ହେଲମେଟ୍‌ରେ ବଲ୍‌ ବାଜିବା ସତ୍ତ୍ୱେ ରମଜାନ ପାଳିଲେ ଖେଳାଳି

ଲଣ୍ଡନ,୩୧।୫- ଏଠାରେ ଇଂଲଣ୍ଡ ଓ ଦକ୍ଷିଣ ଆଫ୍ରିକା ମ୍ୟାଚ୍‌ ସହ ୨୦୧୯ ଆଇସିସି ବିଶ୍ୱକପ୍‌ ଆରମ୍ଭ ହୋଇଯାଇଛି। କ୍ରିକେଟ ମହାକୁମ୍ଭର ପ୍ରଥମ ମ୍ୟାଚ୍‌ରେ ଭିନ୍ନ ଘଟଣା ଦେଖିବାକୁ ମିଳିଛି। ଇଂଲଣ୍ଡ ପକ୍ଷରୁ ଧାର୍ଯ୍ୟ ୩୧୨ ରନ୍‌ର ବିଜୟ ଲକ୍ଷ୍ୟ ପିଛା କରୁଥିବାବେଳେ ଦକ୍ଷିଣ ଆଫ୍ରିକା ଓପନର ହାସିମ ଆମଲା ଆହତ ହୋଇଥିଲେ। ୮ ବଲ ଖେଳି ୫ ରନ୍‌ କରିଥିବାବେଳେ ଇଂଲଣ୍ଡ ପେସର ଜୋଫ୍ରା ଆର୍ଚରଙ୍କ ଏକ ବାଉନ୍ସର ଆମଲାଙ୍କ ହେଲମେଟରେ ବାଜିଥିଲା। ଏହାପରେ ଦକ୍ଷିଣ ଆଫ୍ରିକା ଦଳର ଫିଜିଓଙ୍କ ସହ ଅତିରିକ୍ତ ଖେଳାଳି ପାଣି ଆଣି ଆମଲାଙ୍କୁ ଦେଇଥିଲେ। ହେଲେ ଓପନର ରମଜାନ ମାସ ପାଳନ କରୁଥିବାରୁ ମନା କରି ଦେଇଥିଲେ। କିଛି ସମୟ ଧରି ଫିଲ୍ଡରେ ଉପଚାର ହେବା ପରେ ସେ ରିଟାୟର୍ଡ ହର୍ଟ ହୋଇ ପ୍ୟାଭିଲିଅନ ଫେରିଥିଲେ। ଅବଶ୍ୟ ପରେ ସେ ବ୍ୟାଟିଂ କରିବାକୁ ଆସି ୧୩ ରନ୍‌ କରି ଲିଆମ ପ୍ଲଙ୍କେଟଙ୍କ ଦ୍ୱାରା ଆଉଟ୍‌ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ ମାରିବେ ୧୦ ଦ୍ୱିଶତକ: ଭବିଷ୍ୟବାଣୀ କଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ଆଜିକାଲି ଜବରଦସ୍ତ ଫର୍ମରେ ଅଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜରେ ତାଙ୍କ ବ୍ୟାଟ୍‌ରୁ ଏହାର ପ୍ରମାଣ ମଧ୍ୟ…

ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ କ୍ରିକେଟ ଜଗତରେ ହଇଚଇ: ହଠାତ୍‌ ସନ୍ନ୍ୟାସ ଘୋଷଣା କରି ଚମକାଇଲେ ଏହି ଭାରତୀୟ ଖେଳାଳି

ନୂଆଦିଲ୍ଲୀ, ୨।୧୦: ଭାରତର ଦିଗ୍ଗଜ ସ୍ପିନର ଯୁଜବେନ୍ଦ୍ର ଚହଲ ଫର୍ଷ୍ଟ-କ୍ଲାସ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଅର୍ଥାତ୍‌ ଏଣିକି କ୍ରିକେଟପ୍ରେମୀମାନେ ତାଙ୍କୁ ରେଡ-ବଲ କ୍ରିକେଟରେ ଖେଳୁଥିବା ଦେଖିପାରିବେ…

ଗୁଡ଼ାରୀରୁ ଭୁବନେଶ୍ୱର ସିଧାସଳଖ ସରକାରୀ ବସ୍‌ ଦାବି: ଗାନ୍ଧୀ ଜୟନ୍ତୀରେ ସାଇକେଲ ଯାତ୍ରା ଆରମ୍ଭ କଲେ ପ୍ରମୋଦ

ରାୟଗଡା/ଗୁଣପୁର,୨।୧୦(ଜଗନ୍ନାଥ ଗୌଡ/ସୁଜାତା ପାଢ଼ୀ):ରାୟଗଡ଼ା ଜିଲାର ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ ଚଳାଚଳ ଦାବିରେ ଶୁକ୍ରବାର ସାଇକେଲ ଯାତ୍ରା ଆରମ୍ଭ କରିଛନ୍ତି ପ୍ରମୋଦ ପତି। ଗୁଡ଼ାରୀରୁ…

Video: ‘ଶିବାଜୀ ପାର୍କ, ଶିବାଜୀ ପାର୍କ…’ ଡାକି ଅଟୋ ଡ୍ରାଇଭର ସାଜିଲେ ଅଭିଜିତ ଦୀପକେ, କେଉଁ ବାର୍ତ୍ତା ଦେବାକୁ ଚାହୁଁଥିଲେ CJP ମୁଖ୍ୟ, ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ‘କକରୋଚ ଜନତା ପାର୍ଟି’ (Cockroach Janata Party) ଅକ୍ଟୋବର ୨ ଅପରାହ୍ନ ୪ଟାରେ ମୁମ୍ବାଇରେ ଏକ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଯାଉଛି। ଏହି ବିକ୍ଷୋଭ ଶିବାଜୀ…

ଏହି ୩ ବଡ଼ ଗୁଣ ଥିବା ସ୍ତ୍ରୀ ମିଳିଗଲେ ଘର ହୋଇଯାଏ ସ୍ବର୍ଗ, ଚାଣକ୍ୟ କୁହନ୍ତି…

ପ୍ରାଚୀନ ଭାରତର ଆଚାର୍ଯ୍ୟ ଚାଣକ୍ୟ କେବଳ ଜଣେ କୂଟନୀତିଜ୍ଞ ନ ଥିଲେ, ବରଂ ମାନବ ସମାଜ ଓ ସଂସାରର ନିୟମ ସମ୍ପର୍କରେ ଗଭୀର ଜ୍ଞାନ ରଖୁଥିଲେ। ତାଙ୍କ…

ଫାଇନାଲରେ ବର୍ଷା ଭୟ: ଭାରତ-ପାକିସ୍ତାନ ମ୍ୟାଚ ବାତିଲ ହେଲେ କାହାକୁ ମିଳିବ ସ୍ବର୍ଣ୍ଣ ପଦକ, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ, ୨।୧0୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟରେ ଯେଉଁ ମହାମୁକାବିଲାକୁ ଫ୍ୟାନ୍ସ ଅପେକ୍ଷା କରିଥିଲେ, ଶେଷରେ ସେହି ମ୍ୟାଚ ପାଇଁ ମଞ୍ଚ ପ୍ରସ୍ତୁତ। ଶନିବାର ସ୍ବର୍ଣ୍ଣ…

ଭାରତ-ପାକିସ୍ତାନ ମ୍ୟାଚ୍‌: ପୁଣି ଚର୍ଚ୍ଚାରେ ହ୍ୟାଣ୍ଡଶେକ ବିବାଦ

ନାଗୋୟା,୨ା୧୦: ଶନିବାର ଏସିଆନ ଗେମ୍ସ ପୁରୁଷ କ୍ରିକେଟ ପ୍ରତିଯୋଗିତାର ଫାଇନାଲରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିବେ। ଏହି ମ୍ୟାଚ୍‌ ପୂର୍ବରୁ ପୁଣି ଥରେ ହ୍ୟାଣ୍ଡଶେକ୍‌ ବିବାଦ…

ବିରାଟ-ରୋହିତଙ୍କୁ ପଛରେ ପକାଇଲେ ଗିଲ୍‌: ଜାଣନ୍ତୁ ODI ରନ୍‌ ତାଲିକାରେ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ, ୨।୧୦: ୨୦୨୬ରେ ଦିନିକିଆ କ୍ରିକେଟରେ ଭାରତୀୟ ବ୍ୟାଟର୍ସଙ୍କ ଦବଦବା ଜାରି ରହିଛି। ଚଳିତ ବର୍ଷ ସର୍ବାଧିକ ODI ରନ କରିଥିବା ଟପ-୫ ବ୍ୟାଟର୍ସଙ୍କ ତାଲିକାରେ ଭାରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?