ହୋମ କ୍ବାରାଣ୍ଟାଇନରେ ଥାନା ଅଧିକାରୀ

ବରଗଡ଼ ଅଫିସ୍‌,୨୫।୪- ବରଗଡ଼ ଜିଲା ମେଲଛାମୁଣ୍ଡା ଥାନା ଅଧିକାରୀ ସ୍ବପ୍ନାରାଣୀ ଗୋଚ୍ଛାୟତ ହୋମ କ୍ବାରାଣ୍ଟାଇନରେ ରହିବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି। ସୂଚନା ଅନୁଯାୟୀ, ଥାନା ଅଧିକାରୀ ଗୋଚ୍ଛାୟତ ଏକ ଚାରିଚକିଆ ଗାଡ଼ିରେ ଗତ ୧୬ତାରିଖ ବାଲେଶ୍ୱର ଜିଲାକୁ ଯାଇଥିଲେ। ସେଠାରୁ ସେ ମେଲଛାମୁଣ୍ଡାକୁ ଗତ ୧୮ତାରିଖ ଫେରିଥିଲେ । ତାଙ୍କ ସହିତ ଥାନା ଅଧିକାରୀଙ୍କ ଆଉଜଣେ ସମ୍ପର୍କୀୟ ମଧ୍ୟ ଆସିଛନ୍ତି। ଏଠାକୁ ପହଞ୍ଚିବା ପରେ ତାଙ୍କୁ ୧୮ତାରିଖରୁ ମେ ୧ତାରିଖ ପର୍ଯ୍ୟନ୍ତ ହୋମ କ୍ବାରେଣ୍ଟାଇନରେ ରହିବାକୁ ପଦ୍ମପୁର(ରାଜବୋଡ଼ସମ୍ବର) ବିଡ଼ିଓ ଶଙ୍କର୍ଷଣ ବେହେରା ପରାମର୍ଶ ଦେଇଛନ୍ତି। ତେବେ ବାଲେଶ୍ୱର ଜିଲାରେ କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣ ବଢ଼ିଚାଲି ଥିବାବେଳେ କେଉଁ ପରିସ୍ଥିତିରେ ସେଠାକୁ ଯିବା ପାଇଁ ଅନୁମତି ତଥା ଗାଡ଼ିପାସ୍‌ ମିଳିଥିଲା ତାହାକୁ ନେଇ ଏବେ ଚର୍ଚ୍ଚା ଜୋର୍‌ ଧରି ବସିଛି।


Enter your email to get our daily news in your inbox.

All Right Reserved By Dharitri.Com

ହେବନାହିଁ ୯ମ ଶ୍ରେଣୀ ଇତିହାସ-ଭୂଗୋଳ ପରୀକ୍ଷା

ଭୁବନେଶ୍ୱର,୧୦ା୪(ବ୍ୟୁରୋ): କରୋନାର ପ୍ରଭାବ ପଡ଼ିଛି ରାଜ୍ୟର ଶିକ୍ଷା ବ୍ୟବସ୍ଥା ଉପରେ। ଚଳିତ ୧୪ରେ ଶେଷ ହେବାକୁ ଥିବା ଲକ୍‌ଡାଉନ୍‌ ଅବଧି ୩୦କୁ ବୃଦ୍ଧି ପାଇବା ପରେ...

ବିଡିଓଙ୍କୁ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ଦାବିପତ୍ର

କର୍ଲାମୁଣ୍ଡା,୨୨।୧୧(ଡି.ଏନ୍‌.ଏ.):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଅଲ ଓଡ଼ିଶା ଅଙ୍ଗନଓ୍ବାଡ଼ି ଲେଡିଜ ୱାର୍କସ ଆସୋସିଏଶନ କର୍ଲାମୁଣ୍ଡା ଶାଖା ପକ୍ଷରୁ ଅଙ୍ଗନୱାଡି କର୍ମୀମାନେ ସୋମବାର ବିଡିଓଙ୍କୁ ଏକ ଦାବିପତ୍ର...

ବାହାର ରାଜ୍ୟରୁ ଆସିଥିବା ୨ଜଣଙ୍କୁ ବାଲେଶ୍ୱର ସ୍ଥାନାନ୍ତର

ସୋର, ୧୫ା୪(ଡି.ଏନ୍‌.ଏ.)-ମହାମାରୀ କରୋନା କୋଭିଡ଼-୧୯କୁ ରୋକିବା ପାଇଁ ଏବେ ଲକ୍‌ଡାଉନ୍‌ ନିୟମ କଡାକଡି ପାଳନ କରାଯାଉଛି। ରାଜ୍ୟ ବାହାରକୁ କିମ୍ବା ରାଜ୍ୟକୁ ଫେରୁଥିବା ଲୋକଙ୍କ ଉପରେ...

୨ ପାଚିକାଙ୍କୁ କାର୍ଯ୍ୟରୁ ବହିଷ୍କାର ଘଟଣା : ଗୁହାରି ଶୁଣୁନାହାନ୍ତି ଡିଇଓ, ଧାରଣା ୩ ଦିନରେ

ବ୍ରହ୍ମପୁର ଅଫିସ,୨୧ା୧୨-ବ୍ରହ୍ମପୁର ଆସ୍କାରୋଡ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୨ ପାଚିକାଙ୍କୁ କାର୍ଯ୍ୟରୁ ବହିଷ୍କାର କରାଯାଇଛି। ନ୍ୟାୟ ଦାବିରେ ଉଭୟେ ଗିରିରୋଡସ୍ଥିତ ଜିଲା ଶିକ୍ଷାଧିକାରୀ (ଡିଇଓ)ଙ୍କ...

ପ୍ରକଳ୍ପ ଅସମ୍ପୂର୍ଣ୍ଣ: ରେଳ ଚଳାଚଳ ନେଇ ଅନିଶ୍ଚିତତା

ଯାଜପୁର ଅଫିସ,୧୦।୭ – ଉପକୂଳ ଓଡ଼ିଶାର ଯାଜପୁର, କେନ୍ଦ୍ରାପଡ଼ା ଏବଂ ଜଗତସିଂହପୁର ଜିଲାକୁ ରେଳରାସ୍ତା ମାଧ୍ୟମରେ ଯୋଡୁଥିବା ୮୨ କିଲୋମିଟର ଲମ୍ବ ହରିଦାସପୁର-ପାରାଦୀପ ରେଳପଥରେ ଖୁବ୍‌ଶୀଘ୍ର...

ଘୋଡାହାଡ଼ ନଦୀରେ ବୁଡ଼ି ଯୁବକ ମୃତ

ପାଟପୁର,୯ା୩- ପାଟପୁର ଥାନା ଜଲମରା ଗ୍ରାମ ନିକଟ ଘୋଡାହାଡ଼ ନଦୀରେ ବୁଡ଼ି ସୋମବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି l ସେ ହେଲେ ପଳାସପୁର ଗ୍ରାମର...

ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ

ପୁରୀ ଅଫିସ୍‌, ୨୫।୧୧: ଶ୍ରୀମନ୍ଦିର ଭିତରକୁ ମୋବାଇଲ ଫୋନ ନେବା ଉପରେ କଡା କଟକଣା ଲାଗୁ ହୋଇଛି। ଏଥିପାଇଁ ଶ୍ରୀମନ୍ଦିର ଚାରିଦ୍ୱାରରେ ବଡ ବଡ ସୂଚନା...

ରାଜ୍ୟରେ ୬୯ କରୋନା ଆକ୍ରାନ୍ତ ଚିହ୍ନଟ: ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୧୦।୩(ବ୍ୟୁରୋ): ରାଜ୍ୟରେ ବୁଧବାର ୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୪୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୮ ଜଣ ଲୋକାଲ...

Advertisement
Archives

Model This Week