ହୋମ କ୍ୱାରାଣ୍ଟାଇନ୍‌ରେ ବ୍ୟାଙ୍କ କର୍ମଚାରୀ; ବିନା ଅନୁମତିରେ ବୁଲିବା ମହଙ୍ଗା ପଡ଼ିଲା

ଭଞ୍ଜନଗର,୯।୪(ଡି.ଏନ.ଏ.)-ଲକ୍‌ଡାଉନ ଲୋକେ ବିନା କାରଣରେ ବାହାରେ ବୁଲିଲେ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ଭଞ୍ଜନଗର ସହରସ୍ଥିତ ଏକ ବ୍ୟାଙ୍କର ୨ କର୍ମଚାରୀ ବୁଧବାର ମଧ୍ୟାହ୍ନରେ କୌଣସି ଅନୁମତି ନ ନେଇ ଭଞ୍ଜନଗରରୁ ବେଲଗୁଣ୍ଠା ଅଭିମୁଖେ ଯାଉଥିବା ବେଳେ ଉପଜିଲାପାଳ ରାଜେନ୍ଦ୍ର ମିଞ୍ଜଙ୍କ ହାବୁଡ଼ରେ ପଡ଼ିଥିଲେ। ବ୍ୟାଙ୍କ କର୍ମଚାରୀଦ୍ୱୟଙ୍କୁ ସେ ଅଟକାଇ ପାଶ୍‌ ମାଗିଥିଲେ। ହେଲେ ସେମାନେ ତାହାଦେଖାଇ ନ ଥିଲେ। ତେଣୁ ଉଭୟଙ୍କୁ ଏନ୍‌ଏସି କ୍ୱାରାଣ୍ଟାଇନ୍‌ କେନ୍ଦ୍ରକୁ ନିଆଯାଇଥିଲା। ପରେ ବ୍ୟାଙ୍କ ପରିଚାଳକଙ୍କୁ ଡାକି ଉପଜିଲାପାଳ ତାଗିଦ୍‌ କରିବା ପରେ କର୍ମଚାରୀଦ୍ୱୟଙ୍କୁ ୧୪ ଦିନ ପାଇଁ ହୋମ କ୍ୱାରାଣ୍ଟାଇନ୍‌ରେ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏଥିରେ ସେମାନେ ଖିଲାପ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଉପଜିଲାପାଳ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri