Posted inଖେଳ

ହ୍ୟାଟ୍ରିକ୍‌ ଆଇପିଏଲ ଜିତିଥିବା ଏକମାତ୍ର ଖେଳାଳି

ବିଶ୍ୱର ସବୁଠୁ ବିତ୍ତଶାଳୀ କ୍ରିକେଟ ଟି୨୦ ଲିଗ୍‌ ଆଇପିଏଲରେ ହ୍ୟାଟ୍ରିକ ଟାଇଟଲ ହାତେଇଥିବା ଜଣେ ଖେଳାଳି ରହିଛନ୍ତି। ସେ ହେଉଛନ୍ତି ଲେଗ୍‌ ସ୍ପିନର କର୍ନ ଶର୍ମା। ସେ ୨୦୧୬, ୨୦୧୭ ଓ ୨୦୧୮ରେ ଭିନ୍ନ ଭିନ୍ନ ଫ୍ରାଞ୍ଚାଇଜ ପାଇଁ ଖେଳି ଆଇପିଏଲ ଟାଇଟଲ ଜିତିଥିଲେ। ୨୦୧୬ରେ ସେ ଆଇପିଏଲ ଚାମ୍ପିୟନ ସନରାଇଜର୍ସ ହାଇଦ୍ରାବାଦ ଦଳର ସଦସ୍ୟ ଥିଲେ। ତା’ ପର ବର୍ଷ ୨୦୧୭ରେ ମୁମ୍ବାଇ ଇଣ୍ଡିଆନ୍ସ ଓ ୨୦୧୮ରେ ଚେନ୍ନାଇ ସୁପର କିଙ୍ଗ୍ସ ଦଳ ପକ୍ଷରୁ ପ୍ରତିନିଧିତ୍ୱ କରିଥିଲେ। ୨୦୧୭ରେ ରୋହିତ ଶର୍ମାଙ୍କ ନେତୃତ୍ୱରେ ସେ ୯ ମ୍ୟାଚ୍‌ ଖେଳି ୧୩ ଉଇକେଟ ନେଇଥିଲେ। ଏହି ଡାହାଣହାତୀ ସ୍ପିନରଙ୍କୁ ମହେନ୍ଦ୍ର ସିଂ ଧୋନୀ ୨୦୧୮ରେ କେବଳ ୬ ମ୍ୟାଚ୍‌ରେ ଖେଳିବାକୁ ସୁଯୋଗ ଦେଇଥିଲେ। ଆଉ ସେ ମାତ୍ର ୪ ଉଇକେଟ ନେଇଥିଲେ। ସିଏସ୍‌କେ ଦଳରେ ହରଭଜନ ସିଂଙ୍କ ଭଳି ଅଭିଜ୍ଞ ସ୍ପିନର ଥିବାରୁ କର୍ନଙ୍କୁ କମ୍‌ ସୁଯୋଗ ମିଳିଥିଲା। ସେ ଏବେ ସିଏସ୍‌କେ ଦଳରେ ଅଛନ୍ତି। ଯାହା ବି ହେଲେ ହ୍ୟାଟ୍ରିକ ଆଇପିଏଲ ଟାଇଟଲ ହାତେଇବାରେ ସେ ଏକମାତ୍ର ଖେଳାଳି।


Enter your email to get our daily news in your inbox.

All Right Reserved By Dharitri.Com

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri