Posted inଫୁରସତ

ହ୍ବାଟ୍‌ସ୍‌ଆପ୍‌ ମେସେଜ୍‌ରେ ବଢୁଛି ଶର୍ଟଫର୍ମର ବ୍ୟବହାର, କେଉଁଟି କ’ଣ ସୂଚାଏ ଜାଣନ୍ତୁ…

ଆଜିକାଲି ହ୍ବାଟ୍‌ସ୍‌ଆପ୍‌ର ବହୁଳ ବ୍ୟବହାର କରାଯାଉଛି। ଏଥିରେ ଇଂରାଜୀ ହେଉ କି ହିନ୍ଦୀ, ସବୁଥିରେ ଶର୍ଟଫର୍ମ ବ୍ୟବହାର କରାଯାଇ ମେସେଜ୍‌ ପଠାଯାଉଛି। ଯଦି କିଛି ମଜାଳିଆ କଥା କୁହାଯାଏ ତେବେ ପାଟିରୁ ସ୍ବତଃ ପ୍ରବୃତ୍ତ ଭାବେ LoL ବାହାରିପଡ଼େ। ସେମିତି ଆଉ କିଛି ଶବ୍ଦ ରହିଛି ଯାହାକୁ ଆମେ ଶର୍ଟରେ ବ୍ୟବହାର କରିଥାଉ। ଜାଣନ୍ତୁ ଏ ସମ୍ପର୍କରେ…


ଏଇଯେମିତି BFF ଅର୍ଥାତ Best friend forever ସେହିପରି TTYL : Talk to you later, OMG – oh my God, LOL : Laughing out Loud, ROTFL : Rolling on the floor Laughing, FO’ Sho’ : for sure ଇତ୍ୟାଦି।

ସେହିପରି କିଛି ଇମୋଜି ରହିଛି ଯାହାକୁ ଆମେ ପ୍ରେମ, ବିଚ୍ଛେଦ, ହସ, ଦୁଃଖ, କାନ୍ଦ, ରାଗରେ ବ୍ୟବହାର କରିଥାଉ।


Enter your email to get our daily news in your inbox.

All Right Reserved By Dharitri.Com

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri