ହୋଲିରେ ପରିବେଶ ସୁରକ୍ଷା ବାର୍ତ୍ତା

ରଙ୍ଗର ପର୍ବ ହୋଲିକୁ ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ଢଙ୍ଗରେ ପାଳନ କରାଯାଇଥାଏ। ତେବେ ହୋଲିକୁ ବିଶେଷ ଭାବରେ ପାଳନ କରି ପରିବେଶ ସୁରକ୍ଷାର ବାର୍ତ୍ତା ପ୍ରଦାନ କରିଥାଏ ମଧ୍ୟପ୍ରଦେଶ ଉଜ୍ୱୟିନୀ ସହରର ହୋଲି। ୩୦୦୦ ବର୍ଷ ତଳୁ ଏହି ସହରରେ ଏକ ଭିନ୍ନ ଢଙ୍ଗରେ ହୋଲି ପାଳନ କରାଯାଉଛି। ଏଠାରେ ହୋଲି ଦିନ ହୋଲିକା ଦହନ ନିମନ୍ତେ ବ୍ୟବହାର କରାଯାଏ ଗୋବରରେ ତିଆରି ହୋଇଥିବା ଘଷି। ବ୍ରାହ୍ମଣମାନେ ମନ୍ତ୍ର ଉଚ୍ଚାରଣ ସହିତ ପ୍ରଥମେ ଘଷିଗୁଡ଼ିକୁ ଏକାଠି ହୋଲିକା ସଜାଇ ରଖିଥାନ୍ତି। ଏହାପରେ ବିଳମ୍ବିତ ରାତି ପର୍ଯ୍ୟନ୍ତ ମନ୍ତ୍ରପାଠ ସହ ପୂଜାର୍ଚ୍ଚନା କରି ଶେଷରେ ହୋଲିକା ଦହନ କରିଥାନ୍ତି। ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ଏଠାରେ ପୂର୍ବପୁରୁଷମାନେ ଏପରି ହୋଲି ଉତ୍ସବ ପାଳନ କରିବାର ପରମ୍ପରା ରହିଆସିଛି। ଏବେ ବି ଏଇ ପରମ୍ପରାକୁ ଲୋକେ ସମ୍ମାନ ଜଣାଇ ଘଷିରେ ହୋଲିକା ଦହନ କରୁଛନ୍ତି। ତେବେ ହୋଲିକା ନିମନ୍ତେ ଏକ ମାସ ପୂର୍ବରୁ ମନ୍ତ୍ର ଉଚ୍ଚାରଣ ସହିତ ଗୋବରରେ ଘଷି ତିଆରି କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ରଥଯାତ୍ରା ପାଇଁ କାଠ ଚିରା ଆରମ୍ଭ

କଟକ,୨୭।୩: ଶୁକ୍ରବାର ପବିତ୍ର ଶ୍ରୀରାମ ନବମୀ। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥ କାଠ ଚିରଟ ଆରମ୍ଭ ହୋଇଛି।…

ସାମାଜିକ କର୍ମୀ ଲିଙ୍ଗରାଜ ଆଜାଦ ଗିରଫ: ଏହି କାରଣ ପାଇଁ…

ଭବାନୀପାଟଣା,୨୭।୩(ଉତ୍ତମ କୁମାର ଦାଶ): ବିଶିଷ୍ଟ ସାମାଜିକ କର୍ମୀ ଲିଙ୍ଗରାଜ ଆଜାଦ ଗିରଫ ହୋଇଛନ୍ତି। କଳାହାଣ୍ଡି ଜିଲା କର୍ଲାପାଟ ପୋଲିସ ଦ୍ବାରା ଲିଙ୍ଗରାଜ ଆଜାଦଙ୍କୁ ଗତ ୨୫ ତାରିଖରୁ…

ଶିଶୁ ସେନା ନେବେ ଖାମେନେଇଙ୍କ ମୃତ୍ୟୁର ପ୍ରତିଶୋଧ? ଇରାନୀ ସେନାରେ ଭର୍ତ୍ତି ହେଲେଣି ୧୨ ବର୍ଷ ବୟସ୍କ ପିଲା!

ତେହରାନ୍‌,୨୭।୩: ଇରାନର ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଏକ ନୂତନ ପଦକ୍ଷେପ ଅଧୀନରେ ସୁରକ୍ଷା ଏବଂ ଯୁଦ୍ଧ ସହାୟତା କାର୍ଯ୍ୟ ପାଇଁ ସର୍ବନିମ୍ନ ବୟସ ସୀମାକୁ…

ପୋତି ହୋଇଯାଉଛି ବିରୂପା ନଦୀଶଯ୍ୟା, ଜଳପଥ ନିର୍ମାଣ ପ୍ରସ୍ତାବ ସନ୍ଦୀହାନ

ଚଣ୍ଡିଖୋଲ,୨୭ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ମହାନଦୀର ଶାଖା ନଦୀ ହେଉଛି ବିରୂପା ଓ ଗେଙ୍ଗୁଟି। ଦୀର୍ଘ ବର୍ଷ ହେବ ଏହି ନଦୀଖନନ ନ ହେବା ଦ୍ବାରା ନଦୀ ଶଯ୍ୟା…

LPGକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୭୦% ପର୍ଯ୍ୟନ୍ତ ବଢିଲା…

ନୂଆଦିଲ୍ଲୀ,୨୭।୩: ଶିଳ୍ପ ଏବଂ ବାଣିଜ୍ୟିକ କ୍ଷେତ୍ରକୁ ଆଶ୍ୱସ୍ତି ପ୍ରଦାନ କରି କେନ୍ଦ୍ର ସରକାର ଅଣ-ଘରୋଇ ଏଲପିଜିର ଆବଣ୍ଟନକୁ ଯଥେଷ୍ଟ ବୃଦ୍ଧି କରିଛନ୍ତି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ…

ବଦଳିଲେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି, ଏହି ବ୍ୟକ୍ତିଙ୍କୁ ମିଳିଲା ଦାୟିତ୍ୱ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ପଟ୍ଟାଙ୍ଗି,୨୭।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ନିମନ୍ତେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି ଭାବେ ଗୁପ୍ତ ଶଙ୍କର ପଟ୍ଟନାୟକଙ୍କୁ ବିଧାୟକ କାଡାମ ମନୋନୀତ କରିଛନ୍ତି।…

ସରପଞ୍ଚ, ସମିତି ସଭ୍ୟଙ୍କ ପ୍ରତିନିଧିଙ୍କୁ ଅଟକ ପ୍ରତିବାଦ: ଧାରଣାରେ ବସିଲେ ପୂର୍ବତନ ଏମପି

ଲୋଇସିଂହା,୨୭।୩(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ରାମପୁର ଗ୍ରାମରେ ରାମନବମୀ ଉପଲକ୍ଷେ ଅନୁଷ୍ଠିତ ଷୋହଳ ପ୍ରହର ନାମ ଯଜ୍ଞରେ ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରୀ ଯୋଗଦାନ…

ପରଭେଶ ବର୍ମାଙ୍କ ବଡ଼ ଘୋଷଣା: ପାଣି ଟାଙ୍କି ସଫା କରିବେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୨୭।୩: ଦିଲ୍ଲୀରେ ଜଳ ସଙ୍କଟ ସମସ୍ୟାରେ ସମାଧାନ ପାଇଁ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଦିଲ୍ଲୀ ଜଳ ମନ୍ତ୍ରୀ ପ୍ରବେଶ ବର୍ମା ଶୁକ୍ରବାର ଘୋଷଣା କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri