ହୋମ୍‌ କ୍ୱାରେଣ୍ଟାଇନ୍‌ରେ ଆଇଏଏସ୍‌ ଅଫିସର ଏସ୍‌.ଭିନିଲକ୍ରିଷ୍ଣା

ଭୁବନେଶ୍ୱର,୧୭।୩(ବ୍ୟୁରୋ): ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ପରେ ଏବେ ଆଇଏଏସ୍‌ ଅଫିସର ଏସ୍‌.ଭିନିଲକ୍ରିଷ୍ଣା ହୋମ୍‌ କ୍ୱାରେଣ୍ଟାଇନ୍‌ରେ ରହିଛନ୍ତି। ଏ ସମ୍ପର୍କରେ ସେ ଏକ ଭିଡିଓ ଜାରି କରି ମଙ୍ଗଳବାର ପ୍ରତିକ୍ରିୟା ରଖିଛନ୍ତି। ବିଦେଶରୁ ଫେରିବା ପରେ ସେ ସରକାରଙ୍କ ଓ୍ବେବ୍‌ସାଇଟ୍‌ରେ ରେଜିଷ୍ଟ୍ରେସନ କରିଛନ୍ତି। ସୁସ୍ଥ ଥିଲେ ବି ଗାଇଡ୍‌ଲାଇନ୍‌ ଅନୁଯାୟୀ କ୍ୱାରେଣ୍ଟାଇନ୍‌ରେ ଥିବା ସେ କହିଛନ୍ତି।

ପ୍ରକାଶ ଯେ, ଗଜପତି ମହାରାଜା ଆମେରିକାରୁ ସପରିବାର ଫେରିବା ପରେ ୧୪ ଦିନ ଲାଗି ହୋମ୍‌ କ୍ୱାରେଣ୍ଟାଇନ୍‌ରେ ରହିଥିବା ତାଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୂଳରେ ଚାଲିଥିଲା ବ୍ରାଉନସୁଗାର କାରବାର, ଅତିର୍କିତ ଚଢ଼ାଉ କରି ୩ ଅଭିଯୁକ୍ତଙ୍କୁ…

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜୀରା ନଦୀକୂଳରେ ବ୍ରାଉନସୁଗାର କାରବାର ଚାଲିଥିବା ସମୟରେ ପୋଲିସ ଅତର୍କିତ ଚଢ଼ାଉ କରିଥିଲା। ଚଢ଼ାଉରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ…

ପାଠ୍ୟପୁସ୍ତକରେ ଗୁରୁତର ତ୍ରୁଟି: ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ବିଜେଡି ଯୁବଛାତ୍ର

କେନ୍ଦୁଝର,୨୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟରେ ପାଠ୍ୟ ପୁସ୍ତକରେ ଗୁରୁତର ତ୍ରୁଟିକୁ ନେଇ ବିଜୁ ଜନତା ଦଳର ଯୁବ ଛାତ୍ର ଶାଖା ତରଫରୁ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛି।…

ଗଞ୍ଜାମ ଜିଲା ଭାଜପା ଯୁବମୋର୍ଚ୍ଚାର ଉପସଭାପତି ଭାବେ ପି.ରାମବାବୁ ନିଯୁକ୍ତ, କହିଲେ ଦଳର…

ଛତ୍ରପୁର,୨୩ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନଆର୍ଯ୍ୟପଲ୍ଲୀ ଗ୍ରାମର ଯୁବ ସଂଗଠକ ପି. ରାମବାବୁଙ୍କୁ ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ଗଞ୍ଜାମ ଜିଲା…

ଥୁଆମୂଳ ରାମପୁରକୁ ପର୍ଯ୍ୟଟନ ହବ୍‌ରେ ପରିଣତ କରିବା ପାଇଁ ଉପମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ଥୁଆମୂଳ ରାମପୁର,୨୩ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ବିଭିନ୍ନ ପର୍ଯ୍ୟଟନସ୍ଥଳୀର ସୌନ୍ଦର୍ଯ୍ୟକରଣ, ଭିତ୍ତିଭୂମିର ଉନ୍ନତି ଓ ସାମଗ୍ରିକ ବିକାଶ ପାଇଁ…

ନିଟ୍‌ ପ୍ରଶ୍ନପତ୍ର ଲିକ୍‌ ନେଇ ପ୍ରତିବାଦ, ବ୍ଲକ୍‌ କାର୍ଯ୍ୟାଳୟ ସମ୍ମୁଖରେ ଛାତ୍ରୀଛାତ୍ର ଏକାଠି ହୋଇ…

କେସିଙ୍ଗା,୨୩ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା ୟୁଥ ଆସୋସିଏଶନର ସଭାପତି ଶମ୍ଭୁ ବିଶିଙ୍କ ନେତୃତ୍ୱରେ ନିଟ୍‌ ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍‌ ଘଟଣାକୁ ନେଇ ୪ଦଫା ଦାବିପତ୍ର,…

ବିଲ ଭିତରକୁ ଓଲଟିଲା ବସ୍‌, ଭିତରେ ଥିଲେ ୫୦ ଯାତ୍ରୀ, ଆର୍ତ୍ତ ଚିତ୍କାର ଶୁଣି…

ନବରଙ୍ଗପୁର,୨୩ା୭(ସଦାଶିବ ପ୍ରହରାଜ): ୫୦ ଯାତ୍ରୀ ଥିବା ଏକ ବସ୍‌ ଗୁରୁବାର ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ବିଲ ମଧ୍ୟକୁ ଓଲଟି ପଡ଼ିଛି। ଫଳରେ ୧୫ରୁ ଅଧିକ ଯାତ୍ରୀ…

ସରକାରୀ ଔଷଧ ଗୋଦାମ ପାର୍ଶ୍ଵରେ ପଡ଼ିଛି କୁଢ଼ କୁଢ଼ ଔଷଧ, ଏକ୍ସପାୟାରି…

ମୋହନା,୨୩।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଗୋଦାମ ଗୃହ ପାର୍ଶ୍ୱରେ ଥିବା ସରକାରୀ ପରିତ୍ୟକ୍ତ ଘର ଓ ବାହାରେ କୁଢ଼ କୁଢ଼ ଔଷଧ…

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri