Posted inଖେଳ

ହୃଦୟ ଜିତିଲା କୈଫଙ୍କ ଭିଡିଓ

ନୂଆଦିଲ୍ଲୀ,୧୩।୧(ପି.ଟି.)- ଦେଶରେ କ୍ରିକେଟ କେବଳ ଏକ କ୍ରୀଡ଼ା ନୁହେଁ, ଏହା ଏକ ଧର୍ମ। ଦେଶର ପ୍ରତ୍ୟେକ ବର୍ଗ, ଜାତି, ଧର୍ମ, ଶ୍ରେଣୀରେ କ୍ରିକେଟ ପ୍ରେମି ରହିଛନ୍ତି। ପ୍ରତ୍ୟେକ ଛୁଆମାନଙ୍କ ଇଚ୍ଛା ଦିନେ ଦେଶ ପାଇଁ ଅନ୍ତର୍ଜାତୀୟ ସ୍ତରରେ ପ୍ରତିନିଧିତ୍ୱ କରିବା। ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ସୋମବାର ଏକ ଭିଡିଓ ଶେୟାର କରିଛନ୍ତି, ଯାହା ଦର୍ଶାଉଛି ଦେଶରେ କ୍ରିକେଟର ଲୋକପ୍ରିତା। ୨୭ ସେକେଣ୍ଡର ଭିଡିଓରେ ଜଣେ ଦୁଇରୁ ୩ ବର୍ଷର ଛୋଟ ଛୁଆ ବ୍ୟାଟିଂ କରୁଥିବାବେଳେ ତା ମା’ ବଲ ପକାଉଛନ୍ତି। ବ୍ୟସ୍ତବହୁଳ ରାସ୍ତାରେ ପ୍ଲାଷ୍ଟିକ ବଲରେ ଖେଳାଯାଉଥିବା ଭିଡିଓରେ ଦେଖିବାକୁ ମିଳୁଛି। ଏହାର କ୍ୟାପଶନରେ ଲେଖିଛନ୍ତି, ମା ବୋଲିଂ କରୁଥିବାବେଳେ ଛୁଆ ବ୍ୟାଟିଂ କରୁଛି। ଗୋଟିଏ ଶଦ୍ଧରେ ଏହାକୁ ଅତିସୁନ୍ଦର ବୋଲି କୁହାଯାଇପାରିବ। ଏହି ଭିଡିଓକୁ ୪ ହଜାରରୁ ଅଧିକ ଭ୍ୟୁୟର୍ସ ପସନ୍ଦ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇପିଏଲ୍‌ରେ ଏହାଠାରୁ ଖରାପ କିଛି ଦେଖି ନ ଥିଲି; ବିରାଟ କୋହଲିଙ୍କ ଉପରେ ରାଗିଯାଇ …

ମୁମ୍ବାଇ,୧୨।୧୦: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ନକ୍‌ଆଉଟ୍‌ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଟିମ୍‌ କୋଲକାତା ନାଇଟ୍‌ ରାଇଡର୍ସଠାରୁ ପରାସ୍ତ ହୋଇଛି। ସୋମବାର ଖେଳାଯାଇଥିବା ଏହି ମ୍ୟାଚ୍‌ରେ...

ସାଲିଭା ବ୍ୟବହାରକୁ ବାରଣ କଲା ଆଇସିସି

ଦୁବାଇ, ୨୧ା୯ (ପି.ଟି.): ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଏହାର ଖେଳ ନିୟମରେ କେତେକ ପରିବର୍ତ୍ତନ କରିଛି। ସେଥିରେ ବଲ୍‌କୁ ପଲିସ୍‌ କରିବା ଲାଗି ସାଲିଭା...

