ହୃଦ୍‌ରୋଗ ଜନିତ ସମସ୍ୟା ଦୂର କରେ ମାଛ

ସପ୍ତାହକୁ ଦୁଇ ଥର ମାଛ ଖାଇବା ଦ୍ୱାରା ହୃତ୍‌ପିଣ୍ଡ ସୁସ୍ଥ ରହିବା ସହ ହାର୍ଟଆଟାକ୍‌ ଆଶଙ୍କା ହ୍ରାସ ପାଇଥାଏ। ମାଛରେ ପ୍ରଚୁର ମାତ୍ରାରେ ଓମେଗା ୩ ଫଟି ଏସିଡ୍‌ ଥାଏ। ଯାହା ହୃଦ୍‌ରୋଗ ଜନିତ ସମସ୍ୟାକୁ ଦୂର କରିବାରେ ସାହାଯ୍ୟ କରିଥାଏ। ଆମେରିକା ହାର୍ଟ ଆସୋସିଏସନ୍‌ର ବୈଜ୍ଞାନିକଙ୍କ ପରାମର୍ଶରେ ଏହି ଦାବି କରାଯାଇଛି। ଆମେରିକାର ହାଭାର୍ଡ ଟିଏଚ୍‌ଚାନ୍‌ ସ୍କୁଲ୍‌ ଅଫ୍‌ ପବ୍ଲିକ୍‌ ହେଲ୍‌ଥର ପ୍ରଫେସର୍‌ ଏରିକ୍‌ ବି ରିମ୍‌ଙ୍କ ମତରେ, ବୈଜ୍ଞାନିକଙ୍କ ଏହି ଗବେଷଣାରେ ଓମେଗା ୩ ଫଟି ଏସିଡ୍‌ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ; ବିଶେଷକରି ହୃତ୍‌ପିଣ୍ଡ ପାଇଁ ତାହା ଜାଣିବାକୁ ଚେଷ୍ଟା କରାଯାଇଥିଲା। ଗବେଷଣାରେ ସାମିଲ ଲୋକଙ୍କୁ ସପ୍ତାହକୁ ଦୁଇଥର ମାଛ ଖାଇବାକୁ ଦିଆଯାଇଥିଲା, ଯେଉଁଥିରେ ଓମେଗା ୩ ଫଟି ଏସିଡ୍‌ ସ୍ତର ଅଧିକ ଥିଲା। ନିଷ୍କର୍ଷରେ ଦେଖିବାକୁ ମିଳିଥିଲା, ଯେଉଁମାନଙ୍କର ହୃଦ୍‌ରୋଗ ଜନିତ ସମସ୍ୟା ଥିଲା ତାହା ଅନେକ ମାତ୍ରାରେ ହ୍ରାସ ପାଇଥିଲା। ଯେଉଁମାନେ ହୃତ୍‌ରୋଗରେ ପୀଡ଼ିତ ହେବାକୁ ଯାଉଥିଲେ ସେମାନଙ୍କ ହୃତ୍‌ପିଣ୍ଡ ସମ୍ପୂର୍ଣ୍ଣ ସୁସ୍ଥ ଆଡ଼କୁ ଗତି କରିଥିଲା


Enter your email to get our daily news in your inbox.

All Right Reserved By Dharitri.Com

ସକାଳେ ୭ଟି ଏହି ପତ୍ର ରଖେ ମ୍ୟାଲେରିଆରୁ ଦୂରେଇ…

ମ୍ୟାଲେରିଆ ରୋଗରୁ ଦୂରେଇ ରହିବା ପାଇଁ ଆୟୁର୍ବେଦରେ ଅନେକ ସହଜ ଘରୋଇ ଉପାୟ ସମ୍ପର୍କରେ ଉଲ୍ଲେଖ କରାଯାଇଛି। ମ୍ୟାଲେରିଆ ଜ୍ୱର ହେଲେ ୭ଟି ଗଙ୍ଗ ଶିଉଳି...

କେବଳ କନ୍ୟାର ସୌନ୍ଦର୍ଯ୍ୟ ଦେଖନ୍ତୁ ନାହିଁ, ଏଭଳି ଗୁଣ ଥିଲେ କରନ୍ତୁ ବିବାହ; ନଚେତ…

ବିବାହ ଜୀବନର ସବୁଠାରୁ ପବିତ୍ର ଅନୁଷ୍ଠାନ ବୋଲି ବିବେଚନା କରାଯାଏ। ବିବାହକୁ ନେଇ ନେଇଥିବା ନିଷ୍ପତ୍ତି ଭୁଲ ନ ହୋଇଯାଉ ତାହା ପ୍ରତ୍ୟେକ ବ୍ୟକ୍ତି ଚାହାନ୍ତି।...

କରୋନା ପରେ ଆସୁଛି ନୂଆ ମହାମାରୀ: ଆମାଜନ ଜଙ୍ଗଲରେ ଜୁନୋଟିକ୍‌ ସଂକ୍ରମଣ ଆଶଙ୍କା

ଓ୍ବାଶିଂଟନ,୧୪।୫: ପୃଥିବୀରେ କରୋନା ସଂକ୍ରମଣ ଯୋଗୁ ସଙ୍କଟ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସମସ୍ତ ଦେଶ ଏକଜୁଟ ହୋଇ ଲଢ଼େଇ ଜାରି ରଖିଛନ୍ତି। ତେବେ...

ହାର୍ଟଆଟାକ୍‌ ସମସ୍ୟାରୁ ଦୂରେଇ ରହିବା ପାଇଁ ମାସରେ ଥରେ…

ପରିବର୍ତ୍ତିତ ଜୀବନଶୈଳୀ ଏବଂ ଖାଦ୍ୟପେୟରେ ଅନିୟମିିତା ପାଇଁ କେତେକଙ୍କଠାରେ ହାର୍ଟ ସମସ୍ୟା ଦେଖାଦେଇଥାଏ। ତେବେ ଏହା ସହଜରେ ଦୂର କରିବା ପାଇଁ ପ୍ରତି ମାସରେ ଥରେ...

ଶୀତଦିନେ ମେକ୍‌ଅପ

ଶୀତଦିନେ ମେକଅପ୍‌ ହେବା ପୂର୍ବରୁ ସ୍କିନ୍‌କୁ ପୂରା ମଶ୍ଚରାଇଜ୍‌ କରିଦିଅନ୍ତୁ। ଏଥିପାଇଁ ମେକଅପ୍‌ ପୂର୍ବରୁ ନିଜ ସ୍କିନ୍‌କୁ ଭଲ କ୍ଲିଞ୍ଜିଂ ମିଲ୍‌କ ସାହାଯ୍ୟରେ ସଫା କରନ୍ତୁ।...

ମେଥି ହେୟାର ମାସ୍କ

କେଶକୁ ସୁନ୍ଦର କରିବା ପାଇଁ ବିଭିନ୍ନ ପ୍ରକାରର ଦାମୀ ପ୍ରଡକ୍ଟ ବ୍ୟବହାର କରାଯାଏ। କିନ୍ତୁ ଘରୋଇ ଉପାୟରେ ମେଥି ବ୍ୟବହାର କରି ସୁନ୍ଦର ମୁଲାୟମ କେଶ...

ଭାଗ୍ୟକୁ ପ୍ରଭାବିତ କରେ ଆପଣଙ୍କ ଆଚରଣ, ଏହି ୪ ବିଷୟ ପ୍ରତି ଧ୍ୟାନ ଦେଇ ଏହାକୁ ବଦଳାନ୍ତୁ…

ଆମର ଆଚରଣ ସହ ଗ୍ରହମାନଙ୍କର ସ୍ଥିତି ଜଡିତ ଥାଏ। ଗ୍ରହମାନଙ୍କ ଯୋଗୁ ଆମର ଭାଗ୍ୟ ଉପରେ ମଧ୍ୟ ପ୍ରଭାବ ପଡ଼ିଥାଏ। ବେଳେବେଳେ ଆମର ଆଚରଣ ଆମ...

ପୂର୍ବଜନ୍ମର କର୍ମଯୋଗୁ ବ୍ୟକ୍ତିକୁ ମିଳିଥାଏ ଏହି ୬ ଜିନିଷ: ଆପଣଙ୍କ ପାଖରେ ଅଛି ତ…

ଭାରତର ମହାନ ରାଜନୀତିଜ୍ଞ ତଥା ଅର୍ଥଶାସ୍ତ୍ର ବିଶାରଦ ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ଅନେକ ବିଷୟରେ ଉଲ୍ଲେଖ କରିଛନ୍ତି। ତନ୍ମଧ୍ୟରୁ ଗୋଟିଏ ହେଲା ପୂର୍ବଜନ୍ମର କର୍ମ...

Advertisement
Archives

Model This Week