Posted inଖେଳ

ହେନେରିକ୍ସ ଆହତ

ମୋହଲି,୧୭।୪(ପି.ଟି.)- ଅଷ୍ଟ୍ରେଲିଆ ଅଲରାଉଣ୍ଡର ମୋଇସେସ୍‌ ହେନେରିକ୍ସ ଇଞ୍ଜୁରିର ଶିକାର ହୋଇଛନ୍ତି। ଫଳରେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ରେ କିଙ୍ଗ୍ସ ଏକାଦଶ ପଞ୍ଜାବ ପାଇଁ ତାଙ୍କର ପଦାର୍ପଣ ବିଳମ୍ବିତ ହୋଇଛି। ସେ ଗୋଇଠିରେ ଆଘାତ ପାଇଛନ୍ତି। ମଙ୍ଗଳବାର ସେ ରାଜସ୍ଥାନ ରୟାଲ୍ସ ବିପକ୍ଷରେ ମ୍ୟାଚ ଖେଳିଥନ୍ତେ। ହେନେରିକ୍ସ ପୂର୍ବରୁ ଆଇପିଏଲ୍‌ରେ ୫ଟି ଦଳ ପାଇଁ ଖେଳିସାରିଛନ୍ତି। ୩୨ ବର୍ଷୀୟ ହେନେରିକ୍ସ ପୁର୍ବରୁ ଦିଲ୍ଲୀ ଡେୟାର ଡେଭିଲ୍ସ, କୋଲକାତା ନାଇଟ ରାଇଡର୍ସ, ମୁମ୍ବାଇ ଇଣ୍ଡିଆନ୍ସ, ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ ସନ ରାଇଜର୍ସ ହାଇଦ୍ରାବାଦ ପାଇଁ ଆଇପିଏଲ ଖେଳିଛନ୍ତି। ଆହତ ହେବା କାରଣରୁ ହେନେରିକ୍ସଙ୍କ ବଦଳରେ ଡେଭିଡ ମିଲରଙ୍କୁ ଅନ୍ତିମ ଏକାଦଶରେ ସାମିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୁମରାଙ୍କ ବ୍ରହ୍ମାସ୍ତ୍ର ଆଗରେ ସବୁ ଫେଲ୍‌! କେଉଁ ସ୍ପେଶାଲ୍ ପ୍ଲାନରେ ବ୍ୟାଟରଙ୍କୁ ନାକେଦମ୍ କରୁଛନ୍ତି ଏହି ୟର୍କର କିଙ୍ଗ?

ନୂଆଦିଲ୍ଲୀ,୬।୩: ଭାରତୀୟ କ୍ରିକେଟ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍‌ ଇଣ୍ଡିଆ କ୍ରମାଗତ ଦ୍ୱିତୀୟ ଥର ପାଇଁ ଟି-୨୦ ବିଶ୍ୱକପ୍‌ର ଫାଇନାଲରେ ପ୍ରବେଶ କରିଛି। ଇଂଲଣ୍ଡ…

ସୂର୍ଯ୍ୟ-ଗମ୍ଭୀରଙ୍କ ହଜିଲା ନିଦ…ଫାଇନାଲ ପୂର୍ୱରୁ ଟେନଶନରେ ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୬।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର କେବଳ ଏକ ମ୍ୟାଚ ନୁହେଁ, ବରଂ 2023 ର କ୍ଷତର ହିସାବ ହେବ! ନ୍ୟୁଜିଲାଣ୍ଡ ବିପକ୍ଷରେ T20 ବିଶ୍ୱକପ…

ଏହି ଖେଳାଳି ହେବେ ‘ପ୍ଲେୟାର ଅଫ ଦି ମ୍ୟାଚ’! ଫାଇନାଲ ପୂର୍ୱରୁ ସଞ୍ଜୁ ସାମସନଙ୍କ ବଡ଼ ଭବିଷ୍ୟବାଣୀ…

ନୂଆଦିଲ୍ଲୀ,୬।୩: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ର ଗ୍ରାଣ୍ଡ ଫିନାଲେ ମୁକାବିଲା ମାର୍ଚ୍ଚ ୮ ତାରିଖରେ ଖେଳାଯିବ । ଗୁଜରାଟର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ ଟିମ୍ ଇଣ୍ଡିଆ…

ଯେବେ ରାତି ୧୧ରେ ଯୁବତୀଙ୍କୁ ମେସେଜ କରିଥିଲେ ସଞ୍ଜୁ ସାମସନ, ଜଣା ନ ଥିଲା ଏମିତି ହୋଇଯିବ…

ନୂଆଦିଲ୍ଲୀ,୬।୩: ବର୍ତ୍ତମାନ ସବୁଠି କେବଳ ଗୋଟିଏ ନାମ ଚର୍ଚ୍ଚା ହେଉଛି: ତାହା ହେଲା ସଞ୍ଜୁ ସାମସନ। ତାଙ୍କର ଆଶ୍ଚର୍ଯ୍ୟଜନକ ବ୍ୟାଟିଂ ସହିତ, ଏହି ଓପନର ଏକାକୀ ICC…

ଟିମ୍‌ ଇଣ୍ଡିଆର ଲାଗିଲା ଲଟେରୀ, ଫାଇନାଲ ପୂର୍ୱରୁ ମିଳିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୩: ୨୦୨୬ ଟି୨୦ ବିଶ୍ୱକପ ଏବେ ଏହାର ଚୂଡ଼ାନ୍ତ ଶୀର୍ଷରେ ପହଞ୍ଚିଛି। ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଫାଇନାଲ ମ୍ୟାଚ ୮ ମାର୍ଚ୍ଚରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି…

ପ୍ରଥମ ରାଉଣ୍ଡରୁ ବିଦାୟ ନେଲେ ଭେନସ

ଇଣ୍ଡିଆନ ଓ୍ବେଲ୍ସ,୬ା୩: ସାତ ଥର ଗ୍ରାଣ୍ଡସ୍ଲାମ ଟାଇଟଲ ବିଜେତା ଭେନସ ଓ୍ବିଲିୟମ୍ସ ବିଏନ୍‌ପି ପାରିବାସ ଓପନ ଟେନିସ ଟୁର୍ନାମେଣ୍ଟର ପ୍ରଥମ ରାଉଣ୍ଡରୁ ବିଦାୟ ନେଇଛନ୍ତି। ଫ୍ରାନ୍ସର ଡାଏନ୍‌…

ଶ୍ରେଷ୍ଠ ଖେଳାଳି ପୁରସ୍କାର ଦୌଡ଼ରେ ସଞ୍ଜୁ ସାମସନ

ଦୁବାଇ, ୬ା୩: ଟି୨୦ ବିଶ୍ୱକପ୍‌ ପ୍ଳେୟର ଅଫ୍‌ ଦି ଟୁର୍ନାମେଣ୍ଟର ଶ୍ରେଷ୍ଠ ଖେଳାଳି ପୁରସ୍କାର ପାଇଁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପକ୍ଷରୁ ୮ ଜଣିଆ ଶର୍ଟଲିଷ୍ଟ…

ଫାଇନାଲ ମ୍ୟାଚରୁ ବିଦା ହୋଇଥାନ୍ତେ ଅଭିଷେକ ଶର୍ମା! ଏମିତି କରି କ୍ରିକେଟରଙ୍କୁ ରକ୍ଷା କଲେ ସଞ୍ଜୁ ସାମସନ, ଚାରିଆଡେ ଚହଳ

ନୂଆଦିଲ୍ଲୀ,୬।୩: ଟିମ ଇଣ୍ଡିଆ ଏକ ଉଲ୍ଲେଖନୀୟ ପ୍ରଦର୍ଶନ କରି ଇଂଲଣ୍ଡ ବିପକ୍ଷରେ ସେମିଫାଇନାଲ ଜିତିଛି। ଏହି ବିଜୟ ସହିତ ଦଳ ଫାଇନାଲରେ ନିଜର ସ୍ଥାନ ସୁରକ୍ଷିତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri