ହୁ ହୁ ହୋଇ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଗୋଟିଏ ଦିନରେ ଏଯାଏ ଚିହ୍ନଟ ହେଲେଣି ୬୮

ଭୁବନେଶ୍ୱର,୧୦।୫(ବ୍ୟୁରୋ): ରାଜ୍ୟକୁ ପ୍ରବାସୀଙ୍କ ପ୍ରତ୍ୟାବର୍ତ୍ତନ ପରେ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରବିବାର ଅପରାହ୍ନ ସୁଦ୍ଧା ରାଜ୍ୟରେ ମୋଟ ୩୬୨ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତେବେ ସକାଳୁ ଅପରାହ୍ନ ୪ଟା ସୁଦ୍ଧା ମୋଟ ୬୮ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି। ସେମାନଙ୍କ ମଧ୍ୟରେ ଭଦ୍ରକରୁ ୬ଜଣ ଥିବା ବେଳେ ଯାଜପୁରରୁ ୪ଜଣ ରହିଛନ୍ତି। ଏଥିଯୋଗୁ ଯାଜପୁରରେ ମୋଟ ଆକ୍ରାନ୍ତ ସଂଖ୍ୟା ୫୯ରେ ପହଞ୍ଚିଛି। ସେହିଭଳି ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହୋଇଛି। ପୂର୍ବରୁ ସକାଳେ ୫୮ଜଣ ପଜିଟିଭ୍‌ ଚିହ୍ନଟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇସାରାରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଦେଲେ ଟ୍ରମ୍ପ: ମୋଦିଙ୍କୁ ନେଇ…

ୱାଶିଂଟନ,୨୦।୨: ୱାଶିଂଟନରେ ଶାନ୍ତି ବୋର୍ଡର ଉଦଘାଟନୀ ଅଧିବେଶନରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଏହା ଅନ୍ତର୍ଜାତୀୟ ଗଣମାଧ୍ୟମରେ ଆଲୋଚନା ହେଉଛି। ତାଙ୍କ ଭାଷଣ ସମୟରେ ଆମେରିକା…

Railways fare Alert: ରେଲେଓ଼୍ବ ଏହି ୧୦ଟି ଟ୍ରେନର ଭଡାରେ କଲା ପରିବର୍ତ୍ତନ, ଯାତ୍ରା କରିବା ପୂର୍ୱରୁ ଜାଣି ନିଅନ୍ତୁ ଜରୁରୀ ଖବର…

ନୂଆଦିଲ୍‌ଲୀ,୨୦।୨:ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି। ତେଣୁ, ଏହି ଖବର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ପ୍ରାସଙ୍ଗିକ। ରେଳବାଇ 10ଟି ଟ୍ରେନରେ ଭଡା…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩୯ ଶିକାରିଙ୍କୁ ବାନ୍ଧିଲା ବନବିଭାଗ: ୯ ଦେଶୀ ବନ୍ଧୁକ, ୨୦ ଧନୁତୀର ଜବତ

ବାରିପଦା,୨୦।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଅଞ୍ଚଳରେ ଶିକାର କରିବାକୁ ପ୍ରବେଶ କରିଥିବା ଶିକାରିଙ୍କୁ ବନବିଭାଗ ଗିରଫ କରଛି…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ଦ୍ୱାଦଶ ଟପ୍ପରଙ୍କୁ ମିଳିଲାନି ଚାକିରି: ରାଗରେ ମା’-ବାପା-ଭାଇଙ୍କ ସହ କଲେ ହୃଦୟବିଦାରକ କାଣ୍ଡ

ଭୋପାଳ,୨୦।୨: ମଧ୍ୟପ୍ରଦେଶର ବେତୁଲ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ୩୦ ବର୍ଷୀୟ ଗ୍ରାମର ଦୀପକ ଧୂର୍ଭେ ତାଙ୍କ ମାତାପିତା ଏବଂ ସାନ…

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍‌ରେ ତାଲା…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri