ହେଜେଲ୍‌ଙ୍କ ପୁର୍ବରୁ ୬ଜଣ ନାୟିକାଙ୍କୁ ଡେଟ୍‌ କରିଥିଲେ ଯୁବରାଜ

ମୁମ୍ବାଇ: ଭାରତୀୟ କ୍ରିକେଟର ଯୁବରାଜ ସିଂ ସୋମବାର ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ନେଇଛନ୍ତି। ହେଲେ ଏହି ଖେଳାଳିଙ୍କ ଲଭ୍‌ ଲାଇଫ୍‌ ଉପରେ ଯଦି ନଜର ପକାଇବା ତେବେ ବଲିଉଡ୍‌ ସହ ତାଙ୍କର ଖୁବ୍‌ ଭଲ ସମ୍ପର୍କ ଥିବା ଦେଖିବାକୁ ମିଳିବ। ୩ ବର୍ଷ ତଳେ ବଲିଉଡ୍‌ କଳାକାର ହେଜେଲ୍‌ କେଚ୍‌ଙ୍କୁ ଜୀବନ ସାଥୀ ଭାବେ ଗ୍ରହଣ କରିଥିବା ଯୁବି କିନ୍ତୁ ଏହା ପୂର୍ବରୁ ୬ ଜଣ ନାୟିକାଙ୍କୁ ଡେଟ୍‌ କରିଥିଲେ ବୋଲି କୁହାଯାଏ। ତାଙ୍କ ନାଁ ସହିତ ପ୍ରୀତି ଜିଣ୍ଟାଙ୍କ ଠାରୁ ଆରମ୍ଭ କରି ଦୀପିକା ପାଦୁକୋନଙ୍କ ପର୍ଯ୍ୟନ୍ତ ୬ଜଣଙ୍କ ନାଁକୁ ଯୋଡି ଦିଆଯାଇଥିଲା। ଯୁବରାଜ ପ୍ରଥମେ ଭଲପାଇ ବସିଥିଲେ ନାୟିକା କିମ୍‌ ଶର୍ମାଙ୍କୁ। କିନ୍ତୁ ୪ ବର୍ଷ ପରେ ଏମାନଙ୍କ ମଧ୍ୟରେ ହେଲା ବ୍ରେକ୍‌ଅପ୍‌। ୨୦୦୭ରେ ଏହି ତାଲିକାରେ ଆସିଲେ ଦୀପିକା ପାଦୁକୋନ। ଏହାପରେ ଆସିଲେ ପ୍ରୀତି ଜିଣ୍ଟା ଆଉ ପ୍ରୀତିଙ୍କ ପରେ ଯୁବରାଜଙ୍କ ନାଁ ସହ ଯୋଡି ହୋଇଗଲା ରିୟା ସେନ୍‌, ମନିଷା ଲାମ୍ବା ଓ ସୁପର ମଡେଲ ଆଞ୍ଚଲ କୁମାର।


Enter your email to get our daily news in your inbox.

All Right Reserved By Dharitri.Com

ଶତକ ସହ ରୁଟ୍‌ଙ୍କ ବିଶ୍ୱ ରେକର୍ଡ

ବାରବାଡସ,୧୮।୩: ଇଂଲଣ୍ଡ କ୍ୟାପଟେନ ଜୋ ରୁଟ୍‌ ଗୁରୁବାର ଏକ ବଡ଼ ବିଶ୍ୱ ରେକର୍ଡ ଅଧିକାରୀ ହୋଇଛନ୍ତି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଏଠାରେ ଚାଲିଥିବା ଦ୍ୱିତୀୟ ଟେଷ୍ଟରେ ତାଙ୍କର...

ଯୁବରାଜଙ୍କ ଅବସର ଚିନ୍ତା

ନୂଆଦିଲ୍ଲୀ, ୨୦।୫(ପି.ଟି.)- ସୀମିତ ଓଭର କ୍ରିକେଟରେ ଭାରତର ଅନ୍ୟତମ ଶ୍ରେଷ୍ଠ କ୍ରିକେଟର ଯୁବରାଜ ସିଂ ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ସନ୍ନ୍ୟାସ ଗ୍ରହଣ କରିବା ଲାଗି ଗୁରୁତର ସହ...

ଏହି ଅଭିନେତ୍ରୀଙ୍କ ପାଇଁ ଚାଲୁଥିଲା ଜିତେନ୍ଦ୍ରଙ୍କ ପରିବାର

ବଲିଉଡର ଭେଟେରାନ ଅଭିନେତାମାନଙ୍କ ମଧ୍ୟରୁ ଜିତେନ୍ଦ୍ର ଅନ୍ୟତମ। ସେ ତାଙ୍କ ସମୟର ଜଣେ ପ୍ରସିଦ୍ଧ ଅଭିନେତା ଥିଲେ । ଯଦିଓ ବର୍ତ୍ତମାନ ସେ ଚଳଚ୍ଚିତ୍ରରୁ ନିଜକୁ...

ଡାଇବେଟିସର ଶିକାର ହୋଇ ମଧ୍ୟ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଅନେକ ରେକର୍ଡ କରିଥିଲେ ଏହି ବୋଲର୍‌

ପାକିସ୍ତାନର ପୂର୍ବତନ ଅଧିନାୟକ ୱାସିମ ଆକ୍ରାମ ଦୁନିଆର ଶ୍ରେଷ୍ଠ ବାମହାତୀ ପେସର ଭାବରେ ଜଣାଶୁଣା। ଆକ୍ରାମ ଜୁନ ୩, ୧୯୬୬ରେ ପାକିସ୍ତାନର ଲାହୋରରେ ଜନ୍ମଗ୍ରହଣ କରିଥିଲେ।...

କ୍ୱାର୍ଟର ଫାଇନାଲରେ ଅଷ୍ଟ୍ରେଲିଆ

ରାଉରକେଲା ଅଫିସ, ୨୦।୧: ପ୍ରଭାବୀ ପ୍ରଦର୍ଶନ କରି ଅଷ୍ଟ୍ରେଲିଆ ହକି ବିଶ୍ୱକପର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ରାଉରକେଲାର ବିର୍ସାମୁଣ୍ଡା ଷ୍ଟାଡିୟମରେ ଶୁକ୍ରବାର ଖେଳା ଯାଇଥିବା...

ଅଷ୍ଟ୍ରେଲିଆର ସହଜ ବିଜୟ

ପର୍ଥ,୨୬।୧୦(ପି.ଟି.): ଟି୨୦ ବିଶ୍ୱକପ୍‌ ସୁପର-୧୨ରେ ପ୍ରଥମ ବିଜୟ ହାସଲ କରିଛି ଆୟୋଜକ ଅଷ୍ଟ୍ରେଲିଆ। ପର୍ଥରେ ଖେଳାଯାଇଥିବା ମ୍ୟାଚରେ ଲୋକାଲ ବୟ ମାର୍କସ୍‌ ଷ୍ଟୋଇନିସଙ୍କ ଧୂଆଁଧାର ଅଦ୍ଧଶତକ...

ବିଶ୍ୱକପ୍‌ ଦଳରେ ସ୍ଥାନ ପାଇବା ପରେ ଏହି କ୍ରିକେଟର୍‌ଙ୍କୁ ହେଲାନି ବିଶ୍ୱାସ: କଲେ ଏମିତି କାମ, ଦେଖନ୍ତୁ ଭିଡିଓ

ୟୁଏଇ,୯।୯: ୟୁଏଇ ଏବଂ ଓମାନରେ ଆସନ୍ତା ମାସର ଟି -୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଘୋଷଣା କରାଯାଇଛି। ଏହି ଟୁର୍ନାମେଣ୍ଟ ପାଇଁ ମନୋନୀତ ୧୫...

ମା’ ହେବାକୁ ଯାଉଛନ୍ତି ଏହି ଅଭିନେତ୍ରୀ

ଟଲିଉଡ୍‌ ଅଭିନେତ୍ରୀ ରିଚା ଗଙ୍ଗୋପାଧ୍ୟାୟ ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି। ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ସେ ଏନେଇ ସୂଚନା ଦେଇଛନ୍ତି। ଏହି ପୋଷ୍ଟରେ...

Advertisement
Archives

Model This Week