ହେଟେଲରେ ବଙ୍ଗୀୟ ଯୁବତୀଙ୍କୁ ମାରପିଟ୍‌, ୨ ଅଟକ

କଟକ ରୋଡ୍‌,୧୭।୧୨(ଡି.ଏନ୍‌.ଏ.): ରାଜଧାନୀର ଏକ ହୋଟେଲରେ ମଙ୍ଗଳବାର ଜଣେ ବଙ୍ଗୀୟ ଯୁବତୀଙ୍କୁ ଅସଦାଚରଣ ସହ ମାରପିଟ୍‌ କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ ପୋଲିସ ୨ଜଣଙ୍କୁ ଅଟକ ରଖି ପଚରାଉଚରା କରୁଥିବା ସୂଚନା ମିଳିଛି।

ତେବେ ସମ୍ପୃକ୍ତ ଯୁବତୀଙ୍କ ଘର କଲିକତାରେ। ସେ ସକାଳେ ଟ୍ରେନ୍‌ ଯୋଗେ ଆସି ଲକ୍ଷ୍ମୀସାଗର ଥାନା ଅଧୀନ ପୁରୁଣା ଷ୍ଟେଶନ ବଜାର ଛକ ନିକଟରେ ଥିବା ଏକ ହୋଟେଲରେ ରହିଥିଲେ। ସେଠାରେ କୌଣସି କାରଣବଶତଃ ଯୁବତୀଙ୍କ ସହ ହୋଟେଲର ଅନ୍ୟ କର୍ମଚାରୀଙ୍କ ବଚସା ହୋଇଥିଲା। ପରବର୍ତ୍ତୀ ସମୟରେ ୨ କର୍ମଚାରୀ ଯୁବତୀଙ୍କୁ ମାଡ଼ ମାରିବା ସହ ଅସଦାଚରଣ କରିଥିବା ନେଇ ସେ ଥାନାରେ ଅଭିଯୋଗ କରିଛନ୍ତି। ଖବର ପାଇ ପୋଲିସ ଉକ୍ତ କର୍ମଚାରୀଙ୍କୁ ଥାନାକୁ ଆଣି ପଚରାଉଚରା କରିବା ସହ ଅଧିକ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଜେଇଇ ମେନ୍‌ ରେଜଲ୍ଟ, ଭବେଶ ପାତ୍ର ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୭ା୨(ସୁଚିସ୍ମିତା ସାହୁ):  ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ୨୦୨୬ ପ୍ରଥମ ସେସନର ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଜେଇଇ ପେପର-୧…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri