ହୋଲି ଫିକା,କୁକୁଡ଼ା ଗୋଟେ ୪୦ ଟଙ୍କା

ଭଞ୍ଜନଗର,୧୦।୩(ଡି.ଏନ୍‌.ଏ): ବାର୍ଡ ଫ୍ଲୁ ଏବଂ କରୋନା ଭାଇରସ ଯୋଗୁ କୁକୁଡ଼ା ମାଂସ ବିକ୍ରି ପ୍ରାୟ କମିଯାଇଛି । ତେଣୁ  ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଥିବା କୁକୁଡ଼ା ଫାର୍ମରୁ କୁକୁଡ଼ା ରପ୍ତାନି ହୋଇପାରୁନାହିଁ । କିଛି କୁକୁଡ଼ା ଫାର୍ମ ମାଲିକ କୁକୁଡ଼ାଗୁଡ଼ିକୁ ଖୁବ୍‌ କମ୍‌ ଦରରେ ବିକ୍ରି କରି ଦେଉଥିବା ଲକ୍ଷ୍ୟ କରାଯାଉଛି । ମଙ୍ଗଳବାର ସକାଳେ ଭଞ୍ଜନଗର ସହର ନିକଟରେ ଥିବା ଏକ କୁକୁଡ଼ା ଫାର୍ମରେ ଗୋଟେ କୁକୁଡ଼ା (ପ୍ରାୟ ୨କେଜି)କୁ ୪୦ ଟଙ୍କାରେ ବିକ୍ରି କରାଯାଉଥିଲା । ଫଳରେ ଫାର୍ମ ନିକଟରେ ସକାଳୁ ସକାଳୁ ଲୋକଙ୍କ ଭିଡ଼ ଜମିଥିଲା । ଅପରପକ୍ଷେ କରୋନା ଭାଇରସ ପାଇଁ ଆଜି ହୋଲି ଉସତ୍ବ ମଧ୍ୟ ସମ୍ପୂର୍ଣ୍ଣ ଫିକା ପଡ଼ିଯାଇଛି । ଭଞ୍ଜନଗର ସହରରେ ପ୍ରାୟ ହୋଲି ଖେଳ ହେଉନାହିଁ। ଅଳ୍ପ କିଛି ଯୁବକ ଓ ଶିଶୁ ହୋଲିରେ ସାମିଲ ହୋଇଥିବା ଲକ୍ଷ୍ୟ କରାଯାଇଛି। ବରିଷ୍ଠ ନାଗରିକମାନେ ହୋଲିଠାରୁ ଦୂରେଇ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ବ୍ୟବସାୟୀଙ୍କ ଘରୁ ଲୁଟ୍ ଘଟଣା, ସନ୍ଧାନୀ କୁକୁର ପହଞ୍ଚି…

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଚର୍ଚ୍ଚାର…

କ୍ଷୀରରେ ବରିଷ୍ଠ କଂଗ୍ରେସ ନେତାଙ୍କ ପାଦ ଧୋଇଲେ କର୍ମୀ, ସୋସିଆଲ ମିଡିଆରେ ଝଡ଼

ମୁମ୍ବାଇ,୨।୮: ମହାରାଷ୍ଟ୍ରର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ଏବଂ ବିଧାୟକ ନାନା ପାଟୋଲେ ପୁଣି ଥରେ ବିବାଦ ଘେରକୁ ଆସିଛନ୍ତି । ଦଳୀୟ କର୍ମୀମାନେ କ୍ଷୀରରେ ତାଙ୍କ ପାଦ…

ମଦ ଦୋକାନରୁ ଚୋରି, ଭାଇରାଲ ହେଉଛି ସିସିଟିଭି ଫୁଟେଜ୍‌

ଛତ୍ରପୁର,୨ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ବଉଳ ଗାଁରେ ଥିବା ବିଦେଶୀ ମଦ ଦୋକାନରୁ ଶନିବାର ବିଳମ୍ବିତ ରାତିରେ ତାଲା ଭାଙ୍ଗି ଚୋରି ହୋଇଛି।…

ଘରେ ପଶି ମହିଳାଙ୍କ ମୁଣ୍ଡକୁ ଧରି ଘୋଷାଡ଼ି ଆଣିଲା ବାଘ, ଚିତ୍କାର ଶୁଣି….

ଭୋପାଳ,୨।୮: କାନ୍ହା ଜାତୀୟ ଉଦ୍ୟାନର ବଫର ଜୋନରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ମଧ୍ୟପ୍ରଦେଶର ବାଲାଘାଟ ଜିଲାର ବୈହାର ଅଞ୍ଚଳରେ ଶନିବାର ରାତିରେ ବାଘ…

ବଜାରରେ ହଲଚଲ୍! ଫୁଡ୍ ଡେଲିଭରି ବଜାରକୁ ଏଣ୍ଟ୍ରି କରିବ ଫ୍ଲିପକାର୍ଟ, Zomato-Swiggyକୁ କଡ଼ା ଟକ୍କର

ନୂଆଦିଲ୍ଲୀ,୨।୮:ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ବର୍ତ୍ତମାନ ଖାଦ୍ୟ ବିତରଣ (ଫୁଡ୍ ଡେଲିଭରି) ବ୍ୟବସାୟକୁ ଓହ୍ଲାଇବା ପାଇଁ ପ୍ରସ୍ତୁତି ଚଳାଇଛି। କମ୍ପାନୀ ପାଖାପାଖି ଅଗଷ୍ଟ ୧୫ ତାରିଖରୁ ବେଙ୍ଗାଲୋରରୁ ନିଜର…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ୪୮ ଘଣ୍ଟା ନ ପୂରୁଣୁ ବନ୍ଧାହେଲେ ଯୁବକ

ହାଟଡିହୀ,୨ା୮(ଶୁଭକାନ୍ତ ନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ଦେଇଥିବା ଯୁବକଙ୍କୁ କେନ୍ଦୁଝର ଜିଲା ନନ୍ଦୀପଦା ଥାନା ଅଧିକାରୀ ତଥା ତଦନ୍ତକାରୀ ଅଧିକାରୀ…

ଦେଢ଼ ବର୍ଷ ହେଲା ରାଏବୋଗା ଲ୍ୟାମ୍ପ୍‌ସରେ ଅଚଳାବସ୍ଥା, କର୍ମଚାରୀମାନେ…

କୁଆଁରମୁଣ୍ଡା,୨ା୮(ମହେନ୍ଦ୍ର କୁମାର ସାହୁ): ଏକଦା ସମଗ୍ର ସୁନ୍ଦରଗଡ଼ ଜିଲାରେ ସୁନାମ ଅର୍ଜନ କରିଥିବା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ରାଏବୋଗା ଲ୍ୟାମ୍ପ୍‌ସରେ ଗତ ଦେଢ଼ ବର୍ଷ ହେଲା ଅଚଳାବସ୍ଥା…

ବଦଳିଲା NEET PG ପରୀକ୍ଷା ନିୟମ, ଆଧାର ଭେରିଫିକେସନ୍…

ନୂଆଦିଲ୍ଲୀ,୨।୮: ଆସନ୍ତା ଅଗଷ୍ଟ ୩୦ ତାରିଖରେ NEET PG ୨୦୨୬ ପରୀକ୍ଷା ଅନୁଷ୍ଠିତ ହେବାକୁ ଯାଉଛି । ଏହା ପୂର୍ବରୁ ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri