ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିପାରିବେ ଗର୍ଭବତୀ, ଶିଶୁ ଓ ବୃଦ୍ଧାବୃଦ୍ଧ

ଫୁଲବାଣୀ ଅଫିସ, ୧୪ା୫- ସଙ୍ଗରୋଧ କେନ୍ଦ୍ରରେ ରହୁଥିବା ଲୋକମାନଙ୍କ ମଧ୍ୟରୁ ଗର୍ଭବତୀ, ପ୍ରସୂତି, ୬୦ବର୍ଷରୁ ଊର୍ଦ୍ଧ୍ୱ ବୃଦ୍ଧାବୃଦ୍ଧ, ଦିବ୍ୟାଙ୍ଗ ଓ ୫ ବର୍ଷରୁ କମ୍‌ ଶିଶୁ ଯେଉଁମାନଙ୍କର ସ୍ବାବ ନମୂନା ନେଗେଟିଭ ଆସିବ ସେମାନେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ କ୍ୱାରାଣ୍ଟାଇନ୍‌ରେ ରହିପାରିବେ। ଏନେଇ ଜିଲା ମୁଖ୍ୟ ଚିକିତ୍ସା ତଥା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ରାଜ୍ୟଶ୍ରୀ ପଟ୍ଟନାୟକ ଏକ ବିଜ୍ଞପ୍ତି ଜାରି କରିଛନ୍ତି। ସେହି ବ୍ୟକ୍ତିମାନେ ନିଜ ଇଚ୍ଛାରେ ଏକ ଅଣ୍ଡରଟେକିଙ୍ଗ ଦେଇ ହୋମ୍‌ କ୍ୱାରେନଟାଇନରେ ରହିବେ। ତେବେ ହୋମ କ୍ୱାରେନଟାଇନରେ ରହିବା ସମୟରେ କୋଭିଡ଼-୧୯ର ସମସ୍ତ ଗାଇଡ଼୍‌ ଲାଇନକୁ ମାନି ଚଳିବାକୁ ପଡ଼ିବ। ଯଦି ଏହି ସମୟରେ କରୋନା ସଂକ୍ରମଣର କିଛି ଲକ୍ଷଣ ଦେଖାଯାଏ, ତାହାଲେ ସେମାନେ ତୁରନ୍ତ ସ୍ବାସ୍ଥ୍ୟ ବିଭାଗକୁ ଖବର ଦେବାକୁ ବିଜ୍ଞପ୍ତିରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୈନିକ ସଡ଼କ ସୁରକ୍ଷା ନିୟମ ମନେ ରଖିବାକୁ ପଡ଼ିବ: ଜିଲାପାଳ

ଛତ୍ରପୁର,୧୧।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ୩୧ତମ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ଶନିବାର ଶୁଭାରମ୍ଭ ହୋଇଛି। ଏହା ୧୭ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅବସରରେ ଛତ୍ରପୁରସ୍ଥିତ ସଂସ୍କୃତି...

ଦୁର୍ଗା ମନ୍ଦିରକୁ ସିଲ୍‌ କରିଦେଲା ପ୍ରଶାସନ

ସରଣ୍ଡା,୨୯।୩(ଡି.ଏନ.ଏ)-ବରଗଡ଼ ଜିଲା ଅତାବିରାରେ ରହିଥିବା ଦୁର୍ଗା ମନ୍ଦିରକୁ ଶନିବାର ପ୍ରଶାସନ ପକ୍ଷରୁ ସିଲ୍‌ କରି ଦିଆଯାଇଛି। ସେଠାକୁ ପ୍ରବେଶ ସମ୍ପୂର୍ଣ୍ଣ ବନ୍ଦ କରି ଦିଆଯାଇଛି ।...

ତୁହାକୁ ତୁହା ବର୍ଷାରେ ବେହାଲ ଗଞ୍ଜାମ ସହର

ଗଞ୍ଜାମ,୧୩।୧୦(ଡି.ଏନ୍‌.ଏ.): ଦୁଇଦିନ ହେଲା ଲଘୁଚାପ ଜନିତ ତୁହାକୁ ତୁହା ବର୍ଷାରେ ଗଞ୍ଜାମ ସହର ବେହାଲ ହୋଇପଡିଛି। ଏହା ଦ୍ୱାରା ଲୋକେ ଘରୁ ବାହାରକୁ ବାହାରି ପାରୁ...

ବଜ୍ରପାତରେ ୨୩ ଗୋରୁ ମୃତ

ପାଲଲହଡ଼ା, ୧୮ା୭(ଡି.ଏନ.ଏ.) – ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ନଗିରା ପଞ୍ଚାୟତ ବାଲିବାହାଳ ଗ୍ରାମରେ ବୁଧବାର ଅପରାହ୍ନରେ ବଜ୍ରପାତ ଘଟି ୨୩ ଗୋରୁଙ୍କ ମୃତ୍ୟୁ ଘଟିଛି।...

କଟକ ସହରରୁ ୯୮ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ, ୧୩।୧୦- କଟକ ସହରରୁ ମଙ୍ଗଳବାର ୯୮ ଜଣ କରୋନା ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୫୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ...

ଦିଗପହଣ୍ଡିରେ ମିଲ ଯୋଜନାର ଶୁଭାରମ୍ଭ

ଦିଗପହଣ୍ଡି,୨୨ା୪(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆରମ୍ଭ କରାଯାଇଥିବା ‘ମିଲ’ ଯୋଜନାର ଶୁଭାରମ୍ଭ ହୋଇଛି। ବିଡ଼ିଓ ହଳଧର ଶବର ନିମଖଣ୍ଡି ପେଣ୍ଠ ପଞ୍ଚାୟତ...

ପ୍ରତିପକ୍ଷ ଓକିଲଙ୍କ ପ୍ରଶ୍ନକୁ ନେଇ ଆପତ୍ତି ଉଠାଇଲେ ବର୍ଷା

କଟକ ଅଫିସ, ୨୦ା୧୨:ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ତାଙ୍କ ସ୍ବାମୀ ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତିଙ୍କ ପାରିବାରିକ ବିବାଦ ମାମଲାର ଶୁଣାଣି ସୋମବାର ପରିବାର...

ମୁମ୍ବାଇରେ ପ୍ରବାସୀ ଓଡ଼ିଆଙ୍କ ମହାନତା, ଗରିବଙ୍କୁ ବଢ଼ାଉଛନ୍ତି ସହାୟତାର ହାତ

ପୁରୁଷୋତ୍ତମପୁର,୨୦।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଡଙ୍କାରି ଗ୍ରାମର ଭାଣ୍ଡି ଗୌରିଶଙ୍କର (୫୫)ଙ୍କ ହାର୍ଟ ସମସ୍ୟା ନେଇ ସେ ମୁମ୍ବାଇର ଫ୍ଳାଟଇନାମା ହସ୍ପିଟାଲ ଚିକିତ୍ସା ଲାଗି...

Advertisement
Archives

Model This Week