ହୋଇ ପାରିଲାନି ଭେଣ୍ଡିଂ ଜୋନ: ଖୋଲା ଆକାଶ ତଳେ ଗଞ୍ଜାମ ପରିବା ବ୍ୟବସାୟୀ

ଗଞ୍ଜାମ,୪।୬(ଡି.ଏନ୍‌.ଏ.): ଗଞ୍ଜାମ ସହର ସୌନ୍ଦର୍ଯ୍ୟକରଣ ପାଇଁ ରାସ୍ତା ସମ୍ପ୍ରସାରଣ କରାଯାଉଛି। ଏଥିଲାଗି ତ୍ରିବେଣୀ ମଠ ଛକଠାରୁ ସାନ ବଜ଼ାର ପର୍ଯ୍ୟନ୍ତ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଚାଲିଛି l ଉଚ୍ଛେଦ ପୂର୍ବରୁ ଦୀର୍ଘ ବର୍ଷ ଧରି ବଜାରରେ ବିଭିନ୍ନ ବ୍ୟବସାୟ କରି ଆସୁଥିବା ବ୍ୟବସାୟୀଙ୍କୁ ଭେଣ୍ଡିଂ ଜୋନ ଦିଆଯାଇ ଥଇଥାନ କରାଯିବ ବୋଲି ତହସିଲ ଓ ଏନ୍‌ଏସି ପ୍ରଶାସନ ପ୍ରତିଶ୍ରୁତି ଦେଇଥିଲେ l ମାତ୍ର ତାହା ଏଯାବତ୍‌ ହୋଇପାରି ନାହିଁ l ଫଳରେ ପରିବା ବ୍ୟବସାୟୀମାନେ ଖୋଲା ଆକାଶ ତଳେ ପରିବା ବିକ୍ରି କରିବାକୁ ବାଧ୍ୟ ହୋଇଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri