Posted inଖେଳ

ହେପ୍‌ଟାଥଲନ ସ୍ବପ୍ନାଙ୍କୁ ରୌପ୍ୟ, ପୂର୍ଣ୍ଣିମା ପଞ୍ଚମ

ଦୋହା, ୨୪।୪-ଦୋହାରେ ଚାଲିଥିବା ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ହେପ୍‌ଟାଥଲନ ଇଭେଣ୍ଟରେ ଭାରତର ସ୍ବପ୍ନା ବର୍ମନ ରୌପ୍ୟ ପଦକ ପାଇଛନ୍ତି। ଏଥିରେ ଭାଗ ନେଇଥିବା ଓଡ଼ିଶାର ପୂର୍ଣ୍ଣିମା ହେମ୍ବ୍ରମ ୫ମ ସ୍ଥାନ ପାଇଛନ୍ତି। ତୃତୀୟ ଦିବସରେ ଅନୁଷ୍ଠିତ ୮୦୦ ମିଟରରେ ସ୍ବପ୍ନା ୨:୨୦.୨୪ ସେକେଣ୍ଡ ସମୟ ନେଇ ତୃତୀୟ ସ୍ଥାନ ସହ ୮୨୦ ପଏଣ୍ଟ ପାଇଥିଲେ। ପୂର୍ଣ୍ଣିମା ୨:୨୮.୪୮ ସେକେଣ୍ଡ ସମୟ ନେଇ ୭୧୨ ପଏଣ୍ଟ ପାଇଥିଲେ। ଫଳରେ ୭ ଇଭେଣ୍ଟ ବିଶିଷ୍ଟ ପ୍ରତିଯୋଗିତାରେ ସ୍ବପ୍ନା ୫୯୯୩ ପଏଣ୍ଟ ସହ ରୌପ୍ୟ ପଦକ ହାସଲ କରିଥିଲେ। ଅନ୍ୟପକ୍ଷରେ ପୂର୍ଣ୍ଣିମା ୫୫୨୮ ପଏଣ୍ଟ ପାଇ ୫ମସ୍ଥାନ ଅଧିକାର କରିଥିଲେ। ପୂର୍ବରୁ ଅନୁଷ୍ଠିତ ଲଙ୍ଗଜମ୍ପରେ ସ୍ବପ୍ନା ୬.୦୧ ମିଟର କ୍ଲିୟର କରି ୮୫୩ ପଏଣ୍ଟ ପାଇଥିଲେ। ପୂର୍ଣ୍ଣିମା ୫.୯୯ ମିଟର ସହ ୮୪୬ ପଏଣ୍ଟ ହାସଲ କରିଥିଲେ। ଜାଭେଲିନ୍‌ ଥ୍ରୋରେ ସ୍ବପ୍ନା ୪୬.୮୩ ମିଟର ସହ ୭୯୯ ଏବଂ ପୂର୍ଣ୍ଣିମା ୩୯.୭୦ ମିଟର ସହ ୬୬୨ ପଏଣ୍ଟ ହାସଲ କରିଥିଲେ। ପ୍ରକାଶ ଯୋଗ୍ୟ ଯେ ସୋମବାର ହେପ୍‌ଟାଥଲନର ୪ ଇଭେଣ୍ଟ ପରେ ସ୍ବପ୍ନା ୩୫୨୧ ପଏଣ୍ଟ ସହିତ ୩ୟ ଓ ପୂର୍ଣ୍ଣିମା ୩୩୦୮ ପଏଣ୍ଟ ସହ ୫ମ ସ୍ଥାନରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିବାର ସୁଯୋଗ ପାଇଲେ କୋହଲି

ଦୁବାଇ, ୨୧।୯: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣର ୩ୟ ମ୍ୟାଚ୍‌ରେ ସୋମବାର ସନ୍‌ରାଇଜର୍ସ ହାଇଦ୍ରାବାଦ ଓ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପରସ୍ପରକୁ ଭେଟିଛନ୍ତି।...

