ହୋଣ୍ଡା ଆକ୍ଟିଭ ଇଣ୍ଡିଆ କ୍ୟାମ୍ପେନରେ ୬୨ ଲକ୍ଷ ସାମିଲ

ଭୁବନେଶ୍ୱର,୨୭-୫: ହୋଣ୍ଡା ମୋଟର ସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ ଲିମିଟେଡ ପକ୍ଷରୁ ମତଦାନ ସଚେନତତା ଲାଗି ଗ୍ରହଣ କରାଯାଇଥିବା ଆକ୍ଟିଭ ଇଣ୍ଡିଆ କ୍ୟାମ୍ପେନରେ ୬୨ ଲକ୍ଷରୁ ଉର୍ଦ୍ଧ୍ୱ ଲୋକ ସାମିଲ ହୋଇଛନ୍ତି। ଆକ୍ଟିଭ ଇଣ୍ଡିଆନ ଭାବେ ‘କୋଇ ସିଟ୍‌ ନ ଯାଏ ଖାଲି’ ପଦକ୍ଷେପରେ ଏହି ଲୋକମାନେ ନିଜର ଯୋଗଦାନ ରଖିଛନ୍ତି। ପୋଲିଂ ବୁଥ ଗୁଡିକୁ ଏମାନେ ମାଗଣା ପିକ୍‌ ଏବଂ ଡ୍ରପ ସେବା ଯୋଗାଇ ଦେଇଛନ୍ତି। ୬ ଏପ୍ରିଲରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମ ଦେଶର ୬୦ ପ୍ରମୁଖ ସହରରେ ଅନୁଷ୍ଠିତ ହୋଇଥିଲା। ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନ୍ତର୍ଗତ ଏହି ପଦକ୍ଷେପ ଗ୍ରହଣ କରାଯାଇଥିବା କମ୍ପାନୀର ବିକ୍ରି ଓ ମାର୍କେଟିଂ ବରିଷ୍ଠ ଉପସଭାପତି ୟଦବିନ୍ଦର ସିଂ ଗୁଲେରିୟା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଡୋନାଲ୍ଡ ଟ୍ରମ୍ପଙ୍କ ଖୋଲା ଧମକ: ‘ସର୍ତ୍ତ ନ ମାନିଲେ ସିଧା ମୁଣ୍ଡ ଉପରେ ପକାଇବୁ ବୋମା’

ନୂଆଦିଲ୍ଲୀ,୧୭।୬: ଇରାନ ସହିତ ଚାଲିଥିବା ଆଲୋଚନା ଏବଂ ଚୁକ୍ତିକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂଆ ବୟାନ ପୁଣି ଥରେ ଯୁଦ୍ଧ ଚିନ୍ତାକୁ ବଢ଼ାଇ ଦେଇଛି।…

କାଠରେ ରାମଦୋଳି ନିଜେ ପ୍ରସ୍ତୁତ କରନ୍ତି ଗାଁର ଯୁବତୀ-ଯୁବକ, ରଜ କୁଇନ୍‌ ପ୍ରତିଯୋଗିତାରେ ନେଲେ ଖୁବ୍‌ ମଜା

ଭଞ୍ଜନଗର,୧୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ରଜ ମହୋତ୍ସବ ଧୂମ୍‌ଧାମରେ ପାଳିତ ହୋଇଯାଇଛି। ଭଞ୍ଜନଗର ପାତ୍ର କଲୋନୀରେ ୩ ଦିନ ବ୍ୟାପି ଚାଲିଥିବା ରଜ କୁଇନ୍‌…

ଗଛରେ ପିଟିହେଲା ବାଇକ୍‌: ଜଣଙ୍କ ଜୀବନ ଗଲା, ୨ ଗୁରୁତର

ପରଜଙ୍ଗ,୧୭ା୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ମହାବିରୋଡ୍‌ ଥାନା କମର-ପଙ୍ଗାତିରା ପୂର୍ତ୍ତ ବିଭାଗ ରାସ୍ତାର କୁଟୁରିଆ ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ଗଛରେ…

ଭୁବନେଶ୍ୱରକୁ ଜଗିଛି ଅଦୃଶ୍ୟ ଶକ୍ତି! ଚମକାଇଲା ବିଶେଷଜ୍ଞଙ୍କ ଆକଳନ, ଆଗକୁ ଭୟଙ୍କର…

ଭୁବନେଶ୍ୱର,୧୭।୬: ଭୁବନେଶ୍ୱରବାସୀ ବର୍ଷାକୁ ଚାହିଁ ଚାହିଁ ନିରାଶ। ଆକାଶରେ ମେଘ ଆସୁଛି, ପବନ ବହୁଛି, ବର୍ଷା ହେବ ବୋଲି ଆଶା ଜାଗୁଛି। କିନ୍ତୁ ଠିକ ସେତିକିବେଳେ ମେଘ…

ଆଜି ୫୦ ହଜାର କୋଟି ସାମ୍ରାଜ୍ୟର ମାଲିକ ୨୫ ବର୍ଷର ଏହି ଯୁବକ! ୧୪ ବର୍ଷ ବୟସରୁ କଲେଜ ଛାଡି ଆରମ୍ଭ କରିଥିଲେ…

ନୂଆଦିଲ୍ଲୀ,୧୭।୬: : ଏଲନ ମସ୍କଙ୍କ କମ୍ପାନୀ ସ୍ପେସଏକ୍ସ (SpaceX), ଏଆଇ-ଆଧାରିତ (AI-based) କୋଡିଂ ପ୍ଲାଟଫର୍ମ ‘କର୍ସର’ (Cursor)ର ପ୍ୟାରେଣ୍ଟ କମ୍ପାନୀ ‘ଏନିସ୍ପିୟର ଇଙ୍କ’ (Anysphere Inc)କୁ ୬୦…

ଇଥାନଲ୍ ବ୍ୟବସାୟରୁ ବମ୍ପର ଲାଭ! କମ୍ ନିବେଶରେ କୋଟିପତି ବନାଇବ ଏହି ୩ଟି ସୁପରହିଟ୍ ବିଜନେସ୍ ଆଇଡିଆ

ନୂଆଦିଲ୍‌ଲୀ,୧୭।୬: ଭାରତରେ ଗ୍ରୀନ ଏନର୍ଜି (ଶକ୍ତି) ଏବଂ ବୈକଳ୍ପିକ ଇନ୍ଧନର ଚାହିଦା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏହି ସମୟରେ ଇଥାନଲ (Ethanol) ଏଭଳି ଏକ ସେକ୍ଟର…

ରାସ୍ତାକଡ଼ରେ ପଡ଼ିଛି ମୁଣ୍ଡ ନ ଥିବା ମୃତଦେହ, ପାଖରେ ପଡ଼ିଛି ଚପଲ

ରାଜନଗର,୧୭ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ପଟ୍ଟାମୁଣ୍ଡାଇ ମୁଖ୍ୟ ତଳ ରାସ୍ତାର ମଦଭାଟିଠାରୁ କିଛି ଦୂରରେ ରାସ୍ତା ତଳକୁ ଜଣେ ଅଚିହ୍ନା ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଛି।…

୩୫ ବର୍ଷ ପରେ ଦେଶରେ ନୂଆ ସାପ ପ୍ରଜାତି ଚିହ୍ନଟ : ସାମ୍ନାକୁ ଆସିଲା ରହସ୍ୟମୟ ଦୋମୁହାଁ ସାପ

ଥର୍‌ ମରୁଭୂମି ବିକାନେରର ଜୋଡ଼ବୀଡ଼ କଞ୍ଜରଭେସନ ରିଜର୍ଭରେ ମିଳିଥିବା ଏକ ବିରଳ ସାପର ଚିହ୍ନଟ ‘ସିସ୍ତାନ ସ୍ୟାଣ୍ଡ ବୋଆ’ (Eryx sistanensis) ଭାବରେ କରାଯାଇଛି। ବୈଜ୍ଞାନିକମାନଙ୍କ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri