ହୃଦ୍‌ରୋଗରେ ପୀଡ଼ିତ ଶରିଫ

ଲଣ୍ଡନ,୨୦।୧୨: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫ ଜଟିଳ ହୃଦରୋରେ ପୀଡ଼ିତ ବୋଲି ଜଣାପଡିଛି। ଏବେ ସେ ଲଣ୍ଡନରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କ ଚିକିତ୍ସକ ଡାକ୍ତର ଅଦନାନ ଖାଁ ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି। ପ୍ରଥମରୁ ଶରିଫଙ୍କର ରକ୍ତରେ ପ୍ଲେଟଲେଟ କାଉଣ୍ଟ କମ୍‌ ଥିବା ବେଳେ ଏବେ ଜଟିଳ ହୃଦରୋଗରେ ପୀଡ଼ିତ ଥିବାରୁ ତାଙ୍କର ଆଉକିଛି ପରୀକ୍ଷା କରାଯିବ ବୋଲି ଡାକ୍ତର କହିଛନ୍ତି। ସୂଚନାଯୋଗ୍ୟ, ଶରିଫ ଗତ ନଭେମ୍ବରରୁ ଉନ୍ନତ ଚିକିତ୍ସା ଲାଗି ଲଣ୍ଡନ ଯାଇଛନ୍ତି। ଭ୍ରଷ୍ଟାଚାର ମାମଲାରେ ଜେଲ୍‌ରେ ସଜା କାଟୁଥିବା ଶରିଫଙ୍କ ସ୍ବାସ୍ଥ୍ୟରେ ଅବନତି ହେବାରୁ ଇସ୍‌ଲାମାବାଦ କୋର୍ଟ ତାଙ୍କୁ ଚିକିତ୍ସା ଲାଗି ଜାମିନ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାସାକିରେ ଧ୍ୱଂସଲୀଳା ରଚିଥିଲା ‘ଫ୍ୟାଟମ୍ୟାନ୍‌’

ଟୋକିଓ,୯।୮:ଜାପାନର ନାଗାସାକି ସହରରେ ୭୪ ବର୍ଷ ତଳେ ପରମାଣୁ ବୋମା ତାଣ୍ଡବ ରଚିଥିଲା। ୧୯୪୫ ମସିହା ଅଗଷ୍ଟ ୯ ତାରିଖ ପୂର୍ବାହ୍ନ ୧୧ଟା ୨ ମିନିଟରେ...

ଡନ୍‌ ରେଡ୍ସ: କ୍ଷମା ମାଗିଲେ ଆର୍ଡନ

ଅକ୍‌ଲାଣ୍ଡ,୨ା୮: ୧୯୭୦ ଦଶକର ମଧ୍ୟଭାଗରେ ପାସିଫିକ୍‌ ଆଇଲାଣ୍ଡର୍ସ ବା ପ୍ରଶାନ୍ତ ଦ୍ୱୀପପୁଞ୍ଜ ଅଧିବାସୀ ‘ପାସିଫିକିଆ’ଙ୍କ ଉପରେ ନ୍ୟୁଜିଲାଣ୍ଡ ପକ୍ଷରୁ ଭୋର ସମୟରେ ଚଢ଼ାଉ (ଡନ୍‌ ରେଡ୍ସ)...

ଆମେରିକାକୁ ଧମକ ଦେଲେ କିମ୍‌…

ପ୍ୟୋଙ୍ଗୟାଙ୍ଗ,୧୦।୭ : ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ ଆମେରିକାକୁ ଧମକ ଦେଇଛନ୍ତି। ଯଦି ଆମେରିକା ଉତ୍ତରକୋରିଆ ବାୟୁମଣ୍ଡଳରେ ଗୁପ୍ତଚର ବିମାନ ଉଡ଼ାଇବାରେ...

କରୋନା ମହାମାରୀ ନେଇ ଆରୋପ ପ୍ରତ୍ୟାରୋପକୁ କ୍ୱାରାଣ୍ଟାଇନ୍‌ରେ ରଖ; ପ୍ରଥମେ ଜଳୁଥିବା ଘରକୁ ସୁରକ୍ଷିତ କର: ଡବ୍ଲ୍ୟୁଏଚ୍‌ଓ

ଓ୍ବାଶିଂଟନ,୯।୪: ସାରା ପୃଥିବୀରେ ଦେଖାଦେଇଥିବା କରୋନା ସଙ୍କଟର ମୁକାବିଲା ଲାଗି ପ୍ରସ୍ତୁତି ଜାରି ରହିଛି। ଏପରିସ୍ଥଳେ କରୋନା ମହାମାରୀ ନେଇ ଆମେରିକା ଏବଂ ଚାଇନା ମଧ୍ୟରେ...

ଗ୍ଲୋବାଲ ଟାଇମ୍ସ ଏଡିଟରଙ୍କ ନଁ।ରେ ଗମ୍ଭୀର ଅଭିଯୋଗ

ବେଜିଂ, ୫।୧୨: ଚାଇନା ମୁଖପତ୍ର ଗ୍ଲୋବାଲ ଟାଇମ୍ସର ଏଡିଟର ହୁ ଜିଜିନ୍‌ଙ୍କ ବିରୋଧରେ ଗୁରୁତର ଅଭିଯୋଗ ହୋଇଛି। ଚାଇନା ସପକ୍ଷରେ ବାରମ୍ବାର ପ୍ରଚାର ପ୍ରସାର କରି...

ୟୁକ୍ରେନ ଉପରେ ରୁଷିଆର କ୍ଷେପଣାସ୍ତ୍ର ମାଡ଼

କିଭ୍‌,୧୪ା୧: ଦୀର୍ଘ ୧୧ ମାସ ଧରି ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଚାଲିଛି। ରୁଷିଆ ବର୍ତ୍ତମାନ ପର୍ଯ୍ୟନ୍ତ ୟୁକ୍ରେନରେ ବ୍ୟାପକ କ୍ଷତି ଘଟାଇସାରିଲାଣି। ଏହି...

ଚେତାବନୀ: ତାତିରେ ପ୍ରତିବର୍ଷ ମରିବେ ୯୦ ହଜାରରୁ ଅଧିକ ୟୁରୋପୀୟ, ପଦକ୍ଷେପ ଗ୍ରହଣକୁ ଗୁରୁତ୍ୱ…

କୋପେନହେଗେନ,୯।୧୧ : ଚଳିତ ବର୍ଷ ଜଳବାୟୁ ପରିବର୍ତ୍ତନ ଯୋଗୁ ପୃଥିବୀର ବହୁ ଦେଶର କ୍ଷତି ଘଟିଛି। ୟୁରୋପ ମଧ୍ୟ ଅନେକ କ୍ଷତି ସହିଛି। ବର୍ତ୍ତମାନ ୟୁରୋପୀୟ...

ଓମିକ୍ରନକୁ ନେଇ ଏପରି ଚେତାବନୀ ଦେଲା ଡବ୍ଲୁଏଚ୍‌ଓ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୯ା୧୨: ସାରା ବିଶ୍ୱରେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିନ୍ତା ବଢ଼ାଉଛି। ଦିନକୁ ଦିନ ଏହି ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଏହାର ପ୍ରଭାବ ମଧ୍ୟ ଭାରତ...

Advertisement
Archives

Model This Week