Posted inଖେଳ

ହେଭିେଓ୍ବଟ ଟାଇଟଲ ବଜାୟ ରଖିଲେ ଓ୍ବାଇଲ୍ଡର

ନୁ୍ୟୟର୍କ, ୧୯୫(ଏଏଫ୍ପି)- ଅାମରିକୀୟ ପେସାଦାର ବକ୍ସର ଡେଓଣ୍ଟେ ଓ୍ବାଇଲ୍ଡର ଓ୍ବାଲର୍ଡ ବକ୍ସିଂ କାଉନସିଲ (ଡବ୍ଲୁ୍ୟବିସି) ହେଭିେଓ୍ବଟ୍ ଟାଇଟଲ ବଜାୟ ରଖିଛନ୍ତି ଏଠାରେ ଅନୁଷ୍ଠିତ ମୁକାବିଲାରେ ୩୩ ବର୍ଷୀୟ ଓ୍ବାଇଲ୍ଡର ଦମ୍ଦାର ପ୍ରଦଶନ କରି ପ୍ରଥମରାଉଣ୍ଡରେ ହିଁ ନିଜ ଦେଶର ଅନ୍ୟତମ ପେସାଦାର ବକ୍ସର ଡୋମିନିକ ବ୍ରିଏଜିଲଙ୍କୁ ହରାଇ ଡବ୍ଲୁ୍ୟବିସି ହେଭିେଓ୍ବଟ୍ ବକ୍ସିଂରେ ନିଜର ପ୍ରଭାବ ବଜାୟ ରଖିବାରେ ସଫଳ ହୋଇଛନ୍ତି ହେଭିେଓ୍ବଟ ଇତିହାସରେ ଓ୍ବାଇଲ୍ଡର ନିଜ ଡାହାଣହାତର ସକ୍ଷମତା ନେଇ ବେଶ୍ ପରିଚିତ ଓପନିଂ ରାଉଣ୍ଡରେ ମାତ୍ର ୪୩ ସେକେଣ୍ଡରେ ମାତ୍ର ଗୋଟିଏ ପଞ୍ଚ୍ରେ ହିଁ ଓ୍ବାଇଲ୍ଡର ପ୍ରତିପକ୍ଷ ଡୋମିନିକଙ୍କୁ ଧାରାସାୟୀ କରିଥତ୍ଲେ ଏପଯର୍ୟନ୍ତ ସେ ୪୨ ବାଉଟ୍ରେ ଅଂଶଗ୍ରହଣ କରି ୪୧ଟିରେ ବିଜୟୀ ହୋଇଥତ୍ବା ବେଳେ ଗୋଟିଏ ବାଉଟ୍କୁ ଅମୀମାଂସିତ ରଖିଥତ୍ଲେ ୨୦୦୮ ବେଜିଂ ଅଲିମ୍ପିକ୍ସରେ ସେ ଅାମାଚର ବକ୍ସର ହିସବାବରେ ବ୍ରୋଞ୍ଜ୍ ପଦକ ହାସଲ କରିଥତ୍ଲେ


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri