ହୋମ୍‌ ସର୍ଭିସ୍‌ ଦେଉଥିବା ସେଲୁନ୍‌ ମାଲିକଙ୍କୁ ଦେବାକୁ ପଡ଼ିବ ୨୫ ହଜାର ଜରିମାନା

ରାୟପୁର,୧୬।୫: କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାରତରେ ଲକ୍‌ଡାଉନ୍‌ ଜାରି ହୋଇଛି। ଲୋକେ ବହୁ ଦିନ ଧରି ଘରେ ବନ୍ଦ ରହିଛନ୍ତି। ଲୋକଙ୍କ ମୁଣ୍ଡ କେଶ ବଢୁଥିଲେ ମଧ୍ୟ ସେଲୁନ୍‌ ବନ୍ଦ ଥିବାରୁ ସେମାନେ କେଶ କାଟିବା ସମ୍ଭବ ହେଉନାହିଁ। ଏପରିସ୍ଥଳେ କିଛି ସେଲୁନ୍‌ ମାଲିକ ହୋମ୍‌ ସର୍ଭିସ୍‌ ଦେବା ଆରମ୍ଭ କରିଛନ୍ତି। ତେବେ ଛତିଶଗଡ଼ର ରାଜନନ୍ଦଗାଓଁ ଜିଲାରେ ଏଭଳି ସର୍ଭିସ୍‌ ଦେଉଥିବା ସେଲୁନ ମାଲିକଙ୍କ ଉପରେ ୨୫ ହଜାର ଟଙ୍କାର ଜରିମାନା ଦଣ୍ଡାଦେଶ ଘୋଷଣା କରାଯାଇଛି। ଜିଲାର ସେଲୁନ ମାଲିକ ସଂଘ ପକ୍ଷରୁ ଏଭଳି ଘୋଷଣା ହୋଇଛି। ସଂଘ ପକ୍ଷରୁ ସେଲୁନ୍‌ ସକାଳ ୭ଟାଠାରୁ ୧୨ଟା ପର୍ଯ୍ୟନ୍ତ ଖୋଲା ରଖିବା ପାଇଁ ସ୍ଥାନୀୟ ପ୍ରଶାସନର ଅନୁମତି ଲୋଡାଯାଇଛି। ଏହାଦ୍ୱାରା ସାମ୍ପ୍ରତିକ ସଙ୍କଟ ଜନକ ସମୟରେ ସେଲୁନ ମାଲିକଙ୍କ କାରବାର ହୋଇ ପାରିବ ବୋଲି ସଂଘ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri