ହ୍ବାଟ୍ସଆପ୍‌,ଇ-ମେଲ୍‌ରେ ମଗାଇହେବ ଔଷଧ

ନୂଆଦିଲ୍ଲୀ,୬।୫: ଲକ୍‌ଡାଉନ ସମୟରେ ବିଭିନ୍ନ ଜନଔଷଧି କେନ୍ଦ୍ରରୁ ଲୋକମାନେ ହ୍ବାଟ୍ସଆପ୍‌ ଏବଂ ଇ-ମେଲ୍‌ ଜରିଆରେ ଔଷଧ ମଗାଇପାରିବେ। ସରକାର ମଙ୍ଗଳବାର ଏ ନେଇ ନୂଆ ଗାଇଡ୍‌ଲାଇନ ଜାରି କରିଛନ୍ତି। ଲୋକଙ୍କ ନିକଟରେ ସହଜରେ ଔଷଧ ପହଞ୍ଚାଇବା ଲାଗି ସରକାର ଏଭଳି ବ୍ୟବସ୍ଥା କରିଛନ୍ତି। ସରକାରଙ୍କ ତଥ୍ୟ ମୁତାବକ ଦେଶର ୭୨୬ ଜିଲାରେ ୬,୩୦୦ରୁ ଅଧିକ ଜନଔଷଧି କେନ୍ଦ୍ର କାର୍ଯ୍ୟ କରୁଛି। କେନ୍ଦ୍ରମନ୍ତ୍ରୀ ସଦାନନ୍ଦ ଗୌଡ଼ା କହିଛନ୍ତି ଯେ, ଅତ୍ୟାଧୁନିକ ପ୍ଲାଟ୍‌ଫର୍ମରେ ଔଷଧ ସାମଗ୍ରୀ ଯୋଗାଣ ନେଇ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଟିକାର ଚାହିଦା ବଢ଼ୁଛି, ଅପେକ୍ଷା କରି ରହିଛନ୍ତି ୨୫ ଦେଶ: ମନ୍ତ୍ରୀ

ନୂଆଦିଲ୍ଲୀ,୭।୨: ପ୍ରଧାନମନ୍ତ୍ରୀଙ୍କ ଆହ୍ବାନକ୍ରମେ ଭାରତରେ ମେଡ୍‌ ଇନ୍‌ ଇଣ୍ଡିଆ କୋଭିଡ୍‌ ଟିକା ପ୍ରସ୍ତୁତ କରାଯାଇଥିଲା। ବର୍ତ୍ତମାନ ସୁଦ୍ଧା ଏହି ଟିକାର କୌଣସି ପାର୍ଶ୍ୱ ପ୍ରତିକ୍ରିୟା କିମ୍ବା ଅଘଟଣ...

ପୂର୍ବାଞ୍ଚଳର ଶକ୍ତି ଉତ୍ପାଦନ ୮% ବୃଦ୍ଧି

କୋଲକାତା,୧୮ା୧୦: ଚଳିତ ଆର୍ଥତ୍କ ବର୍ଷ ଅକ୍ଟୋବର ସୁଦ୍ଧା ଦେଶର ପୂର୍ବ ଭାଗରେ ଶକ୍ତି ଉତ୍ପାଦନ ୮.୪୮% ଅଭିବୃଦ୍ଧି ଘଟିଛି। ଅପରପକ୍ଷରେ ଅନ୍ୟ ପ୍ରାନ୍ତଗୁଡ଼ିକରେ ଶକ୍ତି ଉତ୍ପାଦନ ୫%କମିଥିବା...

୭ ଦିନରେ ୧୦.୪୩ ଲକ୍ଷ କୋଟି ହରାଇଛନ୍ତି ନିବେଶକ

ନୂଆଦିଲ୍ଲୀ,୨୮।୨: କ୍ରମାଗତ ୭ ଦିନ ଲାଗି ଭାରତୀୟ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଫଳରେ ଶେୟାର ବଜାରର ନିବେଶକମାନେ ପ୍ରାୟ ୧୦.୪୩ ଲକ୍ଷ କୋଟି...

ଭାରତ ବଜାର ଛାଡ଼ିବ ଏୟାର ଏସିଆ; ସମ୍ପୂର୍ଣ୍ଣ ଅଂଶଧନ ଟାଟାକୁ ବିକିପାରେ

ନୂଆଦିଲ୍ଲୀ: ସୁଲଭ ବିମାନ ସେବା ପ୍ରଦାନକାରୀ କମ୍ପାନୀ ଏୟାର ଏସିଆ ଭାରତ ଛାଡିବା ନେଇ ଚର୍ଚ୍ଚା ଜୋର ଧରିଛି। କରୋନା ଯୋଗୁ ବିମାନ ଚଳାଚଳ କ୍ଷେତ୍ର...

ଜିଓରେ ୧୧,୩୬୭ କୋଟି ନିବେଶ କରିବ ଭିଷ୍ଟା

ଭୁବନେଶ୍ୱର,୯।୫: ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଜିଓ ପ୍ଲାଟ୍‌ଫର୍ମରେ ଭିଷ୍ଟା ଇକ୍ୱିଟି ପାର୍ଟନର ୧୧,୩୬୭ କୋଟି ଟଙ୍କା ନିବେଶ କରିବ। ଏହି ନିବେଶ ଦ୍ୱାରା ଉକ୍ତ କମ୍ପାନୀ ୨.୩୨%...

୧ କୋଟି ମର୍ଚ୍ଚାଣ୍ଟଙ୍କ ନିକଟରେ ପହଞ୍ଚିବ ମାଷ୍ଟରକାର୍ଡ

ଭୁବନେଶ୍ୱର,୨୫-୧: ଡିଜିଟାଲ ପେମେଣ୍ଟକୁ ପ୍ରୋତ୍ସାହନ ପୂର୍ବକ ପ୍ରମୁଖ କମ୍ପାନୀ ମାଷ୍ଟର କାର୍ଡ ସାରା ଦେଶରେ କ୍ୟାଶଲେସ ଇଣ୍ଡିଆ ଅଭିଯାନ ଆରମ୍ଭ କରିଛି। ଏହା ଦ୍ୱାରା କମ୍ପାନୀ...

ପୁଣି ଲାଗୁ ହେଉ ସମ୍ପତ୍ତି ଟିକସ: ଅଭିଜିତ ବାନାର୍ଜୀ

ନୂଆଦିଲ୍ଲୀ, ୨୯- ୧ : ବର୍ତ୍ତମାନ ଲୋକଙ୍କ ମଧ୍ୟରେ ରହିଥିବା ଅସମାନତାକୁ ବିଚାର କରି ଭାରତ ଆଗାମୀ ସାଧାରଣ ବଜେଟରେ ସମ୍ପତ୍ତି ଟିକସ ଲାଗୁ କରିବାର...

ମୁଦ୍ରାସ୍ଫୀତିକୁ ଆକର୍ଷିତ କରିଥିଲା ସୁନା ଇଟିଏଫ୍‌

ନୂଆଦିଲ୍ଲୀ, ୭ା୨: ଗତ କିଛିବର୍ଷ ହେବ ସୁନା ଆମଦାନୀ ଭାରତରେ ବୃଦ୍ଧି ପାଇଛି। ଏହାର ପ୍ରଭାବ ମଧ୍ୟ ବଜାର ଉପରେ ପଡୁଥିବା ଦେଖିବାକୁ ମିଳିଛି। ୨୦୨୧ରେ...

Advertisement
Archives

Model This Week