Posted inଜାତୀୟ

ହୋଲି ପୂର୍ବରୁ ହାପୁଡ଼ରେ ଧାରା ୧୪୪ ଲାଗୁ

ହାପୁଡ଼,୨୬।୨: ପର୍ବପର୍ବାଣି ଋତୁରେ କୌଣସି ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ଉତ୍ତରପ୍ରଦେଶ ହାପୁଡ଼ରେ ଧାରା ୧୪୪ ଲାଗୁ କରାଯାଇଛି। ବୁଧବାର ଇଣ୍ଡିଆନ ପେନାଲ କୋଡ୍‌ (ଆଇପିସି) ଅନୁଯାୟୀ ଏପ୍ରିଲ ୧୦ ପର୍ଯ୍ୟନ୍ତ ସହରରେ ସ୍ଥାନୀୟ ପୋଲିସ ଧାରା ୧୪୪ ଲାଗୁ କରିଛି। ସ୍ଥାନୀୟ ଲୋକେ କୌଣସି ସମସ୍ୟା ବା ଗଣ୍ଡଗୋଳ ସୃଷ୍ଟି ନ କରି ହୋଲି, ରାମନବମୀ, ମହର୍ଷି କାଶ୍ୟପ ଓ ମହାରାଜା ନିଶଦ ରାଜଙ୍କ ଜୟନ୍ତୀ ଏବଂ ଗୁଡ୍‌ ଫ୍ରାଇଡେ ପାଳନ କରିପାରିବେ ବୋଲି ପୋଲିସ ଅପିଲ୍‌ କରିଛି। ଏଥିସହ ସୋସିଆଲ ମିଡିଆରେ କୌଣସି ଗୁଜବ ସୃଷ୍ଟି ନ କରିବାକୁ ପୋଲିସ ପକ୍ଷରୁ ସହରବାସୀଙ୍କୁ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାବିନେଟ୍‌ ସମ୍ପ୍ରସାରଣ ନେଇ ଅନିଶ୍ଚିତତା…

ମୁମ୍ବାଇ,୨୮।୭ : ମହାରାଷ୍ଟ୍ରରେ କ୍ଷମତା ପରିବର୍ତ୍ତନ ହେବାର ପ୍ରାୟ ଏକ ମାସ ବିତିଗଲାଣି। କିନ୍ତୁ ଏପର୍ଯ୍ୟନ୍ତ କ୍ୟାବିନେଟର ସମ୍ପ୍ରସାରଣ ହୋଇନାହିଁ। ଏନେଇ ସମ୍ପ୍ରସାରଣ ନେଇ ଅନିଶ୍ଚିତତା...

ବୃଦ୍ଧି ପାଇବ ଭାରତର ପ୍ରତିରକ୍ଷା ଶକ୍ତି: ଆମେରିକା ସହିତ କରାଯିବ ୭.୫ ବିଲିୟନ୍‌ ଡଲାରର ସାମରିକ ଚୁକ୍ତି

ନୂଆଦିଲ୍ଲୀ,୧୭।୧୧: ଭାରତ ଆମେରିକା ସହିତ ୭.୫ ବିଲିୟନ୍‌ ଡଲାରର ସାମରିକ ଚୁକ୍ତି ହେବ। ଚୁକ୍ତି ଅନୁସାରେ ଆମେରିକା ଭାରତକୁ ସି ଗାର୍ଡିୟନ୍‌ ଆର୍ମଡ୍‌ ଡ୍ରୋନ୍‌ ଏବଂ...

କରୋନା କାଳରେ ବି ବାଦ୍‌ ପଡ଼ୁନି ପାକିସ୍ତାନ: ଡ୍ରୋନ୍‌ ଜରିଆରେ ପଠାଉଛି ଅସ୍ତ୍ରଶସ୍ତ୍ର

ଶ୍ରୀନଗର,୧୬।୫: ଗୋଟିଏ ପଟେ ସାରା ଦେଶ କରୋନା ସହ ଲଢ଼େଇ କରୁଥିବା ବେଳେ ନିଜ କାର୍ଯ୍ୟକଳାପରୁ ବାଦ୍‌ ପଡ଼ୁନି ପାକିସ୍ତାନ। ଭାରତ ସହ ଶତ୍ରୁତା କରିବା...

ଗେହଲଟ ସରକାରଙ୍କ ନୂଆ ଆଇନ: ମାସ୍କ ପିନ୍ଧିବା ଅନିବାର୍ଯ୍ୟ

ଜୟପୁର,୩।୧୧: ଦେଶର ପ୍ରଥମ ରାଜ୍ୟ ଭାବେ ରାଜସ୍ଥାନରେ ସର୍ବ ସାଧାରଣସ୍ଥଳରେ ମାସ୍କ ପିନ୍ଧିବାକୁ ଅନିବାର୍ଯ୍ୟ କରାଯାଇଛି। ରାଜ୍ୟରେ ଦନକୁ ଦିନ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା...

୨୦୨୪ ସୁଦ୍ଧା ପ୍ରତିଟି ରାଜ୍ୟରେ ହେବ ଏନ୍‌ଆଇଏ ଅଫିସ୍‌

ନୂଆଦିଲ୍ଲୀ,୨୭।୧୦: ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ)କୁ ରାଜ୍ୟ କ୍ଷେତ୍ରବାହାରେ କ୍ଷମତା ଦିଆଯିବା ସହ ୨୦୨୪ ସୁଦ୍ଧା ପ୍ରତି ରାଜ୍ୟରେ ଏହାର ଶାଖା ଖୋଲିବ ବୋଲି ସ୍ବରାଷ୍ଟ୍ର...

ଉନ୍ନାଓ ଦୁର୍ଘଟଣା: ଘଟଣାସ୍ଥଳରେ ପହଞ୍ଚିଲେ ସିବିଆଇ ଟିମ୍‌

ରାଏବରେଲି,୩୧।୭: ଏକ କାର୍‌ ଦୁର୍ଘଟଣାରେ ଉନ୍ନାଓ ବଳାତ୍କାର ପୀଡ଼ିତା ଗୁରୁତର ଆହତ ହୋଇଛନ୍ତି। ଏହି ମାମଲାର ଯାଞ୍ଚ୍‌ ପାଇଁ ସିବିଆଇ ୧୨ ଜଣିଆ ଟିମ୍‌ ଘଟଣାସ୍ଥଳରେ...

କେନ୍ଦ୍ର ସରକାର ପେଟ୍ରୋଲ-ଡିଜେଲ ଶୁଳ୍କରୁ ୬ ବର୍ଷରେ ଆୟ କରିଛନ୍ତି ୧୬ ଲକ୍ଷ କୋଟି…

ନୂଆଦିଲ୍ଲୀ,୨୨।୭ : ଆମ ଆଦମୀ ପାର୍ଟିର ନେତା ତଥା ରାଜ୍ୟ ସଭା ଏମ୍‌ପି ରାଘବ ଚଢ଼ା କହିଛନ୍ତି ଯେ ମୁଁ ପ୍ରଶ୍ନ ପଚାରିଥିଲି ଯେ ୬...

ଖାର୍ଗେଙ୍କ ଘରେ ପହଞ୍ଚି ଶୁଭେଚ୍ଛା ଜଣାଇଲେ ସୋନିଆ, ପ୍ରିୟଙ୍କା

ନୂଆଦିଲ୍ଲୀ,୧୯।୧୦: କଂଗ୍ରେସର ନୂଆ ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି ମଲିକାର୍ଜୁନ ଖାର୍ଗେ। ଦଳର ଅଧ୍ୟକ୍ଷ ପଦ ଘୋଷଣା ହେବାର କିଛି ସମୟ ପରେ ପୂର୍ବତନ କଂଗ୍ରେସ...

Advertisement
Archives

Model This Week