ହ୍ୟାଣ୍ଡ୍‌ ସାନିଟାଇଜର୍‌ ବ୍ୟବହାର କରୁଥିଲେ…

ସାଧାରଣତଃ ଦେଖାଯାଇଥାଏ, ହାତ ପରିଷ୍କାର କରିବାକୁ ବର୍ତ୍ତମାନ ସମୟରେ ବିଭିନ୍ନ ବ୍ରାଣ୍ଡ୍‌ର ହ୍ୟାଣ୍ଡ୍‌ସାନିଟାଇଜର୍‌ ବ୍ୟବହାର କରାଯାଉଛି। କିନ୍ତୁ ଏହାର ଉପଯୋଗ ଆପଣଙ୍କୁ ସୁସ୍ଥ ରଖିବା ପରିବର୍ତ୍ତେ ରୋଗଗ୍ରସ୍ତ ଏବଂ ଦୁର୍ବଳ କରିପାରେ। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଏହା ସତ। ୟୁନିଭର୍ସିଟି ଅଫ୍‌ ମେଲ୍‌ବର୍ଣ୍ଣରେ କରାଯାଇଥିବା ଏକ ଗବେଷଣାରୁ ଏଭଳି ତଥ୍ୟ ପ୍ରକାଶ କରିଛନ୍ତି। ଗବେଷଣାରୁ ଜଣାପଡ଼ିଛି, ଆଲ୍‌କହଲ୍‌ ମିଶ୍ରିତ ହ୍ୟାଣ୍ଡ୍‌ଜେଲ୍‌ ବା ସାନିଟାଇଜର୍ସ ସାମାନ୍ୟ ବ୍ୟାକ୍ଟେରିଆକୁ ସୁପରବଗ୍‌ରେ ପରିବର୍ତ୍ତିତ କରିଥାଏ, ଯାହା ଖୁବ୍‌ ଶକ୍ତିଶାଳୀ ଆଣ୍ଟିବାୟୋଟିକ୍‌ର ପ୍ରଭାବକୁ ପ୍ରତିରୋଧ କରିଥାନ୍ତି। ଏହାର ଅର୍ଥ, ସାନିଟାଇଜର୍‌ ଏଭଳି କିଛି ବ୍ୟାକ୍ଟେରିଆଙ୍କୁ ଶକ୍ତିଶାଳୀ କରିଦିଏ, ଯାହା ଶରୀର ପାଇଁ ହାନିକାରକ। ଗବେଷଣା ଅନୁସାରେ, ଲୋକଙ୍କର ଧାରଣା ଗୋଟିଏ ବୁନ୍ଦା ସାନିଟାଇଜର୍‌ ହାତରେ ଥିବା କୀଟାଣୁଙ୍କ ସର୍ବନାଶ କରିଥାଏ। କିନ୍ତୁ ଏହି ଧାରଣା ଏବେ ଭୁଲ୍‌ ପ୍ରମାଣିତ ହୋଇଛି। କାରଣ ଅଧିକାଂଶ ସାନିଟାଇଜର୍‌ରେ ୬୦ ପ୍ରତିଶତ ଆଲ୍‌କୋହଲ୍‌ ଥାଏ, ଯାହା କୀଟାଣୁଙ୍କୁ ସମ୍ପୂର୍ଣ୍ଣ ଭାବେ ମାରିବା ପାଇଁ ପର୍ଯ୍ୟାପ୍ତ ନ ଥାଏ। ବୈଜ୍ଞାନିକମାନେ ଏହି ଭୟକୁ ଦୃଷ୍ଟିରେ ରଖି ସାନିଟାଇଜର୍‌ ପରିବର୍ତ୍ତେ ସାବୁନର ବ୍ୟବହାର କରିବାକୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷଣ ଦେଖାଦେବା ପୂର୍ବରୁ ଏହି ବ୍ଲଡ ଟେଷ୍ଟ ଦ୍ୱାରା ଜାଣି ହେବ କ୍ୟାନ୍‌ସର

ପ୍ରତିବର୍ଷ ଲକ୍ଷ ଲକ୍ଷ ଲୋକ କ୍ୟାନ୍‌ସର ରୋଗରେ ମୃତ୍ୟୁବରଣ କରୁଛନ୍ତି। ଏହି ରୋଗର ମୁକାବିଲା ପାଇଁ ଡାକ୍ତରମାନଙ୍କ ମଧ୍ୟରେ ଏକ ନୂତନ ଆଶା ଜାଗ୍ରତ ହୋଇଛି।...

ପ୍ରାକୃତିକ ଜୀବସାର

ପ୍ରକୃତି ତାହାର କୋଳରେ ଥିବା ଜୀବଜଗତ ନୀରୋଗ ଜୀବନଯାପନ କରିବା ନିମନ୍ତେ ପୋଷକତତ୍ତ୍ୱ ପରିପୂର୍ଣ୍ଣ ଜୀବସାର, ଖଣିଜସାର ଓ ପ୍ରୋଟିନ୍‌ଯୁକ୍ତ ଆହାର ଓ ଔଷଧ ମହଜୁଦ...

କିଡ୍‌ନୀରେ ଷ୍ଟୋନ୍‌ ହୋଇଥିଲେ କରିବାକୁ ପଡ଼ିବନି ସର୍ଜରୀ, ଆପଣାନ୍ତୁ ଏହି ଘରୋଇ ଉପଚାର

ଶରୀରର ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ହେଉଛି କିଡ୍‌ନୀ। ଆଜିକାଲି କିଡ୍‌ନୀରେ ଷ୍ଟୋନ ବା ପଥର ହେବା ଏକ ସାଧାରଣ ରୋଗ ହୋଇଗଲାଣି। ଏହି ଷ୍ଟୋନ୍‌ ମଟର ମଞ୍ଜି...

ନିୟମିତ କରୁଛନ୍ତି କି ଏଭଳି ଭୁଲ…

ସାଧାରଣତଃ ମହିଳାମାନେ ନିଜର ତ୍ୱଚାକୁ ନେଇ ଯତ୍ନବାନ ଥାନ୍ତି। ସୁନ୍ଦର ତ୍ୱଚା ପାଇବା ଲାଗି ସେମାନେ ବିଭିନ୍ନ ପ୍ରକାର ରସାୟନିକ ପଦାର୍ଥର ବ୍ୟବହାର କରିବାକୁ ପଛାଇ...

ଯନ୍ତ୍ରଣା ନିବାରକ ‘ରୋବୋଟିକ୍‌ ପିଲ୍‌’

ଓ୍ବାଶିଂଟନ,୧୩।୧୦: ମଧୁମେହ, କ୍ୟାନ୍‌ସର ଭଳି ଦୁରାରୋଗ୍ୟ ରୋଗରେ ଆକ୍ରାନ୍ତ ରୋଗୀଙ୍କୁ ପ୍ରତିଦିନ ଇଞ୍ଜେକ୍ସନ ନେବାକୁ ପଡ଼ିଥାଏ। ଅନେକ ଲୋକଙ୍କ ପକ୍ଷେ ନିୟମିତ ଇଞ୍ଜେକ୍ସନ୍‌ ନେବା ସହଜ...

ହୃଦ୍‌ରୋଗୀଙ୍କ ପାଇଁ ନୂଆ ମୋବାଇଲ ଆପ୍‌

ଚିକିତ୍ସା ବିଜ୍ଞାନ ଦିନକୁ ଦିନ ନୂଆ ନୂଆ ତଥ୍ୟ ଲୋକଲୋଚନକୁ ଆଣୁଛି। କେବଳ ସେତିକି ନୁହେଁ, ବିଭିନ୍ନ ରୋଗର ନିଦାନ ପାଇଁ ନୂଆ ତଥା ସରଳ...

ମହିଳା ଓ ଶ୍ୱେତପ୍ରଦର

ଶ୍ୱେତପ୍ରଦର ରୋଗ ନାରୀମାନଙ୍କୁ ହୋଇଥାଏ। ଅସାମଞ୍ଜସ୍ୟ ଆହାର, ବାହାର, ଦୂଷିତ ପରିବେଶ, ଅତ୍ୟଧିକ ପରିଶ୍ରମ, ମାସିକ ଋତୁସ୍ରାବ ସମୟରେ ପରିଷ୍କାର ନ ରହିବା ଦ୍ୱାରା ଏହି...

ଏହି ସବୁ ରୋଗରୁ ମୁକ୍ତିଦିଏ କାଜୁ

କାଜୁ ଖାଇବା ଲାଗି ସ୍ବାଦିଷ୍ଟ ହୋଇଥିବା ବେଳେ ସ୍ବାସ୍ଥ୍ୟ ପାଇଁ ମଧ୍ୟ ହିତକର। ଏଥିରେ ଭିଟାମିନ୍‌ ଓ ପ୍ରୋଟିନ୍‌ର ମାତ୍ରା ଅଧିକ ରହିଥାଏ। ଶୀତଦିନେ ଏହାକୁ...

Advertisement
Archives

Model This Week