‘ଦ୍ରାଭିଡ ମୋର ପ୍ରଥମ ପ୍ରେମ’

ନୂଆଦିଲ୍ଲୀ,୨୩।୧୧: ଭାରତର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ରାହୁଲ ଦ୍ରାଭିଡଙ୍କ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇସାରିଛନ୍ତି। କିନ୍ତୁ ତାଙ୍କ ପ୍ରଶଂସକଙ୍କ ଏବେ ମଧ୍ୟ କମିନାହିଁ। ଏହି ତାଲିକାରେ ବଲିଉଡ...

ଅନ୍‌ଲାଇନ୍‌ ଚେସ୍‌: କର୍ତ୍ତବ୍ୟ ଚାମ୍ପିୟନ

ଭୁବନେଶ୍ୱର, ୨୮।୨(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା ରାଜ୍ୟ ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ଆୟୋଜିତ ଦ୍ୱିତୀୟ ନଳିନୀ ରାଜଗୁରୁ ସ୍ମାରକୀ ଅନ୍‌ଲାଇନ୍‌ ଓପନ ଚେସ୍‌ରେ ଗୁଜରାଟର କର୍ତ୍ତବ୍ୟ ଅନାଡକଟ୍‌...

କ୍ୟାରିୟରର ଅନ୍ତିମ ମ୍ୟାଚରେ ସନ୍‌ଗ୍ଲାସ ପିନ୍ଧି ବ୍ୟାଟିଂ କଲେ ଗେଲ୍‌

ଆବୁଧାବି, ୬।୧୧: ଓ୍ବେଷ୍ଟଇଣ୍ଡିଜର ୨ ଲୋକପ୍ରିୟ କ୍ରିକେଟର କ୍ରିସ ଗେଲ ଓ ଡ୍ବେନ ବ୍ରାଭୋ ଶନିବାର ନିଜର ଶେଷ ଇନିଂସ ଖେଳିଛନ୍ତି । ବିସ୍ଫୋରକ ବ୍ୟାଟିଂ...

କ୍ରିକେଟ୍‌ ଅଷ୍ଟ୍ରେଲିଆ ସିଇଓ ଦୌଡ଼ରେ ଷ୍ଟ୍ରସ୍‌

ମେଲବୋର୍ନ, ୧୮।୬- କରୋନା ମହାମାରୀ ଲାଗି ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା କ୍ରିକେଟ୍‌ ଅଷ୍ଟ୍ରେଲିଆ (ସିଏ)ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ପଦ ଲାଗି...

ନଳୀନିକାନ୍ତ ସ୍ମାରକୀ ରାଜ୍ୟ ବ୍ୟାଡ୍‌ମିଣ୍ଟନ ଆରମ୍ଭ

ଭୁବନେଶ୍ୱର, ୨୯।୧୧(କ୍ରୀଡ଼ା ପ୍ରତିନିଧି)- ଆମେଚର ବ୍ୟାଡ୍‌ମିଣ୍ଟନ କ୍ଲବ ଆନୁକୂଲ୍ୟରେ ୬ଷ୍ଠ ନଳିନୀକାନ୍ତ ମହାନ୍ତି ସ୍ମାରକୀ ରାଜ୍ୟ ଓପନ ର଼୍ୟାଙ୍କିଙ୍ଗ୍‌ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ଗୁରୁବାର ଇଷ୍ଟକୋଷ୍ଟ ରେଲଓ୍ବେ...

ଅଲିମ୍ପିକ ପୂର୍ବରୁ ଟିକାକରଣ ନେଇ ଆଥ୍‌ଲେଟ ଅନୁରୋଧ କରିନାହାନ୍ତି

ଟୋକିଓ,୨୧।୪: ଟୋକିଓ ଅଲିମ୍ପିକ୍ସ ଆରମ୍ଭ ହେବାକୁ ଆଉ ୩ ମାସ ବାକି ରହିଛି । ତେବେ ଏହି ମେଗା ଇଭେଣ୍ଟ ଆରମ୍ଭ ହେବା ପୂର୍ବରୁ ଟିକାକରଣ...

Advertisement
Archives

Model This Week