ହୋଲି ଛାଡ଼ି ଡ୍ରେନ୍‌ ସଫା କଲେ ଯୁବଗୋଷ୍ଠୀ

ଭଞ୍ଜନଗର,୧୦।୩(ଡି.ଏନ୍‌.ଏ.): ଭଞ୍ଜନଗର ବ୍ଲକ ଲଣ୍ଡେଇସାହିର ଯୁବଗୋଷ୍ଠୀ ମଙ୍ଗଳବାର ହୋଲି ଉତ୍ସବକୁ ଭୁଲି ଡ୍ରେନ୍‌ ସଫେଇ କରିଥିଲେ। ଲଣ୍ଡେଇସାହି ମୁଖ୍ୟରାସ୍ତା କଡ଼ ଡ୍ରେନରେ ମଇଳା ଭରି ରହିଥିବା ବେଳେ ପଞ୍ଚାୟତ ପକ୍ଷରୁ ଡ୍ରେନ ନିୟମିତ ସଫେଇ କରିବା କୌଣସି ବ୍ୟବସ୍ଥା ନାହିଁ। ତେଣୁ ଡ୍ରେନରୁ ମଇଳା ବାହାରି ନ ପାରି ବର୍ଷା ହେଲେ ରାସ୍ତାର ମଇଳା ପାଣି ଏଣେତେଣେ ଭାସୁଥିଲା । ଲୋକେ ଯାତାୟାତ ସମୟରେ ଅସୁବିଧାର ସମ୍ମୁଖୀନ ହେଉଥିଲେ । ବର୍ତ୍ତମାନ କରୋନା ଭାଇରସ ଆତଙ୍କ ଦେଖାଦେଉଥିବା ବେଳେ ସେମାନେ ଏହି ପଦକ୍ଷେପ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚୋରି ଯାଇଥିବା ମୂଲ୍ୟବାନ ଜିନିଷ ଉଦ୍ଧାର, ଜଣଙ୍କୁ ଗିରଫ କରି…

ଗୁଡ଼ାରି,୧୨ା୯(ପ୍ରମୋଦ କୁମାର ପତି): ଗୁଡାରି ପୋଲିସ ଦ୍ୱାରା ଚୋରି ବାଇକ ଉଦ୍ଧାର ହେବା ସହ ଘଟଣାରେ ସମ୍ପୃକ୍ତ ଥାନା ଅନ୍ତର୍ଗତ ସୁନାପାଲି ଗ୍ରାମର ସିଦ୍ଧାନ୍ତ ପାଲକାକୁ ଗିରଫ…

ବେଆଇନ ବନ୍ଧୁକ କାରଖାନା ଠାବ: ୫ଟି ଦେଶୀ ବନ୍ଧୁକ ସହ ୩ ଗିରଫ

ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ପୋଲିସ ଏକ ବେଆଇନ ଦେଶୀ ବନ୍ଧୁକ ନିର୍ମାଣ ୟୁନିଟ୍‌ ଉପରେ ଶୁକ୍ରବାର ରାତିରେ ଚଢ଼ଉ କରି…

BRICS : ‘ପ୍ରତ୍ୟେକ ଦେଶର ସ୍ବର ଶୁଣାଯିବା ଉଚିତ; କିଛି ରାଷ୍ଟ୍ର ନେଉଛନ୍ତି ନିଷ୍ପତ୍ତି’ ପ୍ରଧାନମନ୍ତ୍ରୀଙ୍କ ଏହି କଥା ମଧ୍ୟରେ ଲୁଚି ରହିଛି ଏକ ଗୁପ୍ତ ବାର୍ତ୍ତା

ନୂଆଦିଲ୍ଲୀ,୧୨।୯: BRICS ସମ୍ମିଳନୀ ୨୦୨୬କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ବାର୍ତ୍ତା ଦେଇଥିଲେ ଯେ, ଏହି ସଂଗଠନ ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାକୁ ପ୍ରୟାସ କରୁଛି।…

ଓରାଙ୍ଗଉଟାନ ଲିଙ୍କ୍‌ରେ ନୂଆ ସିସିଟିଭି ଫୁଟେଜ୍‌: ସାମ୍ନାକୁ ଆସିଲା ରାତିଅଧର…

ଜଳେଶ୍ୱର, ୧୨।୯: ଓରାଙ୍ଗଉଟାନ ଚାଲାଣ ଲିଙ୍କ୍‌ ନେଇ ଚାଲିଥିବା ଛାନଭିନ୍‌ ମଧ୍ୟରେ ନୂଆ ସିସିଟିଭି ଫୁଟେଜ୍‌ ସାମ୍ନାକୁ ଆସିଛି। ଦୀଘାର ଜଣେ ସନ୍ଦିଗ୍ଧ ହୋଟେଲ ସମ୍ମୁଖରେ ଲାଗିଥିବା…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…

ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି…

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

୮ ଫୌଜଦାରୀ ମାମଲାର ଫଇସଲା: ଋଣ ବାବଦରେ ୧ ଲକ୍ଷ ଟଙ୍କା ଆଦାୟ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?