ହୃଦ୍‌ଜନିତ ସମସ୍ୟାଠାରୁ ବି ଦୂରେଇ ରଖେ ଅମୃତଭଣ୍ଡା

ଶରୀର ପାଇଁ ଅମୃତଭଣ୍ଡା ବେଶ୍‌ ଉପକାରୀ। ବାଡିବଗିଚାରେ ମଧ୍ୟ ଏହା ସହଜରେ ମିଳିଥାଏ। କଞ୍ଚା ହେଉ ବା ପାଚିଲା ଉଭୟ ଶରୀର ପାଇଁ ଲାଭଦାୟକ ହୋଇଥାଏ। ଏଥିରେ ଭିଟାମିନ ଏ, ବି, ସି ଓ ଫାଇବର ଭରପୁର ମାତ୍ରାରେ ଥାଏ। କଞ୍ଚା ଅମୃତଭଣ୍ଡାରେ ଫାଇବର ଭରି ଥିବାରୁ ଏହା କୋଷ୍ଠକାଠିନ୍ୟ ସମସ୍ୟା ଦୂର  ସହ ପାଚନ ପ୍ରକ୍ରିୟାକୁ ସଠିକ କରିଥାଏ। ହୃଦ୍‌ଜନିତ ସମସ୍ୟାର ସୁଧାର ପାଇଁ ଅମୃତଭଣ୍ଡା ଲାଭଦାୟକ। ଏହା ଆଖି ପାଇଁ ମଧ୍ୟ ବେଶ ଉପକାରୀ। ଏଥିରେ ଥିବା ଭିଟାମିନ ଏ’ ଓ ସି’ ଆଖିକୁ ସୁସ୍ଥ ରଖିଥାଏ। ଅମୃତଭଣ୍ଡା ଖାଇଲେ ଗଣ୍ଠି ଦରଜରୁ ମଧ୍ୟ ଉପଶମ ମିଳିଥାଏ। ତେଣୁ ବୟସ୍କ ଲୋକ ଅମୃତଭଣ୍ଡା ଖାଇବା ଆବଶ୍ୟକ। ପୁଣି ଏହାକୁ ନିୟମିତ ଖାଇଲେ ତ୍ୱଚାରେ ବ୍ରଣ ସମସ୍ୟା ଦୂର ହେବାସହ ତ୍ୱଚା ଉଜ୍ଜ୍ୱଳ ଦିଶେ।


Enter your email to get our daily news in your inbox.

All Right Reserved By Dharitri.Com

ସିଂହ ରାଶିକୁ ଯିବେ ବୃହସ୍ପତି: ଆଉ ୪ ଦିନ ପରେ ଏହି ରାଶିଙ୍କ ଭାଗ୍ୟ ନେବ ନୂଆ ମୋଡ଼, ଲାଗିବ ଲଟେରୀ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬, ଶନିବାର ଦ୍ୱିପ୍ରହର ୧୨ଟା ୫୦ ମିନିଟରେ କର୍କଟ ରାଶିରୁ ସିଂହ ରାଶିକୁ ପ୍ରବେଶ କରିବେ। ଗୁରୁଙ୍କ…

୫ ରାଶିଙ୍କ ଉପରେ ପଡିଲା ସୂର୍ଯ୍ୟଙ୍କ କୃପା: ଆଜିଠୁ ଚାଲିଲା କନ୍ୟା ସମେତ ଏମାନଙ୍କର ଗୋଲଡେନ୍‌ ଟାଇମ୍‌, ପ୍ରବଳ ଧନ ଯୋଗ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହମାନଙ୍କ ରାଶି ଓ ନକ୍ଷତ୍ର ପରିବର୍ତ୍ତନର ବିଶେଷ ମହତ୍ତ୍ୱ ରହିଛି। ସେପ୍ଟେମ୍ବର ୨୭ ତାରିଖ ଦିନ ୧ଟା ୨୫ ମିନିଟରେ ସୂର୍ଯ୍ୟ…

ନିୟମିତ ଗାଜର ଖାଇଲେ ମିଳିଥାଏ ଅନେକ ଲାଭ, ବ୍ଲଡ୍‌ପ୍ରେସର ନିୟନ୍ତ୍ରଣଠାରୁ ଆରମ୍ଭ କରି…

ଗାଜର ଆମ ଶରୀର ପାଇଁ ବେଶ୍‌ ଉପକାରୀ। ସବୁଠାରୁ ଖାସ୍‌ କଥା ହେଲା ଏହାକୁ ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କଲେ ତାହା ଶରୀରରେ ରୋଗ…

ଅଧିକ ଚା’ ପିଉଛନ୍ତି କି? ଚେତାବନୀ ଦେଇ ବିଶେଷଜ୍ଞ କହିଲେ…

କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଆବଶ୍ୟକତା ଠାରୁ ଅଧିକ ଥର ଚା’ ପିଉଛନ୍ତି ତେବେ…

କିଡ୍‌ନୀ ଖରାପ ହେଲେ ଆରମ୍ଭରୁ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି, ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ।…

ଏହି ୫ ରାଶି ସବୁଠୁ ଦୁଃଖୀ ରାଶି, ଅଧିକ ପାଇବା ଆଶାରେ ରହନ୍ତି ଅସନ୍ତୁଷ୍ଟ, ପଢନ୍ତୁ ଆପଣଙ୍କ ରାଶି ଅଛି କି…

ଶାସ୍ତ୍ରରେ କୁହାଯାଇଛି, ଯେଉଁ ବ୍ୟକ୍ତି ସନ୍ତୁଷ୍ଟ ରହନ୍ତି ସେ ସବୁବେଳେ ସୁଖୀ ରହନ୍ତି। ସନ୍ତୋଷକୁ ମଣିଷର ସବୁଠାରୁ ବଡ଼ ଶକ୍ତି ବୋଲି ମଧ୍ୟ କୁହାଯାଏ। କିନ୍ତୁ ଏପରି…

ରାଜକୁମାର ବୁଧଙ୍କ ବଡ଼ ନକ୍ଷତ୍ର ପରିବର୍ତ୍ତନ: ପହିଲାଠୁ କନ୍ୟା ସମେତ ୪ ରାଶି ହେବେ ଧନବାନ୍‌, ପଛକୁ ପଛ ଲାଗିବ ଲଟେରୀ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ନକ୍ଷତ୍ର ପରିବର୍ତ୍ତନକୁ ବେଶ ପ୍ରଭାବଶାଳୀ ବୋଲି ମନାଯାଏ। ଦ୍ରିକ ପଞ୍ଚାଙ୍ଗ ଅନୁସାରେ ବୁଦ୍ଧି, ବାଣୀ, ଯୋଗାଯୋଗ ଓ ବ୍ୟବସାୟର କାରକ ବୁଧ…

ଅଶ୍ଳେଷା ନକ୍ଷତ୍ରରେ ଗୁରୁ ବୃହସ୍ପତିଙ୍କ ପ୍ରବେଶ: ୬ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ଧନବର୍ଷା ଯୋଗ! ଘରକୁ ଆସିବ ଖୁସିଖବର

ଭୁବନେଶ୍ୱର: ଜ୍ୟୋତିଷ ଗଣନା ଅନୁସାରେ ଦେବଗୁରୁ ବୃହସ୍ପତି ଆସନ୍ତା ଅକ୍ଟୋବର ୮ ତାରିଖ ସନ୍ଧ୍ୟା ୭ଟା ୦୩ ମିନିଟରେ ଅଶ୍ଳେଷା ନକ୍ଷତ୍ରର ଚତୁର୍ଥ ପଦରେ ପ୍ରବେଶ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?