ହୋଲିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୩(ବ୍ୟୁରୋ): ଆଜି ପବିତ୍ର ହୋଲି। ସାରା ଦେଶରେ ଏହି ପର୍ବକୁ ଖୁବ୍‌ ଧୁମ୍‌ଧାମରେ ପାଳନ କରାଯାଉଥିବା ବେଳେ କେତେକ ସ୍ଥାନରେ କରୋନା ଭାଇରସ୍‌କୁ ନେଇ ହୋଲି ଫିକା ପଡ଼ିଛି। ତେବେ ଏହି ହୋଲି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଟୁଇଟ୍‌ କରି ଜଣାଇଛନ୍ତି, ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦରୁ ରଙ୍ଗର ପର୍ବ ହୋଲି ସମସ୍ତଙ୍କ ଲାଗି ଆନନ୍ଦମୟ ହେଉ। ସମସ୍ତେ ସୁରକ୍ଷିତ ଭାବରେ ଏହି ହୋଲି ଉତ୍ସବକୁ ପାଳନ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ଶେଖ ହାସିନାଙ୍କୁ ପ୍ରତ୍ୟର୍ପଣ କର: ଭାରତରେ ପହଞ୍ଚି ଏମିତି କହିଲେ ବାଂଲାଦେଶ ବୈଦେଶିକ ମନ୍ତ୍ରୀ, ମିଳିଲା ଏମିତି ଜବାବ

ଢାକା,୯।୪: ଗତ ବର୍ଷ ଭାରତ-ବାଂଲାଦେଶ ସମ୍ପର୍କରେ ଉତ୍ତେଜନା ଶୀର୍ଷରେ ପହଞ୍ଚିବା ପରେ ବାଂଲାଦେଶ ଏବେ ସମ୍ପର୍କ ଉନ୍ନତ କରିବା ପାଇଁ ପଦକ୍ଷେପ ନେଉଛି। ଏହି ପରିପ୍ରେକ୍ଷୀରେ ବାଂଲାଦେଶର…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

‘ଏଥର ଏପରି ଗୁଳି ବର୍ଷା କରିବୁ…’ ଯୁଦ୍ଧବିରତି ମଧ୍ୟରେ ଟ୍ରମ୍ପ ଇରାନକୁ କାହିଁକି ଧମକ ଦେଲେ?

ଓ୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ବୟାନ ଦେଇଛନ୍ତି । ଆମେରିକା ରାଷ୍ଟ୍ରପତି ପୁଣି ଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri