ହୋଲିରେ ଦୁର୍ଘଟଣା: କେନ୍ଦୁଗୁଡ଼ା ଡ୍ୟାମ୍‌ରେ ବୁଡ଼ି ୩ ମୃତ

ରାୟଗଡ଼ା ଅଫିସ,୧୦ା୩: ରାୟଗଡ଼ା ଜିଲା ପଦ୍ମପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ହୋଲି ଖେଳି ୩ ସାଙ୍ଗ ଅପରାହ୍ନରେ ଗାଧୋଇବାକୁ ଯାଇଥିବାବେଳେ କେନ୍ଦୁଗୁଡ଼ା ବଡ଼ନାଳ ଡ୍ୟାମରେ ବୁଡ଼ି ମୃତ୍ୟୁ ଘଟିଛି। ସେମାନେ ହେଲେ ପଦ୍ମପୁର ଗ୍ରାମର ଏ. ବରୁଣ ଆଚାରୀ(୧୯), ସୁରେଶ ଚନ୍ଦ୍ର ଚୌଧୁରୀ(୧୭) ଏବଂ କେ. ଅଭିଷେକ କୁମାର(୧୬)। ସେମାନଙ୍କ ମୃତଦେହ ଉଦ୍ଧାର କରାଯାଇ ପଦ୍ମପୁର ଚିକିତ୍ସାଳୟରେ ରଖାଯାଇଥିବାବେଳେ ବ୍ୟବଚ୍ଛେଦ ପାଇଁ ଗୁଣପୁର ପଠାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରୀରୁ ପୁଣି ୨ଟି କରୋନା ପଜିଟିଭ ଚିହ୍ନଟ: ସମସ୍ତ ଆକ୍ରାନ୍ତ ପଶ୍ଚିମବଙ୍ଗ ଫେରନ୍ତା

ବରୀ,୧୪।୫(ସ୍ବ.ପ୍ର.): ଯାଜପୁର ଜିଲା ବରୀ ବ୍ଲକ ଅଞ୍ଚଳରୁ ଗୁରୁବାର ପୁଣି ୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବରୀରେ ମୋଟ ୮ଜଣ ଆକ୍ରାନ୍ତ...

ଅନ୍‌ଲାଇନ ପରୀକ୍ଷା ଦାବିରେ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

କେନ୍ଦୁଝର,୧୮।୨ (ସ୍ବ.ପ୍ର.) କେନ୍ଦୁଝର ଧରଣୀଧର ସ୍ବଂୟଶାସିତ ମହାବିଦ୍ୟାଳୟରେ ଅନ୍‌ଲାଇନ ପରୀକ୍ଷା ଦାବିରେ ଛାତ୍ରଛାତ୍ରୀମାନେ ଗୁରୁବାର ମୁଖ୍ୟ ଫାଟକ ଆଗରେ ଧାରଣା ଦେଇ ପ୍ରତିବାଦ କରିଛନ୍ତି। ଯୁକ୍ତ...

ଟ୍ରେନ୍‌ ଦୁର୍ଘଟଣା ମୃତକଙ୍କ ସଂସ୍କାର ଲାଗି ବିଏମ୍‌ସିର ୫ ଶ୍ମଶାନରେ ବ୍ୟବସ୍ଥା

ଭୁବନେଶ୍ୱର,୮ା୬(ବ୍ୟୁରୋ): ଏମ୍‌ସ ଭୁବନେଶ୍ୱରେ ଟ୍ରେନ୍‌ ଦୁର୍ଘଟଣା ମୃତକଙ୍କ ମୃତଦେହ ରଖାଯାଇଛି। ଅନେକ ମୃତଦେହ ଏଯାଏ ଚିହ୍ନଟ ହୋଇପାରି ନାହିଁ। କେହି ଦାବିଦାର ନ ଥିବାରୁ ସେଗୁଡିକୁ...

କମୁଛି ଗଞ୍ଜାମରେ, ବଢ଼ୁଛି ଖୋର୍ଦ୍ଧାରେ

ଭୁବନେଶ୍ୱର,୨୫।୮(ବ୍ୟୁରୋ): ଏକ ପ୍ରକାର ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମ୍‌ ରହୁଥିବା ବେଳେ ବର୍ତ୍ତମାନ ଚିନ୍ତା ବଢ଼ାଇଛି ଖୋର୍ଦ୍ଧା ଜିଲା। ମଙ୍ଗଳବାର ରାଜ୍ୟରେ ୩୦ ଜିଲାରୁ...

ଜାତୀୟସ୍ତରରେ ପ୍ରଦର୍ଶିତ ହେବ ଓଡ଼ିଶା ଆଦିବାସୀଙ୍କ ବୀରତ୍ୱ

ଭୁବନେଶ୍ୱର,୪।୨(ବ୍ୟୁରୋ): ଦେଶର ସ୍ବାଧୀନତା ସଂଗ୍ରାମ ପାଇଁ ଲଢ଼େଇ କରି ନିଜ ସାହସିକତାର ପରିଚୟ ଦେଇଥିବା ଓଡ଼ିଆ ଆଦିବାସୀଙ୍କ ବୀରତ୍ୱ ସମ୍ପର୍କରେ ଜାତୀୟସ୍ତରରେ ପ୍ରଦର୍ଶିତ କରାଯିବ। ଗୁଜରାଟର...

‘ମୋ ସ୍କୁଲ ମୋବାଇଲ ଆପ୍‌’ ଉନ୍ମୋଚିତ

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ) : ‘ମୋ ସ୍କୁଲ’ ଅଭିଯାନକୁ ଦୁଇବର୍ଷ ପୂରିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏକ ବୈଠକ ଅନୁଷ୍ଠିତ...

‘ମୁକ୍ତା’ ଯୋଜନାରେ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୧୮୩.୮୧ କୋଟି ଅର୍ଥ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ୧୮୩.୮୧ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ରାଜ୍ୟ ଅନୁଦାନ ପ୍ରାପ୍ତ ‘ମୁକ୍ତା’ ଯୋଜନାରେ...

୫ ବର୍ଷ ହେବ ଅଧାପନ୍ତରିଆ ତର୍ଲାକୋଟା ପୋଲ

ବାଲିମେଳା,୨୩ା୬(ଶିବଦତ୍ତ ସାହୁ): ମାଲକାନଗିରି  ଜିଲାର ବିଭିନ୍ନ ସ୍ଥାନରେ ନିର୍ମାଣାଧୀନ ଥିବା ପୋଲ କାର୍ଯ୍ୟ ଶେଷ ହେଉନାହିଁ। ଫଳରେ ଉକ୍ତ ଅଞ୍ଚଳରେ ବସବାସ କରୁଥିବା ଲୋକେ ବର୍ଷାଦିନେ...

Advertisement
Archives

Model This Week