚିଥିଲା ମିଛ ଡକାୟତିର ଯୋଜନା। ଏହି ଘଟଣାର ଖଲ୍ଲିକୋଟ ପୋଲିସ...

ମୃତ ଘୋଷଣା କରିବାକୁ ଡର

ନୟାଗଡ଼,୩୧।୮(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ମୁଖ୍ୟ ଚିକିସତ୍ାଳୟ(ଡିଏଚଏଚ)ରେ ଇଟାମାଟିର ରାଜ କିଶୋର ସାହୁ(୬୦) ନାମକ ଜଣେ ବୃଦ୍ଧ ମରିବାର ୨ ଘଣ୍ଟା ବିତି ଯାଇଥିଲେ ମଧ୍ୟ ଡାକ୍ତର...

Advertisement
Archives

Model This Week