ହୋମ୍‌ କ୍ୱାରାଣ୍ଟାଇନରେ ରହିଲେ କେଭିକେ ଅଧିକାରୀ

ଚିପିଲିମା,୧୫ା୪(ଡି.ଏନ.ଏ.): ସମ୍ବଲପୁର ଜିଲା ଧନକଉଡା ବ୍ଲକ୍‌ ବସନ୍ତପୁର ପଞ୍ଚାୟତରେ ସମ୍ବଲପୁର କୃଷି ବିଜ୍ଞାନ କେନ୍ଦ୍ର(କେଭିକେ) କାର୍ଯ୍ୟାଳୟ ରହିଛି। ଲକ୍‌ଡାଉନ ସମୟରେ କେଭିକେର ୩ଜଣ ଅଧିକାରୀ ଭୁବନେଶ୍ବରରେ ରହିଯାଇଥିଲେ। ହେଲେ ମଙ୍ଗଳବାର ସେମାନେ ନିଜସ୍ବ ଯାନରେ ଭୁବନେଶ୍ବରରୁ ଆସି ଚିପିଲିମାସ୍ଥିତ ନିଜ କ୍ବାର୍ଟର୍ସରେ ପହଞ୍ଚିଥିଲେ। ଖବର ପାଇ ବୁଧବାର ପୂର୍ବାହ୍ନରେ ପ୍ରଶାସନ ପକ୍ଷରୁ ଏକ ଟିମ୍‌ ଆସି ସେମାନଙ୍କୁ ଭେଟି ପଚରାଉଚୁରା କରିବା ସହ ଆବଶ୍ୟକ ପରୀକ୍ଷା କରାଇଥିଲା। ଏବେ ସେମାନଙ୍କୁ ହୋମ କ୍ୱାରାଣ୍ଟାଇନରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ଦୁର୍ଗାପୂଜା: ଏଥର ବାଜିବନି ଡିଜେ କି ଫୁଟିବନି ଆତସବାଜି

ଜଗତ୍‌ସିଂହପୁର ଅଫିସ୍‌, ୮ା୯: ଅକ୍ଟୋବର ୨ରୁ ୭ ତାରିଖ ପର୍ଯ୍ୟନ୍ତ ଦୁର୍ଗାପୂଜା। ଜଗତ୍‌ସିଂହପୁର ପୌରାଞ୍ଚଳରେ ଏହି ଉତ୍ସବ ଧୁମ୍‌ଧାମ୍‌ରେ ପାଳନ ହେବ। ତେଣୁ ଆଗାମୀ ଦଶହରା...

ଶିଶୁଭବନରେ ଅଗ୍ନିକାଣ୍ଡ

କଟକ ଅଫିସ,୧୩।୩: ଶନିବାର କଟକ ଶିଶୁଭବନରେ ଅଗ୍ନିକାଣ୍ଡ ଘଟିଛି। ସର୍ଟସର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଛି। ତେବେ ଏଥିରେ କୌଣସି ପ୍ରକାର କ୍ଷତି ଘଟି ନ...

ବଳାତ୍କାରୀଙ୍କୁ ୧୦ ବର୍ଷ, ସହଯୋଗୀଙ୍କୁ ୬ ବର୍ଷ ଜେଲ୍‌

ବାରିପଦା ଅଫିସ,୨୨।୧୨: ମୟୂରଭଞ୍ଜ ଜିଲା ବାରିପଦା ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍‌ସୋ କୋର୍ଟରେ ବୁଧବାର ଏକ ନାବାଳିକା ବଳାତ୍କାର ମାମଲାର ରାୟ...

ଟ୍ରକ ଧକ୍କାରେ ସାଇକେଲ ଆରୋହୀ ମୃତ: କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ

କୋଳିମାଟି,୫ା୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ୨୦ ନଂ. ଜାତୀୟ ରାଜପଥର ବୀରଗୋବିନ୍ଦପୁର ଛକ ନିକଟରେ ସୋମବାର ଆଇରନ୍‌ ବୋଝେଇ ଟ୍ରକ୍‌ ଧକ୍କାରେ ଜଣେ ସାଇାକେଲ ଆରୋହୀଙ୍କ ମୃତ୍ୟୁ...

୧୦ ଦଫା ଦାବିରେ ଜିଲାପାଳଙ୍କ କାର୍ଯ୍ୟାଳୟରେ ବିକ୍ଷୋଭ

ରାୟଗଡ଼ା ଅଫିସ,୧୮।୧୨: ରାୟଗଡ଼ା ଜିଲା ନିର୍ମାଣ ଶ୍ରମିକ ମହାସଂଘ ପକ୍ଷରୁ ୧୦ ଦଫା ଦାବିରେ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଡିଏଲ୍‌ସି ନିଜେ...

ସିଂହଦ୍ୱାରରେ ଜମିଲା ମେଳଣ

ପୁରୀ ଅଫିସ, ୧୦ା୧୦: ଶେଷ ହୋଇଛି ଦଶହରା। ଧରାପୃଷ୍ଠରୁ ବିଦାୟ ନେଇଛନ୍ତି ଜଗଜ୍ଜନନୀ ମା’ ଦୁର୍ଗା। ମୃଣ୍ମୟୀ ଦୁର୍ଗାଙ୍କ ବିସର୍ଜନ ପରେ ଏକାଦଶୀରେ ଶ୍ରୀକ୍ଷେତ୍ରରେ ପାରମ୍ପରିକ...

କଏଦୀଙ୍କ ପାଇଁ ଗୁଟ୍‌ଖା ନେଇ ମହିଳା ୱାର୍ଡେନ ନିଲମ୍ବିତ

ମାଲକାନଗିରି,୩୧ା୧୦(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଉପ କାରାଗାରରେ କଏଦୀଙ୍କ ପାଇଁ ଗୁଟ୍‌ଖା ନେଉଥିବା ବେଳେ ଧରାପଡ଼ି ଜଣେ କର୍ମଚାରୀ ନିଲମ୍ବିତ ହୋଇଛନ୍ତି। ସେ ହେଲେ ମହିଳା ୱାର୍ଡେନ...

ଘାଟିରେ ଓଲଟିଲା ଟ୍ରାକ୍ଟର: ୧୮ ଶ୍ରମିକ…

ରାୟଗଡ଼ା ଅଫିସ,୧୩।୧୧: ରାୟଗଡ଼ା ଜିଲା ଗୁଣୁପୁର ବ୍ଲକ ଟଲଣା ଘାଟିରେ ଅଘଟଣ ଘଟିଛି। ଭାରସାମ୍ୟ ହରାଇ ଟ୍ରାକ୍ଟର ଓଲଟି ୧୮ ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ...

Advertisement
Archives

Model This Week