ହୋମ କ୍ବାରାଣ୍ଟାଇନ୍‌ରେ ୧୪ ଶିଷ୍ୟଙ୍କ ସହ ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ, ୨୪।୩: ପୁରୀ ଗୋବର୍ଦ୍ଧନ ମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ ମହାରାଜ ହୋମ କ୍ବାରାଣ୍ଟାଇନରେ ରହିଛନ୍ତି। ଶଙ୍କରାଚାର୍ଯ୍ୟ ସୋମବାର ସନ୍ଧ୍ୟାରେ ବିମାନ ଯୋଗେ ଦିଲ୍ଲୀରୁ ଭୁବନେଶ୍ୱରରେ ପହଞ୍ଚିଥିଲେ। କାର୍‌ ଯୋଗେ ଶଙ୍କରାଚାର୍ଯ୍ୟ ତାଙ୍କର ୧୪ଜଣ ଶିଷ୍ୟଙ୍କ ସହ ସାଢ଼େ ୯ଟାରେ ଗୋବର୍ଦ୍ଧନ ମଠରେ ପହଞ୍ଚିଲେ। ବର୍ତ୍ତମାନ ସେମାନେ ଗୋବର୍ଦ୍ଧନ ମଠରେ ହୋମ୍‌ କ୍ୱାରାଣ୍ଟାଇନରେ ଅଛନ୍ତି। ସମସ୍ତେ ସୁସ୍ଥ ଥିବା ମଠ ମୁଖପାତ୍ର ମନୋଜ ଜେନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବଭାରତୀୟ ପ୍ରଧାନପାଟ କପ୍‌ ଫୁଟବଲ ଟୁର୍ନାମେଣ୍ଟ :ନାଲକୋ ଚାମ୍ପିୟନ

ଦେବଗଡ଼଼,୧୩ା୧(ଡି.ଏନ.ଏ.): ଦେବଗଡ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ସର୍ବଭାରତୀୟ ପ୍ରଧାନପାଟ କପ ଫୁଟବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି ା ଫାଇନାଲ ମ୍ୟାଚ ଅନୁଗୋଳ ଜିଲା ନାଲକୋ...

ପରଲୋକରେ ଜୟନ୍ତ ମହାପାତ୍ର

ଭୁବନେଶ୍ୱର,୨୭।୮(ଶର୍ମିଷ୍ଠା ପାଣିଗ୍ରାହୀ): ବିଶିଷ୍ଟ କବି ଜୟନ୍ତ ମହାପାତ୍ରଙ୍କର ରବିବାର ରାତି ୯ଟାରେ କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ପରଲୋକ ଘଟିଛି।...

ନୂତନ ଜିଲା ମୁଖ୍ୟ ଚିକିତ୍ସାଳୟକୁ ବର୍ଷେ ପୂରିଲା : ନିର୍ମାଣ ହୋଇପାରୁନି ସମ୍ମୁଖ ରାସ୍ତା

ଢେଙ୍କାନାଳ ଅଫିସ,୨୮ା୫ ଢେଙ୍କାନାଳ ସହରସ୍ଥିତ ଦକ୍ଷିଣକାଳୀ ରୋଡରେ ନିର୍ମିତ ନୂତନ ଜିଲା ମୁଖ୍ୟ ଚିକିତ୍ସାଳୟକୁ ବର୍ଷେ ପୂରିଯାଇଛି। ହେଲେ ଆଜି ପର୍ଯ୍ୟନ୍ତ ଆରମ୍ଭ ହୋଇପାରୁନି ଚିକିତ୍ସାଳୟରୁ...

ବୋଲେରୋରେ ଚାଲାଣ ହେଉଥିଲା ଦେଶୀ ମଦ, ୩ ଗିରଫ

ବାହାନଗା, ୩୧ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାହାସପୁରାସ୍ଥିତ ସଲ୍ଟ ରୋଡରୁ ଗୋପାଳପୁର ଫାଣ୍ଡି ପୋଲିସ୍‌ ୩ଶହ ଲିଟର ଦେଶୀମଦ ସହିତ ଏକ ବୋଲେରୋକୁ ଜବତ କରିଛନ୍ତି।...

ହାତୀ ଆତଙ୍କ: ପୁଣି ଭାଙ୍ଗିଲା ୪ ଘର

ଜମନକିରା,୧୫।୨(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ବାମରା ବନ୍ୟପ୍ରାଣୀ ବନାଞ୍ଚଳ ଅଧୀନ ବଡ଼ରମା ରେଞ୍ଜ ଖର୍ସନମାଲ ଗାଁରେ ଗତ ୨ ତାରିଖ ବିଳମ୍ବିତ ରାତିରେ ଗୋଟିଏ...

ଗ୍ରାହକଙ୍କ ଲାଗି ତନିସ୍କର ସ୍ବତନ୍ତ୍ର କାର୍ଯ୍ୟକ୍ରମ

ଅନୁଗୋଳ ଅଫିସ,୧୯।୧ – ପ୍ରମୁଖ ଗହଣା ବ୍ରାଣ୍ଡ ତନିସ୍କ ପକ୍ଷରୁ ଅନୁଗୋଳ ଶୋ’ରୁମରେ ଏହାର ଗ୍ରାହକଙ୍କ ଲାଗି ସ୍ବତନ୍ତ୍ର କାର୍ଯ୍ୟକ୍ରମ ଶନିବାର ଅନୁଷ୍ଠିତ ହୋଇଯାଇଛି। କମ୍ପାନୀ...

ପୋଲିସ କଲା ରାଜପଥ ମରାମତ

କାମାକ୍ଷାନଗର,୧।୬(ଡି.ଏନ.ଏ.) ମହାମାରୀ ସମୟରେ ଆଗଧାଡ଼ିର ଯୋଦ୍ଧା ଭାବେ ଦିନରାତି କାର୍ଯ୍ୟ କରୁଥିବା ପୋଲିସ ରାଜପଥ ମରାମତି ପରି କାର୍ଯ୍ୟ କରି ବେଶ୍‌ ପ୍ରଶଂସା ସାଉଣ୍ଟିଛି। ଏହି...

ଆମ୍ବ ତୋଳିବା କାଳ ହେଲା: ପାଣିରେ ବୁଡି ଦୁଇ ଭଉଣୀଙ୍କ ମୃତ୍ୟୁ

ବାହାନଗା, ୫ା୬(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାହାସପୁରା ଗ୍ରାମରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଆମ୍ବ ତୋଳିବାକୁ ଯାଇ ଦୁଇ ଭଉଣୀ...

Advertisement
Archives

Model This Week