ହେଟେଲରେ ବଙ୍ଗୀୟ ଯୁବତୀଙ୍କୁ ମାରପିଟ୍‌, ୨ ଅଟକ

କଟକ ରୋଡ୍‌,୧୭।୧୨(ଡି.ଏନ୍‌.ଏ.): ରାଜଧାନୀର ଏକ ହୋଟେଲରେ ମଙ୍ଗଳବାର ଜଣେ ବଙ୍ଗୀୟ ଯୁବତୀଙ୍କୁ ଅସଦାଚରଣ ସହ ମାରପିଟ୍‌ କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ ପୋଲିସ ୨ଜଣଙ୍କୁ ଅଟକ ରଖି ପଚରାଉଚରା କରୁଥିବା ସୂଚନା ମିଳିଛି।

ତେବେ ସମ୍ପୃକ୍ତ ଯୁବତୀଙ୍କ ଘର କଲିକତାରେ। ସେ ସକାଳେ ଟ୍ରେନ୍‌ ଯୋଗେ ଆସି ଲକ୍ଷ୍ମୀସାଗର ଥାନା ଅଧୀନ ପୁରୁଣା ଷ୍ଟେଶନ ବଜାର ଛକ ନିକଟରେ ଥିବା ଏକ ହୋଟେଲରେ ରହିଥିଲେ। ସେଠାରେ କୌଣସି କାରଣବଶତଃ ଯୁବତୀଙ୍କ ସହ ହୋଟେଲର ଅନ୍ୟ କର୍ମଚାରୀଙ୍କ ବଚସା ହୋଇଥିଲା। ପରବର୍ତ୍ତୀ ସମୟରେ ୨ କର୍ମଚାରୀ ଯୁବତୀଙ୍କୁ ମାଡ଼ ମାରିବା ସହ ଅସଦାଚରଣ କରିଥିବା ନେଇ ସେ ଥାନାରେ ଅଭିଯୋଗ କରିଛନ୍ତି। ଖବର ପାଇ ପୋଲିସ ଉକ୍ତ କର୍ମଚାରୀଙ୍କୁ ଥାନାକୁ ଆଣି ପଚରାଉଚରା କରିବା ସହ ଅଧିକ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମି ମାଫିଆଙ୍କ କବ୍‌ଜାରେ ଶ୍ରୀଲିଙ୍ଗରାଜଙ୍କ ଭୂସମ୍ପତ୍ତି

ପୁରୁଣା ଭୁବନେଶ୍ୱର,୧୦।୨(ଡି.ଏନ୍‌.ଏ.): ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ଶହ ଶହ ଏକର ଜମି ଏବେ ଚଞ୍ଚକତା ପୂର୍ବକ କିଣାବିକା ଜାରି ରହିଛି। ଶ୍ରୀଲିଙ୍ଗରାଜଙ୍କ ନୂଆ ଗାଁ ମୌଜାସ୍ଥିତ...

ଆବଦ୍ଧାଞ୍ଚଳରେ ଗଠନ ହେଲା ୩ଟି ଟିମ୍‌

ବନ୍ତ,୨୯।୪(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବନ୍ତ ବ୍ଲକ ଚାରିଗାଁ ଗ୍ରାମରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସମ୍ପୃକ୍ତ ଅଞ୍ଚଳକୁ ସିଲ୍‌ କରାଯିବା ସହ...

ଭୁବନେଶ୍ୱରରେ କୋହଳ ହେବନି ବଜାର କଟକଣା

ଭୁବନେଶ୍ୱର,୨୭।୪(ବ୍ୟୁରୋ): ଭୁବନେଶ୍ୱରରୁ ୧୧ ଦିନ ହେବ କେହି ପଜିଟିଭ୍‌ ଚିହ୍ନଟ ହୋଇନାହାନ୍ତି। କିନ୍ତୁ ଏବେବି ରାଜଧାନୀ ବିପଦ ଟଳି ନ ଥିବାରୁ ରେଡ୍‌ ଜୋନ୍‌ରେ ରହିଛି।...

ଏବର୍ଷ କେବଳ ପରମ୍ପରା ବଜାୟ ରଖିବା ପାଇଁ ହେବ ପୂଜା: ରାଜ୍ୟ ସରକାରଙ୍କ ପକ୍ଷରୁ ଗାଇଡଲାଇନ୍‌ ଜାରି

ଭୁବନେଶ୍ୱର,୧୦।୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ସେପ୍ଟେମ୍ବର, ଅକ୍ଟୋବର, ନଭେମ୍ବରର ପର୍ବପର୍ବାଣୀ ପାଇଁ ଗୁରୁବାର ଗାଇଡଲାଇନ୍‌ ଜାରି କରାଯାଇଛି। ଆଗକୁ ଆସୁଥିବା ଦୁର୍ଗା ପୂଜା, କାଳୀ ପୂଜା,...

ଆଇଏଏସ୍‌ ସ୍ତରରେ ବଡ ଧରଣର ଅଦଳବଦଳ: ଗଞ୍ଜାମ ଜିଲାପାଳ ହେଲେ ବିଏମ୍‌ସି କମିଶନର

ଭୁବନେଶ୍ବର,୧୬।୬(ବ୍ୟୁରୋ): ରାଜ୍ୟ ସରକାର ଗୁରୁବାର ଆଇଏଏସ୍‌ ସ୍ତରରେ ବଡ ଧରଣର ଅଦଳ ବଦଳ କରିଛନ୍ତି । ସୁଧାଂଶୁ ସାମଲ ହେଲେ ଜଳ ସମ୍ପଦ ଯୁଗ୍ମ ସଚିବ।...

୫ ଡାକ୍ତରଖାନାକୁ ‘ଲକ୍ଷ୍ୟ’ ମାନ୍ୟତା

ଭୁବନେଶ୍ୱର, ୨୫।୮(ବ୍ୟୁରୋ): ରାଜ୍ୟର ୫ ଡାକ୍ତରଖାନାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ଜାତୀୟ ସ୍ବାସ୍ଥ୍ୟ ମିଶନ ପକ୍ଷରୁ ‘ଲକ୍ଷ୍ୟ’ ମାନ୍ୟତା ମିଳିଛି। ସେଗୁଡ଼ିକ ହେଲା...

ଦୁର୍ଘଟଣା କମାଇବାକୁ ଆଜିଠୁ କଡ଼ା ଚେକିଂ

ଭୁବନେଶ୍ୱର,୧ା୨(ବ୍ୟୁରୋ): ରାଜ୍ୟରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ହ୍ରାସ କରାଇବା ପାଇଁ ପରିବହନ ବିଭାଗ ପକ୍ଷରୁ ଜୋର୍‌ଦାର ପ୍ରୟାସ ଆରମ୍ଭ ହୋଇଛି। ପ୍ରତ୍ୟେକ ବର୍ଷ ଦୁର୍ଘଟଣାଜନିତ...

ତଳିଆ ଅଞ୍ଚଳ ଉପରେ ତୀକ୍ଷ୍ଣ ନଜର

ଅନୁଗୋଳ ଅଫିସ, ୧୬ା୯: ଗତ ଲଘୁଚାପ ବର୍ଷା ଅନୁଗୋଳ ଜିଲାରେ ବହୁ କ୍ଷୟକ୍ଷତି ଘଟାଇଛି। ବୁଧବାରଠାରୁ ବର୍ଷା ଥମିଯାଇଥିଲେ ମଧ୍ୟ ଲୋକଙ୍କ ଦୁର୍ଦ୍ଦଶାର ଶେଷ ହେଉନାହିଁ।...

Advertisement
Archives

Model This Week