ହୃଦ୍‌ରୋଗରୁ ଉପଶମ ଦେବ ଯୋଗ

ପ୍ରତିଦିନ ଯୋଗ, ପ୍ରାଣାୟମ କଲେ ତାହାର ସୁଫଳ କେତେ ମିଳେ ତାହା ଅନୁଭବୀ ହିଁ ଜାଣେ। ଏହାର ଉପକାରୀ ତାଲିକାରେ ଆଉ ଏକ କଥାକୁ ସାମିଲ କରାଯାଇଛି। ଦୀର୍ଘ ଦିନର ଗବେଷଣା ପରେ ଏପରି ତଥ୍ୟ ଜାଣିବାକୁ ପାଇଛନ୍ତି କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ। ନିୟମିତ ଯୋଗ କରିବା ଦ୍ୱାରା ଜଣେ ହୃଦରୋଗୀ ଏପରି ସମସ୍ୟାରୁ କେତେକାଂଶରେ ଉପଶମ ଲାଭ କରିଥାଏ ବୋଲି ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ରିପୋର୍ଟରୁ ଜଣାପଡିଛି। ଏହି ସମୟରେ ସେମାନେ କେତେକ ହୃଦରୋଗୀଙ୍କୁ ଏହି ସର୍ଭେରେ ସାମିଲ କରିଥିଲେ। ସେମାନଙ୍କୁ ପ୍ରତିଦିନ ଯୋଗ କରିବାକୁ ପରାମର୍ଶ ଦିଆଯାଇ ଥିଲା। ଅପରପକ୍ଷରେ ନିୟମିତ ସମୟ ଅନ୍ତରାଳରେ ଏହାର କି ପ୍ରକାର ପ୍ରଭାବ ହାର୍ଟ ଉପରେ ପଡୁଛି ତାହାକୁ ସେମାନେ ଲକ୍ଷ୍ୟ କରିଥିଲେ। ଆଶ୍ଚର୍ଯ୍ୟଜନକ ଭାବରେ ସେମାନଙ୍କ ମଧ୍ୟରୁ କେତେକ ରୋଗୀ ଯୋଗ କରିବା ଦ୍ୱାରା ହୃଦରୋଗରୁ କେତେକାଂଶରେ ଉପଶମ ଲାଭ କରୁଥିବାର ଜଣାପଡି ଥିଲା। ହେଲେ ଯୋଗ କରିବା ପୂର୍ବରୁ ଏବଂ ପରେ ସହ ଏହି ରୋଗୀ ନିୟମିତ ସମୟ ବ୍ୟବଧାନରେ ହୃଦ୍‌ରୋଗ ବିଶେଷଜ୍ଞଙ୍କ ସହ ପରାମର୍ଶ କରିବାକୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାଶିବରାତ୍ରି ଉପବାସ: ଖାଆନ୍ତୁ ନାହିଁ ଏସବୁ ଖାଦ୍ୟ

ପବିତ୍ର ମହାଶିବରାତ୍ରିକୁ ନେଇ ଭକ୍ତଙ୍କ ମନରେ ପ୍ରବଳ ଆଗ୍ରହ ଦେଖିବାକୁ ମିଳେ। କୁହାଯାଏ ସ୍ବଚ୍ଛ ମନରେ ଭଗବାନ ଶିବଙ୍କ ଉପାସନା କଲେ ସମସ୍ତ ମନସ୍କାମନା ପୂର୍ଣ୍ଣ...

ମସ୍ତିଷ୍କକୁ ସକ୍ରିୟ କରେ ମନ ପସନ୍ଦର ସଙ୍ଗୀତ

ଭାରାକ୍ରାନ୍ତ ମନକୁ ହାଲକା କରିବା ପାଇଁ ଅନେକେ ଗୀତ ଶୁଣିଥାଆନ୍ତି। କେତେକେ ନିଜର ମନ ପସନ୍ଦର ଗୀତ ଶୁଣିବା ଦ୍ୱାରା ସେମାନଙ୍କର ମାନସିକତା ପ୍ରାୟ ସକାରାତ୍ମକ...

ସ୍ପେଶାଲ ଅଫର୍‌

ମହିଳାମାନଙ୍କ ଶପିଂ କ୍ରେଜ୍‌ ସବୁଠୁ ଅଧିକ। ମାର୍କେଟ୍‌କୁ ଯିବା ମାତ୍ରେ ହେଉ କିମ୍ବା ଅନ୍‌ଲାଇନ୍‌ ଶପିଂ ସାଇଟ୍‌ ଖୋଲିଲେ ଭଳିକି ଭଳି ପୋଷାକ, ଜୋତା, କସ୍‌ମେଟିକ୍ସ,...

ବଳୟ ଗ୍ରହର ନୀଳ ବିଜୁଳି

‘ପୃଥିବୀ ଗ୍ରହକୁ ବାୟୁମଣ୍ଡଳ ଘେରି ରହିଥିବାରୁ ବିଜୁଳି ମାରିବା ସମ୍ଭବ ହେଉଛି। ଯଦି ଏଠାରେ ବାୟୁମଣ୍ଡଳ ନ ଥାଆନ୍ତା, ତା’ହେଲେ ବାଦଲ ନ ଥାଆନ୍ତା କି...

ଫିଟିକିରିର କ’ଣ ରହିଛି ଉପକାରୀ ଗୁଣ

କେଉଁଠି କିଛି କ୍ଷତ ହେଲେ ଫିଟିକିରି ଲଗାଇଲେ ଆରାମ ମିଳିଥାଏ। ହେଲେ ଏହି ଫିଟିକିରି ଘରର ଆର୍ଥିକ ସମସ୍ୟା ଦୂର କରିବାରେ ମଧ୍ୟ ସହାୟକ ହୋଇଥାଏ।...

ମଟର ଖାଉଥିଲେ…

ମଟର ସ୍ବାସ୍ଥ୍ୟ ଉପକାରୀ ହୋଇଥାଏ। ଏହାକୁ ଖାଇବା ଫଳରେ ଅନେକ ପ୍ରକାର ସ୍ବାସ୍ଥ୍ୟଜନିତ ସମସ୍ୟାରୁ ମୁକ୍ତି ମିଳିଥାଏ। ଏଥିରେ ଭିଟାମିନ୍‌ କେ’, ଭିଟାମିନ୍‌ ସି, ଫସ୍‌ଫରସ୍‌...

ପାାଣି ପିଇବାର ଠିକ୍‌ ଉପାୟ କହିଛନ୍ତି ଚାଣକ୍ୟ : ଆପଣାଇଲେ ଡାକ୍ତରଙ୍କୁ ଦେବାକୁ ପଡ଼ିବ ନାହିଁ ଟଙ୍କା

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ବିଭିନ୍ନ ବିଷୟରେ ଉଲ୍ଲେଖ କରିଛନ୍ତି। ସେ ଜୀବନର ମୂଲ୍ୟବୋଧ ବିଷୟରେ ଉଲ୍ଲେଖ କରିଥିବାବେଳେ ସୁସ୍ଥ ରହିବା ପାଇଁ ଅନେକ ପଦକ୍ଷେପ...

ଏସବୁ ରୋଗ ଲାଗି ବରଦାନ ସଦୃଶ ତେଜପତ୍ର

ମସଲା ରୂପରେ ବ୍ୟବହାର କରାଯାଉଥିବା ତେଜପତ୍ର ଯେ, କେବଳ ଖାଦ୍ୟକୁ ସ୍ବାଦିଷ୍ଟ କରାଇଥାଏ ତାହା ନୁହେଁ ବରଂ ଏହା ଅନେକ  ରୋଗରୁ ରକ୍ଷା କରିଥାଏ। ଏଥିରେ...

Advertisement
Archives

Model This Week