ହୃଦ୍‌ଘାତରେ କଏଦୀ ମୃତ

ବ୍ରହ୍ମପୁର ଅଫିସ,୧୪।୯: ପତ୍ନୀହନ୍ତା ମାମଲାରେ ଅଭିଯୁକ୍ତ ଭାବେ ଗଞ୍ଜାମ ଜିଲା ମଣ୍ଡଳକାରାଗାରରେ ଥିବା ଜଣେ କଏଦୀଙ୍କର ଶନିବାର ଭୋରରେ ମୃତ୍ୟୁ ଘଟିଛି। ସେ ହେଲେ ନିର୍ମଳ ସାହୁ (୩୫)। ତାଙ୍କ ଘର ହିଞ୍ଜିଳିକାଟୁ ଥାନା ଅନ୍ତର୍ଗତ ଦୁର୍ବନ୍ଧ ଡେରା ସାହିରେ ବୋଲି ଜଣାପଡ଼ିଛି।
ଶନିବାର ଭୋରରେ ନକୁଳ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରେ ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଡାକ୍ତର କହିଥିଲେ। ପୋଲିସ ମୃତଦେହ ଜବତକରି ୪୮୪/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି।
ପ୍ରକାଶ ଯେ, ୨୦୧୪ ମସିହାରେ ନକୁଳ କୌଣସି କାରଣକୁ କେନ୍ଦ୍ରକରି ସ୍ତ୍ରୀଙ୍କୁ ହତ୍ୟା କରିଥିଲେ। ହିଞ୍ଜିଳିକାଟୁ ପୋଲିସ ତାଙ୍କୁ ଗିରଫକରି କୋର୍ଟଚାଲାଣ କରିଥିଲା। ପରବର୍ତ୍ତୀ ସମୟରେ ଉପଯୁକ୍ତ ପ୍ରମାଣକୁ ଆଧାରକରି ନକୁଳଙ୍କୁ ୨୦୧୫ ସେପ୍ଟେମ୍ବର ୧୯ରେ ଦୋଷୀ ସାବ୍ୟସ୍ତକରି କାରାଦଣ୍ଡରେ ଦଣ୍ଡିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପରିତ୍ୟକ୍ତ କୂଅରୁ ଉଦ୍ଧାର ହେଲା ହାତୀ

ସୁନ୍ଦରଗଡ଼,୨୪।୧୦(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ବଡଗାଁ ବନାଞ୍ଚଳ ଅନ୍ତର୍ଗତ ବିରତଲା ଗାଁ  ନିକଟରେ ଥିବା ଏକ ପରିତ୍ୟକ୍ତ କୂଅ ଭିତରେ ଗୁରୁବାର ଏକ ହାତୀ ପଡିଯାଇଥିବାର ଦେଖିବାକୁ...

ଡିଏମ୍‌ଏଫ୍‌ ପାଣ୍ଠିର ହରିଲୁଟ ଅଭିଯୋଗ

ଯାଜପୁର,୨୫ା୭(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାର ଖଣି ଖାଦାନ ଭରା ଅଞ୍ଚଳର ବିକାଶ ପାଇଁ ଜିଲା ଖଣିଜ ପଦାର୍ଥ ପ୍ରତିଷ୍ଠାନ (ଡିଏମ୍‌ଏଫ୍‌) ଗଠିତ ହୋଇଛି। ବିଶେଷକରି ଖଣି...

ସାରଡାଙ୍ଗରେ ହଇଜା ଆତଙ୍କ: ଜଣେ ମୃତ, ୧୧ ଆକ୍ରାନ୍ତ

ଖଇରା,୬ା୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ସାରଡାଙ୍ଗ ନାକପଦା ଗ୍ରାମରେ ପୂଜା ଭୋଜି ଖାଇ ୧୨ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଏଥିମଧ୍ୟରୁ ମାମୁଘର ନାକପଦାକୁ...

ରେଳଧାରଣାରୁ ପୋଲିସ ଡିଏସ୍‌ପିଙ୍କ ସ୍ତ୍ରୀଙ୍କ ମୃତଦେହ ଉଦ୍ଧାର

ବ୍ରହ୍ମପୁର ଅଫିସ , ୪।୬ – ସରକାରୀ ରେଳବାଇ ଥାନା (ଜିଆର୍‌ପି) ଅନ୍ତର୍ଗତ ଗୋପାଳପୁର ଓଭର ବ୍ରିଜ ତଳ ଦେଇ ଯାଇଥିବା ରେଳଧରଣାରୁ ବୁଧବାର ରାତ୍ର...

ବିକାଶର କର୍ଣ୍ଣଧାର ଥିଲେ ପର୍ଶୁରାମ

ଖଇରା, ୧ା୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ସିମୁଳିଆ ନିର୍ବାଚନମଣ୍ଡଳୀରେ ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିବା ସ୍ବର୍ଗତ ପର୍ଶୁରାମ ପାଣିଗ୍ରାହୀଙ୍କ ୬ଷ୍ଠ ଶ୍ରାଦ୍ଧବାର୍ଷିକୀ ଖଇରା ବ୍ଲକର...

ଝିଟିପିଟି ପଡ଼ିଥିବା ଖାଦ୍ୟ ଖାଇ ୨୦ ଛାତ୍ର ଅସୁସ୍ଥ

ବଲାଙ୍ଗୀର ଅଫିସ, ୨୪।୫: ବଲାଙ୍ଗୀର ଲର୍କିପାଲରେ ଥିବା ସରକାରୀ ଆଇଟିଆଇ କଲେଜ ହଷ୍ଟେଲରେ ୨୦ ଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ଝିଟିପିଟି ପଡ଼ିଥିବା ଖାଦ୍ୟ ଖାଇ ଏଭଳି...

ଲକ୍ଷ୍ମୀନାରାୟଣ ବେଶରେ ଦର୍ଶନ ଦେଲେ ନୀଳମାଧବ ଜୀଉ

ଖଣ୍ଡପଡ଼ା,୯ା୧୧(ସ୍ବ.ପ୍ର.): କାର୍ତ୍ତିକ ଏକାଦଶୀ ଶୁକ୍ରବାରଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ଶ୍ରୀ ନୀଳମାଧବ ଜୀଉଙ୍କୁ ବିଭିନ୍ନ ବେଶରେ ସଜ୍ଜିତ କରିବାର ପରମ୍ପରା ରହିଛି। ଏହି ଅବସରରେ ଆଜି ସକାଳ...

ପୁନର୍ବାର ପ୍ରସ୍ତୁତ ହେବ ତାଲିକା

ଅନୁଗୋଳ ଅଫିସ, ୬ା୯: ସାତକୋଶିଆ ଅଭୟାରଣ୍ୟର କୋର୍‌ ଅଞ୍ଚଳରୁ ସ୍ଥାନାନ୍ତର ପ୍ରକ୍ରିୟାରେ କଟରଙ୍ଗ ଗ୍ରାମର ୨୧ ପରିବାର କ୍ଷତିପୂରଣ ପ୍ୟାକେଜ୍‌ରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି।...

Advertisement
Archives

Model This Week