Posted inଜାତୀୟ

ହେଲ୍‌ମେଟ୍‌ ନ ପିନ୍ଧିଥିବାରୁ କାର୍‌ ଚାଳକଙ୍କ ଚାଲାଣ କାଟିଲା ପୋଲିସ

ଲକ୍ଷ୍ନୌ,୭।୯: ଉତ୍ତର ପ୍ରଦେଶର ଆଲିଗଡରେ ପୋଲିସର ଖାମଖିଆଲି ମନୋଭାବ ସାମ୍ନାକୁ ଆସିଛି। ଏଠାରେ ଇ ଚାଲାଣ କାଟିବା ସମୟରେ ଜଣେ କାର୍‌ ଚାଳକଙ୍କ ନାଁରେ ପୋଲିସ ହେଲ୍‌ମେଟ୍‌ ପିନ୍ଧି ନ ଥିବା ଅଭିଯୋଗରେ ଚାଲାଣ କାଟିଥିବା ଜଣାପଡିଛି। ତେବେ କାର୍‌ ଚାଳକ ଜଣକ ଏହି ଚାଲାଣ ପାଇବା ପରେ ପୋଲିସରେ ଅଭିଯୋଗ କରିବାରୁ ଏହା ଟ୍ରାଫିକ୍‌ ପୋଲିସର ଭୁଲ୍‌ ବୋଲି ସ୍ବୀକାର କରାଯାଇଛି। ସୂଚନାଯୋଗ୍ୟ, ନୂଆ ମୋଟର ଯାନ ନିୟମ ଲାଗୁ ହେବା ପରେ ପୋଲିସ ଏତେ ପରିମାଣରେ ଚାଲାଣ କାଟିବା ଆରମ୍ଭ କରିଛି ଯେ କାର୍‌ ଚାଳକଙ୍କ ନାଁରେ ବି ହେଲ୍‌ମେଟ୍‌ ପିନ୍ଧି ନ ଥିବା ଅଭିଯୋଗ ଲଗାଇ ଚାଲାଣ କାଟି ଦେଉଛି ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ଭୟା ଦୋଷୀଙ୍କୁ ନୂଆ ଡେଥ୍‌ ଓ୍ବାରେଣ୍ଟ ଉପରେ ଜବାବ ମାଗିଲେ ତଳ କୋର୍ଟ: କେନ୍ଦ୍ର ପିଟିଶନର ଶୁଣାଣି ଆଜି

ନୂଆଦିଲ୍ଲୀ,୭-୨(ପି.ଟି.):ବହୁଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ୪ ଦୋଷୀଙ୍କ ଭାଗ୍ୟ ସୁପ୍ରିମକୋର୍ଟରେ ଶୁକ୍ରବାର ନିର୍ଦ୍ଧାରଣ ହୋଇପାରେ। କାରଣ ସେମାନଙ୍କୁ ପୃଥକ୍‌ ପୃଥକ୍‌ ଭାବେ ଫାଶୀ...

୨୦୨୦ରେ ହେବନି ଜନଗଣନା

ନୂଆଦିଲ୍ଲୀ, ୩୧।୮(ପି.ଟି.): ଜନଗଣନାର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ସମେତ ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌) ସଂଶୋଧନ କାର୍ଯ୍ୟ ଚଳିତ ବର୍ଷ ହେବାକୁ ସ୍ଥିର ହୋଇଥିଲା। ତେବେ...

ରାଜରାସ୍ତାରୁ ବସ୍‌ ଅପହରଣ କଲେ ଅଜଣା ଲୋକେ: ୩୪ ଯାତ୍ରୀଙ୍କ ମିଳୁନି ଖୋଜ୍‌ ଖବର

ଆଗ୍ରା, ୧୯।୮: ଉତ୍ତରପ୍ରଦେଶରେ ଆଇନ ଶୃଙ୍ଖଳା ସ୍ଥିତି ଧୀରେଧୀରେ ବିଗିଡ଼ିବାରେ ଲାଗିଛି। ଅପରାଧୀମାନେ ଆଉ ପୋଲିସକୁ ଭୟ କରୁ ନାହାଁନ୍ତି। ଏହା ସଦ୍ୟତମ ଘଟଣା ଆଗ୍ରାର...

୨୦୦ କି.ମି. ଚାଲି କର୍ମଚାରୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୩୦ା୩: କରୋନା ସଂକ୍ରମଣ କମାଇବା ପାଇଁ ସରକାର ଘୋଷଣା କରିଥିବା ଲକ୍‌ଡାଉନ୍‌ ଦାଦନ ଶ୍ରମିକଙ୍କ ଦୁଃଖକୁ ବହୁଗୁଣିତ କରିଦେଇଛି। ରାଜଧାନୀ ଦିଲ୍ଲୀରୁ ଘରକୁ ଫେରିବା ଲାଗି...

ଗେହଲଟଙ୍କୁ ବିଧାୟକଙ୍କ ସମର୍ଥନ

ଜୟପୁର,୧୪ା୭(ପି.ଟି./ଆଇଏଏନ୍‌ଏସ୍‌): ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏବଂ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କ ମଧ୍ୟରେ କ୍ଷମତା ଲଢ଼େଇ ଚାଲିଥିବାବେଳେ ସୋମବାର ଅନୁଷ୍ଠିତ କଂଗ୍ରେସ ବିଧାୟକ ଦଳ ବୈଠକରେ...

କରୋନା ଯୋଗୁ ୮୦ ବର୍ଷୀୟା ମା’ଙ୍କୁ ଘରେ ପୂରାଇ ଦେଲେନିି ପୁଅ

ହାଇଦ୍ରାବାଦ, ୩୧।୫: ତାମିଲନାଡୁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। କରୋନା ଯୋଗୁ ୮୦ ବର୍ଷୀୟା ମା’ଙ୍କୁ ଘରେ ପୂରାଇ ଦେଇନାହାନ୍ତି ପୁଅ-ବୋହୂ। ତେଲେଙ୍ଗାନାର କରିମନଗର...

କରୋନା ସଂକ୍ରମଣରେ ୨୭ ବର୍ଷ ଯୁବକଙ୍କ ମୃତ୍ୟୁ

ପୁଣେ,୧୦।୪: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେଳକୁ ବେଳ ଅଣାୟତ ହେବାରେ ଲାଗିଛି। ଶୁକ୍ରବାର ପୁଣେରେ କରୋନା ପଜିଟିଭ ଥିବା ଜଣେ ୨୭ ବର୍ଷ ବୟସର ଯୁବକଙ୍କ...

ହେଲିକପ୍ଟର ମନିକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୪: କୋଭିଡ୍‌-୧୯ ପ୍ରଭାବକୁ ଶେଷ କରିବା ଲାଗି ଏବେ ଲକ୍‌ଡାଉନ ଲାଗି ରହିଛି। ମଙ୍ଗଳବାର ଯାଏ ଲକ୍‌ଡାଉନ ଅବଧି ରହିଥିବା ବେଳେ ଏହାକୁ ବଢ଼ାଇବା ଲାଗି...

Coronavirus Update


Archives

Model This Week

Why Dharitri