Posted inଜାତୀୟ

ହେଲ୍‌ମେଟ୍‌ ନ ପିନ୍ଧିଥିବାରୁ କାର୍‌ ଚାଳକଙ୍କ ଚାଲାଣ କାଟିଲା ପୋଲିସ

ଲକ୍ଷ୍ନୌ,୭।୯: ଉତ୍ତର ପ୍ରଦେଶର ଆଲିଗଡରେ ପୋଲିସର ଖାମଖିଆଲି ମନୋଭାବ ସାମ୍ନାକୁ ଆସିଛି। ଏଠାରେ ଇ ଚାଲାଣ କାଟିବା ସମୟରେ ଜଣେ କାର୍‌ ଚାଳକଙ୍କ ନାଁରେ ପୋଲିସ ହେଲ୍‌ମେଟ୍‌ ପିନ୍ଧି ନ ଥିବା ଅଭିଯୋଗରେ ଚାଲାଣ କାଟିଥିବା ଜଣାପଡିଛି। ତେବେ କାର୍‌ ଚାଳକ ଜଣକ ଏହି ଚାଲାଣ ପାଇବା ପରେ ପୋଲିସରେ ଅଭିଯୋଗ କରିବାରୁ ଏହା ଟ୍ରାଫିକ୍‌ ପୋଲିସର ଭୁଲ୍‌ ବୋଲି ସ୍ବୀକାର କରାଯାଇଛି। ସୂଚନାଯୋଗ୍ୟ, ନୂଆ ମୋଟର ଯାନ ନିୟମ ଲାଗୁ ହେବା ପରେ ପୋଲିସ ଏତେ ପରିମାଣରେ ଚାଲାଣ କାଟିବା ଆରମ୍ଭ କରିଛି ଯେ କାର୍‌ ଚାଳକଙ୍କ ନାଁରେ ବି ହେଲ୍‌ମେଟ୍‌ ପିନ୍ଧି ନ ଥିବା ଅଭିଯୋଗ ଲଗାଇ ଚାଲାଣ କାଟି ଦେଉଛି ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାମସେତୁକୁ ଜାତୀୟ ଐତିହ୍ୟ ଘୋଷଣାର ଶୁଣାଣି ଫେବୃୟାରୀରେ, ସୁବ୍ରମଣ୍ୟମ ସ୍ୱାମୀ ଦାଖଲ କରିଛନ୍ତି ପିଆଇଏଲ

ନୂଆଦିଲ୍ଲୀ,୧୨ ।୧: ସୁପ୍ରିମକୋର୍ଟ ଗୁରୁବାର କହିଛନ୍ତି, ଭାରତୀୟ ଜନତା ପାର୍ଟି(ଭାଜପା) ନେତା ସୁବ୍ରମଣ୍ୟମ ସ୍ୱାମୀ ରାମ ସେତୁକୁ ନେଇ ଦାଖଲ କରିଥିବା ପିଆଇଏଲର ଶୁଣାଣି ଫେବୃୟାରୀରେ...

କର୍ପୋରେଟରଙ୍କ ଉପରେ ବାରମ୍ବାର ଗାଡ଼ି ଚଢ଼ାଇ ହତ୍ୟା କଲେ ଦୁର୍ବୃତ୍ତ, ଭିଡିଓ ଭାଇରାଲ

ଇଷ୍ଟ ଗୋଦାବରୀ, ୧୨।୨- ଆନ୍ଧ୍ର ପ୍ରଦେଶର କାକିନାଡାଠାରେ କର୍ପୋରେଟରଙ୍କୁ ଗୁରୁବାର ରାତିରେ ବିଭତ୍ସ ହତ୍ୟା କରିଛନ୍ତି  ଦୁର୍ବୃତ୍ତ। କର୍ପୋରେଟର ଜଣଙ୍କ ହେଲେ କାମ୍‌ପାରା ରମେଶ। ବିଳମ୍ବିତ...

ମୋଦିଙ୍କ ସାତମନ୍ତ୍ରର ସପ୍ତପଦୀ: ଉଷୁମ ପାଣି-ହର୍ବାଲ ଚା କାଢ଼ା ପିଇବାକୁ ଦେଲେ ପରାମର୍ଶ

ନୂଆଦିଲ୍ଲୀ,୧୪।୪: କରୋନା ସଂକ୍ରମଣ ଯୋଗୁ ଭାରତରେ ସୃଷ୍ଟି ହୋଇଥିବା ପରିସ୍ଥିତିର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ଲକ୍‌ଡାଉନ୍‌ ସମୟ ସୀମାକୁ ମେ ୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି।...

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେନାହିଁ ଅମରିନ୍ଦର ସିଂ

ଚଣ୍ଡିଗଡ଼,୩୦।୫: ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେ ନାହିଁ ବୋଲି ଜଣାପଡିଛି। ମୁଖ୍ୟମନ୍ତ୍ରୀଙ୍କ ମିଡିଆ...

ଗୋଆରେ ଲାଗିବ ମାରାଡୋନାଙ୍କ ବିଶାଳ ପ୍ରତିମା

ପଣଜୀ,୨୬।୧୧: ଆର୍ଜେଣ୍ଟିନାର ମହାନ ଫୁଟବଲର ଡିଏଗୋ ମାରାଡୋନାଙ୍କ ବିୟୋଗରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ତାଙ୍କ ସ୍ମୃତିରେ ଏକ ବିଶାଳ ପ୍ରତିମା ସ୍ଥାପନ କରିବେ ବୋଲି...

‘କେନ୍ଦ୍ର ସତ୍ୟପାଠ ସନ୍ତୋଷଜନକ ନୁହେଁ’

ନୂଆଦିଲ୍ଲୀ, ୧୮ା୮: ସୁପ୍ରିମକୋର୍ଟଙ୍କ ତତ୍ତ୍ୱାବଧାନରେ ପେଗାସସ୍‌ ଗୁପ୍ତଚରଗିରି ଅଭିଯୋଗର ତଦନ୍ତ କରାଯିବା ପାଇଁ ଦାଖଲ ପିଟିଶନ ଆଧାରରେ କେନ୍ଦ୍ର ସରକାରଙ୍କୁ ଜବାବ ମାଗିଛନ୍ତି ସର୍ବୋଚ୍ଚ ଅଦାଲତ।...

ଆଲିଗଡ଼ ବଳାତ୍କାର ମାମଲା: ଭାଜପାକୁ ‘ବେଟି ବଚାଓ’ ସ୍ଲୋଗାନ ମନେ ପକାଇଲା ଶିବସେନା

ମୁମ୍ବାଇ,୧୦।୬: ଉତ୍ତରପ୍ରଦେଶ ଆଲିଗଡ଼ରେ ଘଟିଥିବା ନାବାଳିକା ବଳାତ୍କାର ମାମଲାରେ ଶିବସେନା ଭାଜପାକୁ ଟାର୍ଗେଟ୍‌ କରିଛି। ଶିବସେନା ମୁଖପତ୍ର ସାମନାରେ ଏନେଇ ଲେଖା ପ୍ରକାଶ ପାଇଛି। ଭାଜପା...

ରାମଦାସ ଅଠୱାଲେଙ୍କୁ କରୋନା

ମୁମ୍ବାଇ,୨୭।୧୦:ରିପବ୍ଲିକାନ ପାର୍ଟି ସଭାପତି ତଥା କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠୱାଲେ କରୋନା ଆକ୍ରାନ୍ତ ହୋଇଛନ୍ତି। ତାଙ୍କୁ ମୁମ୍ବାଇର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗୋଟିଏ ଦିନ...

Advertisement
Archives

Model This Week