ହୋମ୍‌ ଆଇସୋଲେସନ୍‌ରେ ଗଜପତି, ୧୫ରେ ଆମେରିକାରୁ ଫେରିଥିଲେ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ବିଦେଶରୁ ଫେରି ହୋମ୍‌ ଆଇସୋଲେସନ୍‌ରେ ରହିଛନ୍ତି। ସେ ସପରିବାର ନିଜ ଭୁବନେଶ୍ୱର ଘରେ ହୋମ୍‌ ଆଇସୋଲେସନ୍‌ ରହିଥିବା ନେଇ ଗଜପତିଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି।

ଗଜପତି ସପରିବାର ଆମେରିକା ଗସ୍ତ ସାରି ଗତ ୧୫ ତାରିଖରେ ଫେରିଥିଲେ। ମଙ୍ଗଳବାର ସରକାରଙ୍କ କୋଭିଡ୍‌-୧୯ ଅନ୍‌ଲାଇନ୍‌ ପୋର୍ଟାଲରେ ଗଜପତି ରେଜିଷ୍ଟ୍ରେସନ କରିଥିଲେ। ଏହା ପରେ ସେ ସପରିବାର ନିଜ ଘରେ ହୋମ୍‌ ଆଇସୋଲେସନରେ ରହିଛନ୍ତି। ଆଗାମୀ ୧୪ ଦିନ ପର୍ଯ୍ୟନ୍ତ ସେ ଭୁବନେଶ୍ୱର ଘରେ ରହି ସରକାରଙ୍କ ପକ୍ଷରୁ ଦିଆଯାଉଥିବା ସମସ୍ତ ଗାଇଡ୍‌ଲାଇନ୍‌ ପାଳନ କରିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କସ୍‌ମେଟିକ ଇଞ୍ଜେକ୍ସନ ଉପରେ ରୋକ୍‌, ଉଲ୍ଲଂଘନ କଲେ….

ନୂଆଦିଲ୍ଲୀ, ୨୨।୫ (ପି.ଟି.): ସାମାଜିକ ଗଣମାଧ୍ୟମ ଓ ସହରାଞ୍ଚଳରେ ଚେହେରାକୁ ଅଧିକ ସୁନ୍ଦର ଓ ଚମକଦାର କରିବା ପାଇଁ ବିଉଟି ପାର୍ଲର ଏବଂ ୱେଲନେସ୍‌ ସେଣ୍ଟରଗୁଡ଼ିକରେ ବ୍ୟାପକ…

ତୈଳ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ୮ ସୂତ୍ରୀ ନିର୍ଦ୍ଦେଶ, ଜୁନ୍ ପହିଲାରୁ ସରକାର…

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା): ସରକାରୀ ଅଧିକାରୀମାନେ ଏଣିକି ବିଭିନ୍ନ ସ୍ଥାନକୁ ପରିଦର୍ଶନରେ ଗଲାବେଳେ ବସ୍‌ କିମ୍ବା ରେଳରେ ଯିବେ। ଏହାସହିତ ଜୁନ୍‌ ପହିଲାରୁ ସରକାର କେବଳ ବୈଦ୍ୟୁତିକ ଯାନ(ଇଭି)…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri