ହୁହୁ ହୋଇ ଜଳିଗଲା ଖଣ୍ଡାଧାର

ଭୁବନେଶ୍ୱର,୨୩।୧(ବ୍ୟୁରୋ): ଭୁବନେଶ୍ୱର ବରମୁଣ୍ଡା ଷ୍ଟାଣ୍ଟରେ ଛିଡା ହୋଇଥିବା ଖଣ୍ଡାଧାର ବସ୍‌ ସୋମବାର ଜଳିଯାଇଛି । ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ କରିଛନ୍ତି।
ସୂଚନା ଯୋଗ୍ୟ, ସକାଳେ ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ‘ଖଣ୍ଡାଧାର କୁଇନ’ ନାମକ ବସ୍‌ ଛିଡା ହୋଇଥିବା ବେଳେ ହଠାତ୍‌ ସେଥିରେ ନିଆଁ ଲାଗିଯାଇଥିଲା। କେହି କିଛି ବୁଝିବା ଆଗରୁ ବସ୍‌ଟି ହୁହୁ ହୋଇ ଜଳିଯାଇଥିଲା। ପରେ ତୁରନ୍ତ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ଏଥିରେ କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମତଦାନର ୪୮ ଘଣ୍ଟା ପୂର୍ବରୁ ମଦ ବନ୍ଦ

ଭୁବନେଶ୍ୱର,୧୯ା୧(ବ୍ୟୁରୋ): ଆସନ୍ତା ଫେବୃୟାରୀ ୧୬ରୁ ରାଜ୍ୟରେ ୫ଟି ପର୍ଯ୍ୟାୟରେ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ତେବେ ଭୋଟ୍‌ ଗ୍ରହଣର ୪୮ ଘଣ୍ଟା ପୂର୍ବରୁ ମଦ ଉପରେ...

ନିଜଆଡୁ ବଜାର ବନ୍ଦ କଲା ବ୍ୟବସାୟୀ ସଂଘ

ଟିଟିଲାଗଡ଼,୨୩।୪: ବଲାଙ୍ଗୀର ଜିଲା ଟିଟିଲାଗଡ଼ ପୌରାଞ୍ଚଳରେ କରୋନାର ଦ୍ୱିତୀୟ ଲହର ଭୟ ସୃଷ୍ଟି କରିଛି। କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ବ୍ୟବସାୟୀ ସଂଘର ଆହ୍ବାନ...

ସାଢ଼େ ୪ କୋଟି ବ୍ୟୟରେ ହେବ ପ୍ରକଳ୍ପ

ଭୁବନେଶ୍ୱର,୧୪।୫(ବ୍ୟୁରୋ): ଭୁବନେଶ୍ୱରରେ ପ୍ରଗତିଶୀଳ ସଡ଼କ କରିବା ସହିତ ବିଏମ୍‌ସିର ବିଭିନ୍ନ ୱାର୍ଡରେ ଅବସ୍ଥିତ ଅନେକ ରାସ୍ତାର ବିକାଶ କରିବା ନେଇ କର୍ତ୍ତୃପକ୍ଷ ପଦକ୍ଷେପ ନେଉଛନ୍ତି। ଏହି...

ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା: ଓଡ଼ିଶା ମଣ୍ଡପ ଉଦ୍‌ଘାଟିତ

ଭୁବନେଶ୍ୱର,୧୪।୧୧(ବ୍ୟୁରୋ)- ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଅନୁଷ୍ଠିତ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଆକର୍ଷଣୀୟ ଓଡ଼ିଶା ମଣ୍ଡପ ଉଦ୍‌ଘାଟିତ ହୋଇଯାଇଛି। ରାଜ୍ୟ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ...

ପିଆଜ ଦର ବୃଦ୍ଧି ନେଇ ଖାଉଟି ଅସନ୍ତୁଷ୍ଟ

ଭୁବନେଶ୍ୱର, ୧୯।୯(ବ୍ୟୁରୋ): ରାଜ୍ୟରେ ପିଆଜ ଦର ବୃଦ୍ଧି ନେଇ ଖାଉଟିଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ନିତ୍ୟ ବ୍ୟବହାର୍ଯ୍ୟ ଏହି ସାମଗ୍ରୀ କିଲୋ ପିଛା ୩୮ରୁ...

ଗଞ୍ଜାମରେ କରୋନା ସ୍ଥିତି ଅସମ୍ଭାଳ: ୨ ଆଇଏଏସ୍‌ ପରେ ଗଲେ ୬ ଓଏଏସ୍‌

ଭୁବନେଶ୍ୱର,୪।୭(ବ୍ୟୁରୋ): ଚିନ୍ତା ବଢ଼ାଇଲାଣି ଗଞ୍ଜାମ ଜିଲା। ଗୋଟିଏ ପଟେ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୬୦୧ରେ ପହଞ୍ଚିଥିବା ବେଳେ ସେଥିରୁ ୨୦୬୬ଜଣ ଗଞ୍ଜାମର। ଏପରିକି ଦିନକୁ...

ନନ୍ଦନକାନନକୁ ଆସିଲା ଉଦ୍ଧାର ବଜ୍ରକାପ୍ତା

ବାରଙ୍ଗ,୩୧ା୮(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଶୁକ୍ରବାର ଏକ ଉଦ୍ଧାର ହୋଇଥିବା ବଜ୍ରକାପ୍ତା ଆସିଛି। ଆଠଗଡ଼ ବଡମ୍ବା ରେଞ୍ଜ ତାଳଚନ୍ଦ୍ରଗିରି ଜଙ୍ଗଲରୁ ଖାରୋଡ ଗ୍ରାମକୁ ୩ବର୍ଷର ମାଈ...

୧୩ ଜିଲାରେ ପ୍ରବଳ କୁହୁଡ଼ି ସମ୍ଭାବନା, ପାଣିପାଗ ବିଭାଗର ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): ରାଜ୍ୟରୁ ହଠାତ୍‌ ଗାଏବ ହୋଇଯାଇଛି ଶୀତ। ରାତ୍ରିର ସର୍ବନିମ୍ନ ତାପମାତ୍ରା ୨୨ ଡିଗ୍ରୀ ସେଲ୍‌ସିୟସ ଛୁଇଁଛି। ଏଥିସହିତ ଦିନର ସର୍ବୋଚ୍ଚ ତାପମାତ୍ରା ମଧ୍ୟ ୩୨...

Advertisement
Archives

Model This Week