ହେଲାନି ଚୁକ୍ତି ନବୀକରଣ କି ଟେଣ୍ଡର: ୨୨ ଠିକା କର୍ମଚାରୀଙ୍କ ଭବିଷ୍ୟତ ଅନ୍ଧକାର

ଅନୁଗୋଳ ଅଫିସ, ୪।୯- ଅନୁଗୋଳ ପୌରପାଳିକାରେ ୯ ବର୍ଷ ହେଲା ଠିକାରେ କାର୍ଯ୍ୟ କରୁଥିବା ୨୨ ଜଣ କର୍ମଚାରୀଙ୍କ ଭବିଷ୍ୟତ ଏବେ ଅନ୍ଧକାର ହୋଇଯାଇଛି। ଠିକା ସଂସ୍ଥା ସହ ପୌରପାଳିକା କରିଥିବା ଚୁକ୍ତିର ଅବଧି ଗତ ଅଗଷ୍ଟ ୩୧ରେ ଶେଷ ହୋଇଯାଇଥିଲେ ବି ତାହାର ନବୀକରଣ କିମ୍ବା ପୁନଃ ଟେଣ୍ଡର କରାଯାଇନାହିଁ। ଫଳରେ ସମ୍ପୃକ୍ତ କର୍ମଚାରୀମାନେ ୩ ଦିନ ହେଲା ଅଫିସ ଆସିପାରୁ ନାହାନ୍ତି। ଏପରି କି ପୌର ପ୍ରଶାସନ ପକ୍ଷରୁ ସେମାନଙ୍କୁ ୫ ମାସର ଦରମା ଦିଆଯାଇ ନ ଥିବା ଠିକା କର୍ମଚାରୀମାନେ ଅଭିଯୋଗ କରିଛନ୍ତି। ଏ ନେଇ ବୁଧବାର ସେମାନେ ପୌର ପ୍ରଶାସକ ଦାୟିତ୍ୱରେ ଥିବା ଜିଲାପାଳ ଓ ଶ୍ରମ ଅଧିକାରୀଙ୍କ ଦ୍ୱାରସ୍ଥ ହେବେ ବୋଲି କହିଛନ୍ତି।
ଠିକା କର୍ମଚାରୀ ଜିତୁ ବେହେରା, ପ୍ରଫୁଲ୍ଲ ଗୋଚ୍ଛାୟତ, ଦୀପକ ସାହୁ, ପ୍ରକାଶ ସାହୁ, ପୂର୍ଣ୍ଣଚନ୍ଦ୍ର ସାହୁ, ଦାଶରଥୀ ଗୋଚ୍ଛାୟତଙ୍କ କହିବା ଅନୁଯାୟୀ, ୨୦୧୦ରୁ ସେମାନେ ଅନୁଗୋଳ ପୌରପାଳିକାର ଇଞ୍ଜିନିୟରିଂ ବିଭାଗ, ସୁରକ୍ଷା, ବିଦ୍ୟୁତ୍‌ ବିଭାଗ, ମ୍ୟୁଜିକ ଶିକ୍ଷକ, ଟଲି ଓ ଟ୍ରାକ୍ଟର ଚାଳକ ଭାବେ କାର୍ଯ୍ୟ କରୁଥିଲେ। କିନ୍ତୁ ଅଗଷ୍ଟ ୩୧ରୁ ସେମାନଙ୍କ


Enter your email to get our daily news in your inbox.

All Right Reserved By Dharitri.Com

ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି: ଲୁଟିନେଲେ ୫୦ ତୋଳା ସୁନା, ନଗଦ ଟଙ୍କା

କୋରାପୁଟ,୧୮ା୮(ଅମିତାଭ ବେହେରା): କୋରାପୁଟ ସହରର ମେଘରାଜ ଅଞ୍ଚଳରେ ଗୋଟିଏ ରାତିରେ ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି ହୋଇଛି। ଦୁଇ ଘରୁ ପ୍ରାୟ ୫୦ ତୋଳା ସୁନା ଅଳଙ୍କାର…

ବିଜୟ ପାଇଁ ବିଶାଳ ଟାର୍ଗେଟ ଦେଲା ଭାରତ: ଶ୍ରୀଲଙ୍କାକୁ ଲୋଡ଼ା ‘ଚମତ୍କାର’

ଗାଲେ,୧୮।୮: ଗାଲେରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ଚତୁର୍ଥ ଦିନରେ ଶ୍ରୀଲଙ୍କା ପାଇଁ ୩୭୨ ରନର ଟାର୍ଗେଟ ଦେଇଥିଲା। ପ୍ରଥମ ଇନିଂସରେ ୪୫୦ରୁ ଅଧିକ ରନ…

ଗଞ୍ଜେଇ ଚାଲାଣ ପାଇଁ ଯୋଜନା ଚାଲିଥିବା ବେଳେ ମାଡିବସିଲା ଅଡବା ପୋଲିସ, ୭ କ୍ୱିଣ୍ଟାଲ ଜବତ

ମୋହନା,୧୮।୮(ମନ୍ମଥ ମିଶ୍ର): ଜଙ୍ଗଲରୁ ବାହାରିଲା ୭ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତରବା ପଞ୍ଚାୟତ ଆଟାପଡ଼ା…

ବାପାକୁ ଆକ୍ରମଣ କଲେ ପୁଅ, ଗିରଫ କରିବାକୁ ଯାଇ ପୋଲିସ ହଟହଟା

ଗୋପ,୧୮।୮( ଭାରତୀ ଭୂଷଣ ଉପାଧ୍ୟାୟ): ମଙ୍ଗଳବାର ଭୋର ସମୟରେ ଗୋପ ଥାନା ଅନ୍ତର୍ଗତ ଗଣେଶ୍ବରପୁର ଗ୍ରାମରେ ଛୁରାମାଡ଼ ହୋଇଛି । ରାମଚନ୍ଦ୍ର ରଥଙ୍କ ଏକମାତ୍ର ପୁତ୍ର ବିକି…

ଭାରତ-ଶ୍ରୀଲଙ୍କା ପ୍ରଥମ ଟେଷ୍ଟରୁ ଆସିଲା ଭୟଙ୍କର ଖବର; ଅଭିଜ୍ଞ ଖେଳାଳି ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୧୮।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ଏକ ଦୁଃଖଦ ଦୃଶ୍ୟ ଦେଖାଦେଇଛି। ଶ୍ରୀଲଙ୍କା କ୍ରିକେଟର ଦିନେଶ ଚାନ୍ଦିମଲ ଫିଲ୍ଡିଂ କରୁଥିବା…

ଜେପି ନଡ୍ଡାଙ୍କର ହେଲା ଆଞ୍ଜିୟପ୍ଲାଷ୍ଟି; ଜାଣନ୍ତୁ ଏବେ କେମିତି ଅଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୮।୮: ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ଅଗଷ୍ଟ ୧୭ ରେ ଆଞ୍ଜିଆପ୍ଲାଷ୍ଟି ହୋଇଥିଲା। ଏମ୍ସ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏକ ଅପଡେଟ ପ୍ରଦାନ କରିଛି, ଯେଉଁଥିରେ କୁହାଯାଇଛି ଯେ…

ଚମ୍ପତ ରାୟଙ୍କୁ କ୍ଲିନ୍‌ଚିଟ୍‌: ପ୍ରସାଦ ଚୋରି ଘଟଣାରେ ଆସିଲା SIT ରିପୋର୍ଟ

ନୂଆଦିଲ୍ଲୀ,୧୮।୮: ଅଯୋଧ୍ୟା ରାମ ମନ୍ଦିରରେ ପ୍ରସାଦ ଚୋରି ଘଟଣାର ତଦନ୍ତ କରୁଥିବା ସ୍ବତନ୍ତ୍ର ତଦନ୍ତ ଦଳ (SIT)ର ଚୂଡ଼ାନ୍ତ ରିପୋର୍ଟ ପ୍ରକାଶ ପାଇଛି। ପୂର୍ବତନ ମହାସଚିବ ଚମ୍ପତ…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ: ଶ୍ମଶାନ ପାଇଁ ସ୍ଥାନ ଚିହ୍ନଟ କଲା ପ୍ରଶାସନ

ଗଞ୍ଜାମ, ୧୮।୮ (ବିଦ୍ୟାଧର ସାହୁ): ଛତ୍ରପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତର ବାଉଁଶିଆପଡ଼ା ଗ୍ରାମରେ ଶ୍ମଶାନକୁ ଯିବା ପାଇଁ ରାସ୍ତା ନଥିବାରୁ ଗ୍ରାମବାସୀ କେନାଲ ପାର ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri