Posted inଜାତୀୟ

ହୋଟେଲ ଛାଡିବେ ବିଧାୟକ

ମୁମ୍ବାଇ,୧।୧୨: ମହାରାଷ୍ଟ୍ର ବିଧାନସଭାରେ ଉଦ୍ଧବ ଠାକରେଙ୍କ ସରକାର ଆସ୍ଥା ଭୋଟରେ ଜିତିବା ପରେ ରବିବାର ମଧ୍ୟ ବାଚସ୍ପତି ନିର୍ବାଚନ ସରିଛି। ଏଥିରେ କଂଗ୍ରେସ ନେତା ନାନା ପାଟୋଲେ ନିର୍ବିରୋଧରେ ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି। ଏବେ କୁହାଯାଉଛି କି ଶିବସେନା, କଂଗ୍ରେସ ଓ ଏନ୍‌ସିପିର ଯେଉଁ ବିଧାୟକମାନଙ୍କୁ ଘୋଡା ବେପାର ଭୟରେ ବିଭିନ୍ନ ପଞ୍ଚ ତାରକା ହୋଟେଲରେ ରଖାଯାଇଥିଲା ସେମାନେ ଏବେ ଘରକୁ ଯାଇପାରିବେ। କାରଣ ଶନିବାର ଆସ୍ଥା ଭୋଟ ପରେ ଏମାନଙ୍କୁ ପୁଣିଥରେ ହୋଟେଲ ପଠାଇ ଦିଆଯାଇଥିଲା। ଏବେ ଅନୁମାନ କରାଯାଉଛି କି ଶିବସେନା ନେତୃତ୍ୱର ସରକାର ବିଧାୟକମାନଙ୍କୁ ସେମାନଙ୍କ ନିର୍ବାଚନ ମଣ୍ଡଳୀକୁ ପଠାଇ ପାରେ। କାରଣ ମହାରାଷ୍ଟ୍ରରେ ମରୁଡି ଯୋଗୁ ସର୍ବାଧିକ କୃଷକ ଆତ୍ମହତ୍ୟା କରୁଥିବା ବେଳେ ଉଦ୍ଧବ ସରକାର କୃଷକମାନଙ୍କ ସମସ୍ୟାକୁ ପ୍ରାଧାନ୍ୟ ଦେବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଯୋଗିତାରେ ପାରା ଜିତିନେଲେ କାର୍‌ ଓ ବାଇକ୍‌

ଲକ୍ଷ୍ନୌ,୧।୬: ଖେଳ ପ୍ରତିଯୋଗିତାରେ ବିଜେତାଙ୍କୁ ବିଭିନ୍ନ ପୁରସ୍କାର ପ୍ରଦାନ କରାଯାଇଥାଏ। ତେବେ ପାରା ଏଭଳି ପ୍ରତିଯାଗିତାରେ ଅଂଶଗ୍ରହଣ କରି କାର ଓ ବାଇକ୍‌ ଜିଣିବା ଶୁଣିଲେ...

ବଜାରକୁ ଆସିଲା ବାବା ରାମଦେବଙ୍କ ଆୟୁର୍ବେଦିକ କରୋନା ଔଷଧ

ନୂଆଦିଲ୍ଲୀ,୧୯।୨: ଯୋଗ ଗୁରୁ ବାବା ରାମଦେବ କରୋନା ସଂକ୍ରମଣର ମୁକାବିଲା ପାଇଁ ଏକ ନୂତନ ଔଷଧ ଲଞ୍ଚ କରିଛନ୍ତି। ଶୁକ୍ରବାର ଦିଲ୍ଲୀର ସମ୍ବିଧାନ କ୍ଲବରେ ଏକ...

ଭେଟେରାନ ଅଭିନେତା ବିକ୍ରମ ଗୋଖଲେଙ୍କ ଅବସ୍ଥା ଗୁରୁତର

ବମ୍ବେ: ଭେଟେରାନ ଅଭିନେତା ବିକ୍ରମ ଗୋଖଲେଙ୍କ ଅବସ୍ଥା ଗୁରୁତର। କିଛି ଦିନ ଧରି ଅସୁସ୍ଥ ଥିବାରୁ ସେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସୁସ୍ଥ ହେବା ପରିବର୍ତ୍ତେ...

ଝାଡ଼ଖଣ୍ଡରେ ବିଜୟ ହାସଲ ପରେ ଖୁସିରେ ସାଇକେଲ୍‌ ଚଲାଇଲେ ସୋରେନ୍‌

ରାଞ୍ଚି,୨୩।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ନିର୍ଣ୍ଣାୟକ ସ୍ଥିତିକୁ ଦେଖିବା ପରେ ଭାଜପାକୁ ଏକ ଶକ୍ତ ଧକ୍କା ଲାଗିଛି। ଝାଡ଼ଖଣ୍ଡରେ ଭାଜପା ହାତରୁ ଶାସନ ପଳାଇଥିବା ବେଳେ...

ଗିନିଜ୍‌ ବୁକ୍‌ରେ ବିଶ୍ୱର ସବୁଠାରୁ ଲମ୍ବା କେକ୍‌

ତ୍ରିଶୂର୍‌(କେରଳ): ରେକର୍ଡ ପାଇଁ ଲୋକେ ସବୁବେଳେ କିଛି ନିଆରା ଚିନ୍ତା କରିଥାନ୍ତି। ଭାରତ ନାମରେ ଏପରି ଅନେକ ରେକର୍ଡ ସମ୍ମାନଜନକ ଗିନିଜ୍‌ ବୁକ୍‌ରେ ସ୍ଥାନ ପାଇଛି।...

ଭାରତ-ଆମେରିକା ସମରାଭ୍ୟାସ ଆରମ୍ଭ, ଚାଇନାର ବଢ଼ିଲା ଚିନ୍ତା…

ନୂଆଦିଲ୍ଲୀ,୧୬।୧୧ : ଲଦାଖରେ ଚାଇନାର ଅନୁପ୍ରବେଶ ଏବଂ ବିସ୍ତାରବାଦୀ ଯୋଜନାକୁ ଚେତାବନୀ ଦେବା ପାଇଁ ଭାରତୀୟ ଏବଂ ଆମେରିକୀୟ ସୈନ୍ୟମାନେ ଉତ୍ତରାଖଣ୍ଡର ଔଲି ଏବଂ ବଙ୍ଗୋପସାଗରରେ...

୩ ଘଣ୍ଟାରେ ୧୪୦୦ କିମି ଅତିକ୍ରମ କରି ପୁଣେରୁ ଦିଲ୍ଲୀ ହସ୍ପିଟାଲରେ ପ୍ରତିରୋପଣ ପାଇଁ ପହଞ୍ଚିଲା ହୃଦୟ: ମହିଳାଙ୍କୁ ମିଳିଲା ନୂଆ ଜୀବନ

ନୂଆଦିଲ୍ଲୀ,୧୯।୨: ମାତ୍ର ୩ ଘଣ୍ଟାରେ ୧୪୦୦ କିମି ଅତିକ୍ରମ କରି ପୁଣେର ରୁବି ହଲ୍‌ କ୍ଲିନିକ୍‌ରୁ ଦିଲ୍ଲୀର ଫୋର୍ଟିସ୍‌ ହସ୍ପିଟାଲରେ ପ୍ରତିରୋପଣ ପାଇଁ ହୃଦୟ ପହଞ୍ଚିଛି।...

ରବିବାରଠାରୁ କରୋନା ଟିକାର ତୃତୀୟ ଡୋଜ୍‌…

ନୂଆଦିଲ୍ଲୀ, ୯।୪ : ଦେଶରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦେଶରେ ୧୮ ବର୍ଷରୁ ଅଧିକ ବୟସ୍କଙ୍କୁ କରୋନା ଟିକାର ତୃତୀୟ ଡୋଜ୍‌...

Advertisement
Archives

Model This Week