ନୂଆଦିଲ୍ଲୀ,୩୦-୬: ଭାରତର ଚଳନ୍ତି ଜମା ନିଅଣ୍ଟ(ସିଏଡି) ପରିମାଣ ଆର୍ଥିକ ବର୍ଷ ୨୦୧୯ର ଚତୁର୍ଥ ତ୍ରୈମାସରେ ଜିଡିପିର ୦.୭% ଅର୍ଥାତ୍ ୪.୬ ବିଲିୟନ ଡଲାରକୁ ହ୍ରାସ ପାଇଛି। ଗତ ଆର୍ଥିକ ବର୍ଷର ସମାନ ଅବଧିରେ ଏହା ଜିଡିପିର ୧.୮% ଅର୍ଥାତ୍ ୧୩ ବିଲିୟନ ଡଲାର ଥିଲା। ୨୦୧୮ ଡିସେମ୍ବରରେ ଏହା ୧୭.୭ ବିଲିୟନ ଡଲାର(୨.୭%)କୁ ହିସାବକୁ ନେଲେ ସିଏଡି ବହୁ ପରିମାଣରେ ହ୍ରାସ ପାଇଛି ବୋଲି କୁହାଯାଇପାରେ। ବାଣିଜ୍ୟ ନିଅଣ୍ଟ ପରିମାଣ ୩୫.୨ ବିଲିୟନ ଡଲାରକୁ ହ୍ରାସ ପାଇବା କାରଣରୁ ସିଏଡି କମିଛି ବୋଲି କୁହାଯାଉଛି। ପୂର୍ବ ବର୍ଷ ଏହା ୪୧.୬ ବିଲିୟନ ଡଲାର ଥିଲା। ଦେଶ ରପ୍ତାନି ଅପେକ୍ଷା ଆମଦାନୀ ଅଧିକ କଲେ ହିଁ ଚଳନ୍ତି ଜମା ନିଅଣ୍ଟ ଦେଖାଦେଇଥାଏ। ଏହି ଅବଧିରେ ୩୨ ବିଲିୟନ ଡଲାର ସୁନା, ପେଟ୍ରୋଲିୟମ ପଦାର୍ଥ ଆମଦାନୀ ୯୪ ବିଲିୟନ ଡଲାର ହୋଇଥିଲା ବୋଲି ସରକାରୀ ତଥ୍ୟରୁ ଜଣାପଡିଛି।
ଇପିଏଫ୍ଓ ୩.୦ରେ ବଡ଼ ପରିବର୍ତ୍ତନ! ଆଉ ୭୫% ନୁହେଁ, ଏଣିକି ବିନା କାରଣରେ ବି ଉଠାଇ ପାରିବେ ପୁରା PF ଟଙ୍କା
ନୂଆଦିଲ୍ଲୀ,୨୧।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର ସଦସ୍ୟମାନଙ୍କ ପାଇଁ ‘EPFO 3.0’ ଅଧୀନରେ ଅନେକ ସହଜ ଓ ସୁବିଧାଜନକ ନିୟମ ଆଣିବାକୁ ଯାଉଛି। ଏହି…
ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପ୍ରାଇମ ଡେ’ର ୧୦ମ ସଂସ୍କରଣ
ଭୁବନେଶ୍ୱର,୨୧।୬: ଆସନ୍ତା ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପକ୍ଷରୁ ପ୍ରାଇମ ଡେ’-୨୦୨୬ର ୧୦ମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି । ଏହା ୪ ଜୁଲାଇ ରାତି ୧୨ଟାରୁ…
ସାବଧାନ! ବଦଳିଲା ରେଳବାଇର ନିୟମ; ବିନା ଟିକେଟ୍ରେ ଯାତ୍ରା କଲେ ଦୁଇଗୁଣା ଜରିମାନା ସହ ଜେଲ ଦଣ୍ଡ
ନୂଆଦିଲ୍ଲୀ,୨୧।୬: ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କୁ ସେମାନଙ୍କ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଉଥିବା ଟ୍ରେନ, ଲୋକଙ୍କ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ଅଟେ। କମ ଭଡ଼ା ହେବା ସତ୍ତ୍ୱେ…
ସେକେଣ୍ଡ ହ୍ୟାଣ୍ଡ ଗାଡ଼ି କିଣୁଥିଲେ ସାବଧାନ ! କେବଳ ଲୁକ୍ ନୁହେଁ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ ଜରୁରୀ ଡକ୍ୟୁମେଣ୍ଟ
ନୂଆ କାର୍ ତୁଳନାରେ କମ ଦାମ୍ରେ ଗାଡ଼ି ବା ସେକେଣ୍ଡ ହ୍ୟାଣ୍ଡ କାର୍ (Used Car) କିଣିବାକୁ ପସନ୍ଦ କରୁଛନ୍ତି। ତେବେ ବ୍ୟବହୃତ କାର୍ କିଣିବା ସମୟରେ…
ଗ୍ୟାସ୍ ସିଲିଣ୍ଡର ଲିକ୍ ହେଲେ ଭୁଲରେ ବି କରନ୍ତୁ ନାହିଁ ଏହି ୫ କାମ, ସାମାନ୍ୟ ଅସାବଧାନତା ଯୋଗୁ…
ଆଜିର ସମୟରେ ଏଲପିଜି ଗ୍ୟାସ ସିଲିଣ୍ଡର (LPG Gas Cylinder) ପ୍ରାୟ ସମସ୍ତଙ୍କ ରୋଷେଇ ଘରର ଏକ ଅପରିହାର୍ଯ୍ୟ ଅଂଶ ପାଲଟିଛି। କିନ୍ତୁ ଏହାର ବ୍ୟବହାରରେ ସାମାନ୍ୟ…
ପିଏମ ସୂର୍ଯ୍ୟଘର: ଓଡ଼ିଶାର ପ୍ରଥମ ସୋଲାର ଦିଦି ବ୍ୟାଚ୍ର ପ୍ରଶିକ୍ଷଣ ସମ୍ପନ୍ନ
ଭୁବନେଶ୍ୱର, ୨୦।୬: ଟାଟା ପାୱାର ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିସିଓଡିଏଲ) ପକ୍ଷରୁ କଟକସ୍ଥିତ ଟାଟା ପାୱାର ସ୍କିଲ ଡେଭେଲପମେଣ୍ଟ ଇନଷ୍ଟିଚ୍ୟୁଟ (ଟିପିଏସଡିଆଇ)ରେ ପିଏମ ସୂର୍ଯ୍ୟଘର: ମୁଫ୍ତ…
ରୟାଲ୍ ଏନଫିଲ୍ଡର ପ୍ରଥମ ଇଲେକ୍ଟ୍ରିକ୍ ବାଇକ୍ ‘Flying Flea C6’ ଲଞ୍ଚ୍: ଜାଣନ୍ତୁ ଦମଦାର୍ ଫିଚର୍ସ-ମୂଲ୍ୟ
ନୂଆଦିଲ୍ଲୀ,୧୯।୬: ଭାରତୀୟ ବାଇକ୍ ନିର୍ମାତା କମ୍ପାନୀ ରୟାଲ୍ ଏନଫିଲ୍ଡର ନୂଆ ଇଲେକ୍ଟ୍ରିକ୍ ବ୍ରାଣ୍ଡ୍ ‘Flying Flea’ ଏହାର ପ୍ରଥମ ଇଲେକ୍ଟ୍ରିକ୍ ମୋଟରସାଇକେଲ୍ Flying Flea C6 ର…
ଗ୍ରାହକଙ୍କ ପାଇଁ ସୂବର୍ଣ୍ଣ ସୁଯୋଗ: ରୁପା ୮,୦୪୦ ତ ଏତିକି ଟଙ୍କା ଶସ୍ତା ହେଲା ସୁନା, କିଣିବାର ଥିଲେ…
ନୂଆଦିଲ୍ଲୀ,୧୯।୬: ରାଜଧାନୀ ଦିଲ୍ଲୀର ସରଫା ବଜାରରେ ଶୁକ୍ରବାର ସୁନା ଏବଂ ରୁପା ମୂଲ୍ୟରେ ଏକ ବଡ଼ ଧରଣର ହ୍ରାସ ରେକର୍ଡ କରାଯାଇଛି। କ୍ରମାଗତ ଚତୁର୍ଥ କାରବାର ଦିବସରେ…
Archives