ରୋହିତ ଶର୍ମାଙ୍କୁ ମନେ ପକାଇଲେ ବିରାଟ କୋହଲି

ସିଡନୀ,୬।୧୨: ଦିନିକିଆ ପ୍ରତିଶୋଧ ଟି-୨୦ରେ ନେଲା ଟିମ ଇଣ୍ଡିଆ। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ ବ୍ୟାଟିଂ ସାଙ୍ଗକୁ ଶିଖର ଧୱନ ଓ କ୍ୟାପଟେନ ବିରାଟ କୋହଲିଙ୍କ ଦମଦାର...

ପରିସ୍ଥିତିର ଫାଇଦା ଉଠାଇ ପାରିଲେନି ଭାରତୀୟ ବୋଲର

ଓଭାଲ,୩।୯: ଚଳିତ ଓଭାଲ ଟେଷ୍ଟରେ ପ୍ରମୁଖ ବ୍ୟାଟ୍ସମ୍ୟାନ ବିଫଳ ହେବା ସତ୍ତ୍ୱେ ଇଂଲଣ୍ଡ ପ୍ରଥମ ଇନିଂସରେ ଅଗ୍ରଣୀ ହାସଲ କରିଛି। ଭାରତ ୧୯୧ ରନ୍‌ କରିଥିବା...

ନୂଆ ଅବତାରରେ ଧୋନୀ

ନୂଆଦିଲ୍ଲୀ,୩।୨:ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ କ୍ରିକେଟ୍‌ରୁ ଅବସର ନେଇସାରି ଥିଲେ ମଧ୍ୟ ତାଙ୍କ କ୍ରେଜ୍‌ କମିନି। ଭାରତର ଅନ୍ୟତମ ସଫଳ ଅଧିନାୟକ ଧୋନୀଙ୍କୁଏବେ...

ଆଇପିଏଲ୍‌: କ୍ରୁନାଲଙ୍କ ଆଚରଣକୁ ନାପସନ୍ଦ

ମୁମ୍ବାଇ,୨୫।୪: ଚଳତି ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ୫ଥର ଟାଇଟଲ ହାସଲ କରିଥିବା ମୁମ୍ବାଇ ଇଣ୍ଡିଆନ୍ସର ପ୍ରଦର୍ଶନ ଆଶାନୁରୂପ ହୋଇପାରିନାହିଁ। ଦଳ ଏ ପର୍ଯ୍ୟନ୍ତ ୫ଟି...

ଶ୍ରୀଲଙ୍କା ଉପରେ ବିଜୟ ପରେ ପାକିସ୍ତାନକୁ ଫାଇଦା: ୩ନଂ ସ୍ଥାନକୁ ଉଠିଲା, ୪ର୍ଥରେ ଭାରତ

ଦୁବାଇ,୨୦।୭: ଗାଲେ ଟେଷ୍ଟରେ ବୁଧବାର ଶ୍ରୀଲଙ୍କାକୁ ପରାଜିତ କରିବା ପରେ ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପର ୩ନଂ ସ୍ଥାନରେ ପହଞ୍ଚି ଯାଇଛି ପାକିସ୍ତାନ। ଶ୍ରୀଲଙ୍କା ଦ୍ୱିତୀୟ...

ଉମର ଅକ୍‌ମଲ ୩ ବର୍ଷ ବାସନ୍ଦ

କରାଚୀ, ୨୮ା୪ (ପି.ଟି.)-ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ବ୍ୟାଟ୍ସମ୍ୟାନ ଉମର ଅକମଲଙ୍କୁ ୩ବର୍ଷ ପାଇଁ ବାସନ୍ଦ କରିଛି। ଦେଶର ପ୍ରମୁଖ ଟି୨୦ ଟୁର୍ନାମେଣ୍ଟ ପାକିସ୍ତାନ ସୁପର...

୧୩ ସୁଦ୍ଧା ଜବାବ ଦେବାକୁ କ୍ରୀଡ଼ା ମହାସଂଘଗୁଡ଼ିକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୧୨ା୮ (ପି.ଟି.)-ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ)ର ଅନୁରୋଧକ୍ରମେ କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ଲାଗି ଉଦ୍ଦିଷ୍ଟ କ୍ରୀଡ଼ା ଆଚରଣବିଧି ପ୍ରଶ୍ନାବଳୀର ଜବାବ...

Advertisement
Archives

Model This Week