ହୋମ୍‌ କ୍ୱାରାଣ୍ଟାଇନ୍‌ ସମ୍ପୂର୍ଣ୍ଣ କଲେ ୧୦ ବିଦେଶ ଫେରନ୍ତା

କେନ୍ଦୁଝର,୨୯ା୩(ଡିଏନ୍‌ଏ): କେନ୍ଦୁଝର ଜିଲାରେ ଲକ୍‌ ଡାଉନ୍‌ ଚତୁର୍ଥ ଦିନରେ ପହଞ୍ଚିଛି। ଶନିବାର ସନ୍ଧ୍ୟା ସୁଦ୍ଧା ଏହି ଜିଲାକୁ ୩୭ଜଣ ବ୍ୟକ୍ତି ବିଦେଶରୁ ଫେରିଥିବା ସୂଚନା ମିଳିଛି। ସମସ୍ତଙ୍କୁ ଜିଲା ସ୍ବାସ୍ଥ୍ୟ ବିଭାଗ ସ୍ବତନ୍ତ୍ର ଟିମ୍‌ ତତ୍ତ୍ୱାବଧାନରେ ହୋମ୍‌ କ୍ୱାରାଣ୍ଟାଇନରେ ରଖାଯାଇଛି। ଏମାନଙ୍କ ମଧ୍ୟରୁ ୧୦ଜଣ ବିଦେଶ ଫେରନ୍ତାଙ୍କ ହୋମ୍‌ କ୍ୱାରାଣ୍ଟାଇନ୍‌ ସମୟ ଶେଷ ହୋଇଥିବା ପ୍ରଶାସନ ତରଫରୁ ଜଣାପଡିଛି। ସମସ୍ତେ ସୁସ୍ଥ ଥିବା ଜଣାପଡିଛି। ସମସ୍ତ ବିଦେଶ ଫେରନ୍ତା ଏବଂ ବିଭିନ୍ନ ରାଜ୍ୟରୁ ଜିଲାକୁ ଫେରିଥିବା ବ୍ୟକ୍ତିବିଶେଷଙ୍କ ଉପରେ କଡା ନଜର ରଖାଯାଇଛି। ଆବଶ୍ୟକ ପଡ଼ିଲେ ସେମାନଙ୍କୁ ଆଇସୋଲେଶନ୍‌ରେ ରଖାଯିବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଛି। ଏଥିପାଇଁ ଜିଲା ସ୍ବାସ୍ଥ୍ୟ ବିଭାଗ ତରଫରୁ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କଳା ତାଲିକାଭୁକ୍ତ ଠିକାଦାରଙ୍କୁ କାମ ନ ଦିଆଯିବା ପାଇଁ ଦାବି

ବରଗଡ଼,୧ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଥାନାଛକ ସମ୍ମୁଖରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ସାଧାରଣରେ ଅସନ୍ତୋଷ ଲାଗି ରହିଛି। ତୋରଣ ନିର୍ମାଣରେ ବ୍ୟାପକ ଅନିୟମିତତା ତଥା…

କଟକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଗଲା

କଟକ,୧ା୬: ପ୍ରେସ୍‌ ଛକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ମାଛ ମାର୍କେଟ ଜଳି ପୋଡ଼ି ପାଉଁଶ ହୋଇଯାଇଥିବାବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି

ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri