Posted inଖେଳ

ହୋଲି ଅବସରରେ ଶୁଭେଚ୍ଛା ଜଣାଇଲେ କୋହଲି, ସଚିନ

ନୂଆଦିଲ୍ଲୀ,୧୦।୩- ଭାରତୀୟ କ୍ରିକେଟ ଜଗତ ମଙ୍ଗଳବାର ହୋଲି ଅବସରରେ ଫ୍ୟାନମାନଙ୍କୁ ଶୁଭେଚ୍ଛା ଜଣାଇଛି। ଭାରତୀୟ ଅଧିନାୟକ ବିରାଟ କୋହଲି ଟୁଇଟ୍‌ କରିଛନ୍ତି। ସୁରକ୍ଷିତ ଭାବେ ହୋଲି ପାଳନ କରନ୍ତୁ। ଏହି ରଙ୍ଗର ପର୍ବ ସଭିଙ୍କ ଜୀବନରେ ସୁଖ ଆଣିଦେଉ ବୋଲି କୋହଲି ଟୁଇଟ୍‌ କରିଛନ୍ତି। ସେହିଭଳି କିମ୍ବଦନ୍ତୀ ସଚିନ ତେନ୍ଦୁଲକର ଟୁଇଟର ପୋଷ୍ଟରେ ଲେଖିଛନ୍ତି, ଦେଶବାସୀଙ୍କୁ ହୋଲି ପାଇଁ ଶୁଭେଚ୍ଛା। ଏହି ପର୍ବ ସଭିଙ୍କ ଜୀବନରେ ରଙ୍ଗ ଭରି ଦେଉ। ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଓ ତାଙ୍କ ଭାଇ କ୍ରୁନାଲ ହୋଲିର କିଛି ଫଟୋ ଶେୟାର କରି ପ୍ରଶଂସକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହି ତାଲିକାରେ ପୂର୍ବତନ ବ୍ୟାଟ୍ସମ୍ୟାନ ଭିଭିଏସ୍‌ ଲକ୍ଷ୍ମଣ ମଧ୍ୟ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୁଷିଆ ଖେଳାଳିଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

ନୂଆଦିଲ୍ଲୀ,୨୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରେଡିଓ ପ୍ରୋଗ୍ରାମ ‘ମନ କି ବାତ୍‌’ରେ ରବିବାର ରୁଷିଆ ଟେନିସ ଖେଳାଳି ଡାନିଏଲ ମେଡ୍‌ଭେଡେଭଙ୍କୁ ପ୍ରଶଂସା କରିଛନ୍ତି। ନିକଟରେ ଶେଷ...

କୁଳମଣି ତ୍ରିପାଠୀ ସ୍ମାରକୀ ରାଜ୍ୟସ୍ତରୀୟ ସ୍କୁଲ ଚେସ୍‌ ଉଦ୍‌ଯାପିତ: ହର୍ଷିତ ଚାମ୍ପିୟନ, ଶ୍ରୀୟାଂଶ ରନର୍ସଅପ୍‌

କଟକ ଅଫିସ,୪ା୯- ଷ୍ଟେଶନବଜାରସ୍ଥିତ ପୂର୍ବତଟ ରେଲଓ୍ବେ ପ୍ରତିଷ୍ଠାନରେ ଏସ୍‌୍‌ଆର୍‌ ଚେସ୍‌ ସେଣ୍ଟର ଦ୍ୱାରା ଆୟୋଜିତ ଦ୍ୱିତୀୟ କୁଳମଣି ତ୍ରିପାଠୀ ସ୍ମାରକୀ ରାଜ୍ୟସ୍ତରୀୟ ସ୍କୁଲ ଚେସ୍‌ ଚାମ୍ପିୟନଶିପ...

ରୋଇଂରୁ କିଟ୍‌କୁ ରୌପ୍ୟ, ଭାରୋତ୍ତୋଳନରୁ ବ୍ରୋଞ୍ଜ୍‌

ଭୁବନେଶ୍ୱର, ୧।୬ (କ୍ରୀଡ଼ା ପ୍ରତିନିଧି): ଉତ୍ତର ପ୍ରଦେଶରେ ଚାଲିଥିବା ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାରେ ବୁଧବାର କିଟ୍‌କୁ ଗୋଟିଏ ଲେଖାଏ ରୌପ୍ୟ ଓ ବ୍ରୋଞ୍ଜ ପଦକ...

ଆଇପିଏଲ୍‌ ୨୦୨୦: ମୁମ୍ବାଇ ପାଇଁ ଖେଳିବେ ବୋଲ୍ଟ

ନୂଆଦିଲ୍ଲୀ, ୧୩।୧୧ (ପି.ଟି.): ନ୍ୟୁଜିଲାଣ୍ଡ ବାମହାତୀ ଦ୍ରୁତ ବୋଲର ଟ୍ରେଣ୍ଟ ବୋଲ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମୀ ୨୦୨୦ ସଂସ୍କରଣରେ ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ...

ଦ୍ରାଭିଡଙ୍କ ଏହି ଟିପ୍ସ ମାନିଲେ ଭାରତ ଗସ୍ତରେ ସଫଳ ହେବ ଇଂଲଣ୍ଡ

ଇଂଲଣ୍ଡର ପୂର୍ବତନ କେଭିନ ପିଟରସନ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ ରହୁଛନ୍ତି। ଆଗାମୀ ଭାରତ ଏବଂ ଇଂଲଣ୍ଡ ସିରିଜ୍‌ ଉପରେ ମନ୍ତବ୍ୟ ଦେଇ ସେ କହିଛନ୍ତି...

ଆଇପିଏଲ୍‌ରୁ ଓହରିଲେ ହରଭଜନ

ନୂଆଦିଲ୍ଲୀ, ୫ା୯(ପି.ଟି.)-ସିନିୟର ଅଫ୍‌ସ୍ପିନର ହରଭଜନ ସିଂ ବ୍ୟକ୍ତିଗତ କାରଣ ଦର୍ଶାଇ ଚଳିତ ବର୍ଷର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରୁ ଓହରି ଯାଇଛନ୍ତି। ସେ ତାଙ୍କ ନିଷ୍ପତ୍ତି...

ଶାସ୍ତ୍ରୀ କହିଲେ, ‘ନା..ଏବେ ନୁହେଁ’

ନୂଆଦିଲ୍ଲୀ,୧୧।୬: ଟିମ୍‌ ଇଣ୍ଡିଆର ପୂର୍ବତନ ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀ ଦ୍ରୁତ ବୋଲର୍‌ ଉମ୍ରାନ ମଲିକଙ୍କୁ ନେଇ ଏବ ବଡ଼ ବୟାନ ଦେଇଛନ୍ତି। ଅକ୍ଟୋବର-ନଭେମ୍ବରରେ ଖେଳାଯିବାକୁ...

ଇନ୍‌ଷ୍ଟାଗ୍ରାମରେ ଗୋଟିଏ ପୋଷ୍ଟ ପାଇଁ ବିରାଟ ନିଅନ୍ତି ଏତିକି କୋଟି ଟଙ୍କା

ନୂଆଦିଲ୍ଲୀ,୨।୭: ଧନୀ ତାଲିକା ଜାରି କରିଛି ଇନ୍‌ଷ୍ଟାଗ୍ରାମ। ଏଥିରେ ଭାରତରୁ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବଂ କ୍ରିକେଟର ବିରାଟ କୋହଲୀ ଅଛନ୍ତି। ତାଲିକାର ୨୬ନଂ ସ୍ଥାନରେ...

Advertisement
Archives

Model This Week