ହୋମ୍‌ କ୍ୱାରାଣ୍ଟାଇନ୍‌ରେ ପରିବାରର ୪ ସଦସ୍ୟ

ବ୍ରହ୍ମପୁର ଅଫିସ,୮ା୪-ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଭୁବନେଶ୍ୱରରେ ଅଧିକ କରୋନା ସଂକ୍ରମିତ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଫେରନ୍ତାଙ୍କୁ ହୋମ କ୍ୱାରାଣ୍ଟାଇନ୍‌ରେ ରଖିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏହିକ୍ରମରେ ବୁଧବାର ସକାଳେ ଭୁବନେଶ୍ୱରରୁ ଆସି ବ୍ରହ୍ମପୁରରେ ପହଞ୍ଚିଥିବା ଗୋଟିଏ ପରିବାର ୪ ସଦସ୍ୟଙ୍କୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସୂଚନାପ୍ରକାରେ, ବୁଧବାର ସକାଳେ ଆମ୍ବପୁଆର ନୂଆସାହିରେ ରହୁଥିବା ଗୋଟିଏ ପରିବାରର ୪ ସଦସ୍ୟ ଭୁବନେଶ୍ୱରରୁ ଫେରିଥିବା ନେଇ ସୂଚନା ମିଳିଥିଲା। ଖବରପାଇ ବ୍ରହ୍ମପୁର ତହସିଲଦାର ସିପକ୍‌ କୁମାର ପାତ୍ର ଓ ଗୋପାଳପୁର ଥାନା କର୍ମଚାରୀମାନେ ପହଞ୍ଚି ଯାଞ୍ଚ କରିବା ସହ ଉକ୍ତ ପରିବାରଙ୍କୁ ହୋମ କ୍ୱାରାଣ୍ଟାଇନ୍‌ରେ ରହିବାକୁ କହିିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପରସ୍ପର କଥା ହେଉନାହାନ୍ତି କି କୋହଲି-ଗମ୍ଭୀର: କୋଚ କଲେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୭।୭: ବିରାଟ କୋହଲି ଏବଂ ଟିମ ଇଣ୍ଡିଆର ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ମଧ୍ୟରେ ସମ୍ପର୍କକୁ ନେଇ ବହୁତ ସମୟ ଧରି କଳ୍ପନାଜଳ୍ପନା ଚାଲିଛି। ଗତ ବର୍ଷ…

ରେଳ ବିଭାଗର ବଡ଼ ଅପ୍‌ଡେଟ୍‌: ଜୁଲାଇ ୨୦ରେ ଏସବୁ ରୁଟ୍‌ରେ ଟ୍ରେନ୍‌ ବାତିଲ, ଯାଞ୍ଚ୍‌ କରିନିଅନ୍ତୁ ସ୍ଥିତି…

ନୂଆଦିଲ୍ଲୀ,୧୭ା୭: ପ୍ରତ୍ୟେକ ଟ୍ରେନ୍‌ ଯାତ୍ରୀ ଜାଣିଛନ୍ତି ଗୋଟିଏ ଟିକେଟ୍‌ କନ୍‌ଫର୍ମ ହେବା କେତେ କଷ୍ଟକର। କନ୍‌ଫର୍ମ ଟିକେଟଗୁଡ଼ିକ ଆର୍‌ଏସି କିମ୍ବା ଓ୍ବେଟିଂ ଲିଷ୍ଟକୁ ଟ୍ରାନ୍ସଫର କରାଯାଏ। ବହୁ…

ଜୈଶ-ଇ-ମହମ୍ମଦର ୫ ଆତଙ୍କବାଦୀ ଗିରଫ; ଦେଶବ୍ୟାପୀ ବିସ୍ଫୋରଣ ଯୋଜନା ପଣ୍ଡ

ଅହମଦାବାଦ,୧୭।୭: ଗୁଜୁରାଟ ATS ଜୈଶ-ଇ-ମହମ୍ମଦ ସହିତ ଜଡିତ ୫ ଜଣ ଆତଙ୍କବାଦୀଙ୍କୁ ଗିରଫ କରିଛି। ଜୈଶ ଆତଙ୍କବାଦୀଙ୍କ ସମ୍ପର୍କରେ ଗୁପ୍ତ ସୂଚନା ପାଇ ଗୁଜୁରାଟ ଆତଙ୍କବାଦ ନିରୋଧୀ…

ଶୋଇଥିବାବେଳେ ଘର ମାଲିକାଣୀଙ୍କୁ ବାହାର ପଟୁ ଶିକୁଳି ମାରି ୪ ଛେଳି ଧରି ଛୁ, ସକାଳୁ ଉଠି ଦେଖିଲା ବେଳକୁ…

ପାଟଣା ,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଜଗନ୍ନାଥ ବାରିକଙ୍କ ଘର ଭିତରୁ…

ବୃଦ୍ଧ, ଗୁରୁତର ଅସୁସ୍ଥ କଏଦୀଙ୍କ ପାଇଁ ଖୁସି ଖବର: ସୁପ୍ରିମକୋର୍ଟ ଜାରି କଲେ ନୂଆ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୭।୭: ଦେଶର ବିଭିନ୍ନ ଜେଲ୍‌ରେ ବନ୍ଦୀ ଥିବା ବୃଦ୍ଧ, ଗୁରୁତର ଅସୁସ୍ଥ ଏବଂ ଅକ୍ଷମ କଏଦୀମାନଙ୍କ ପାଇଁ ସୁପ୍ରିମକୋର୍ଟ ଏକ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ସମସ୍ତ ରାଜ୍ୟ…

ଛାତ୍ରଙ୍କ ସ୍କୁଲ ବ୍ୟାଗ୍‌ରେ ନାଗ ସାପ, ଖୋଲିବା ମାତ୍ରେ କଲା ସୁ ସୁ ଗର୍ଜନ, ଭିଡିଓ ଦେଖିଲେ…

ଭୋପାଳ,୧୭ା୭: ମଧ୍ୟପ୍ରଦେଶର ସାଗର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଛାତ୍ରଙ୍କ ବ୍ୟାଗରୁ ହଠାତ୍‌ ଏକ ସାପ ବାହାରିଲା। ବିଷାକ୍ତ ସାପ ଦେଖିବା ପରେ…

ମର୍ମନ୍ତୁଦ ଦୁର୍ଘଟଣା; ସ୍କୁଲ ଭ୍ୟାନକୁ ପିଟିଲା ପାସେଞ୍ଜର ଟ୍ରେନ, ୨ ଛାତ୍ରଙ୍କ ସମେତ ୩ ମୃତ

କୋଲକାତା,୧୭।୭:ପଶ୍ଚିମବଙ୍ଗର ମୁର୍ଶିଦାବାଦ ବରହମପୁରରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି । ପିଲାମାନଙ୍କୁ ନେଇ ଯାଉଥିବା ଏକ ସ୍କୁଲ ଭ୍ୟାନକୁ ଧକ୍କା ଦେଲା ଟ୍ରେନ୍ । ଏହି…

ପ୍ରେମ ବିବାହର ୩ ବର୍ଷ ପରେ ବଦଳିଗଲା ସ୍ବାମୀର ମନ, ଖାଇବାକୁ ଦେବା ବାହାନାରେ ପାହାଡ଼କୁ ନେଇ କାଟିଦେଲେ….

ଭୋପାଳ,୧୭।୭: ମଧ୍ୟପ୍ରଦେଶର ଦେବାସ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ତାଙ୍କ ନିଜ ପତ୍ନୀଙ୍କୁ ନିର୍ମମ ଭାବରେ ଆକ୍ରମଣ କରିଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri