ୟୁଏଇରେ ହିନ୍ଦୁ ମନ୍ଦିରର ଶିଳାନ୍ୟାସ

ଆବୁ ଧାବି,୨୧।୪: ୟୁନାଇଟେଡ ଆରବ ଏମିରେଟ୍‌ସ (ୟୁଏଇ)ର ରାଜଧାନୀ ଆବୁ ଧାବିରେ ପ୍ରଥମ ହିନ୍ଦୁ ମନ୍ଦିରର ଶିଳାନ୍ୟାସ ହୋଇଛି। ସ୍ବାମୀନାରାୟଣନ ସଂସ୍ଥାର ମହନ୍ତ ସ୍ବାମୀ ମହାରାଜ ଉପସ୍ଥିତ ରହି ଉତ୍ସବରେ ଅଧ୍ୟକ୍ଷତା କରିଥିଲେ। ଏଥିରେ ସାରା ବିଶ୍ୱରୁ ମନ୍ଦିର ନିର୍ମାଣକାରୀ ସାମାଜିକ ଓ ଆଧ୍ୟାତ୍ମିକ ବ୍ୟକ୍ତିମାନେ ଯୋଗଦେଇଥିଲେ। ମୋଦି ଉପସାଗରୀୟ ରାଷ୍ଟ୍ରର ଏହି ପଦକ୍ଷେପକୁ ପ୍ରଶଂସା କରି ଏକ ବାର୍ତ୍ତା ପଠାଇଥିଲେ। ୟୁଏଇର ଭାରତୀୟ ରାଷ୍ଟ୍ରଦୂତ ନବଦୀପ ସୂରି ଉକ୍ତ ବାର୍ତ୍ତା ପାଠ କରିଥିଲେ। ଏହି ମନ୍ଦିର ସମ୍ପୂର୍ଣ୍ଣ ହେଲେ ଏହା ସାର୍ବଜନୀନ ମାନବିକ ମୂଲ୍ୟବୋଧ ଏବଂ ଆଧ୍ୟାତ୍ମିକ ନୀତିର ପ୍ରତୀକ ବହନ କରିବ ଏବଂ ଉଭୟ ଭାରତ ଓ ଆରବ ରାଷ୍ଟ୍ରର ଐତିହ୍ୟକୁ ପ୍ରତିଫଳିତ କରିବ ବୋଲି ସୂରି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଲାଇଫ ସପୋର୍ଟ ସିଷ୍ଟମରେ ଯୁଦ୍ଧବିରତି’: ରାଗିଲେ ଟ୍ରମ୍ପ, ସମୁଦ୍ରରେ ମୁତୟନ କଲେ ପରମାଣୁ ବୁଡ଼ାଜାହାଜ

ତେହରାନ,୧୨।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧବିରତି ମଧ୍ୟରେ, ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବା ପରି ମନେ ହେଉଛି। ଇରାନ ସଂସଦର ବାଚସ୍ପତି…

ତୈଳ ସଙ୍କଟକୁ ନେଇ ବିଗିଡିଲାଣି ଅନେକ ଦେଶର ସ୍ଥିତି, ଭାରତକୁ ନେଇ ଇରାନ କହିଲା ଗୁରୁତ୍ୱପୂର୍ଣ୍ଣ କଥା

ତେହରାନ,୧୨।୫: ପଶ୍ଚିମ ଏସିଆରେ ଉତ୍ତେଜନା ଯୋଗୁ ବିଶ୍ୱ ଯୋଗାଣ ଶୃଙ୍ଖଳା ଗୁରୁତର ଭାବରେ ବାଧାପ୍ରାପ୍ତ ହୋଇଛି। ଏହାର ପ୍ରଭାବ ଭାରତ ଉପରେ ମଧ୍ୟ ପଡ଼ିଛି। ଇରାନ ଏହି…

ଫିଲିପାଇନ୍ସ ଉପରାଷ୍ଟ୍ରପତିଙ୍କ ବିରୋଧରେ ମହାଭିଯୋଗ ନିମ୍ନ ସଦନରେ ଗୃହୀତ

ମାନିଲା,୧୨ା୫:ଫିଲିପାଇନ୍ସ ଉପରାଷ୍ଟ୍ରପତି ସାରା ଡୁଟେର୍ଟେଙ୍କୁ ବହିଷ୍କାର ପାଇଁ ଅଣାଯାଇଥିବା ମହାଭିଯୋଗ ପ୍ରସ୍ତାବ ଦେଶର ହାଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍ସରେ ସୋମବାର ସଂଖ୍ୟାଧିକ ଭୋଟରେ ଗୃହୀତ ହୋଇଛି। ଆୟ ବହିର୍ଭୂତ…

ଇରାନ ଶାନ୍ତି ପ୍ରସ୍ତାବକୁ ଟ୍ରମ୍ପ୍‌ଙ୍କ ପ୍ରତ୍ୟାଖ୍ୟାନ

ଓ୍ବାଶିଂଟନ,୧୨ା୫(ପି.ଟି.): ମଧ୍ୟପ୍ରାଚ୍ୟ ଯୁଦ୍ଧ ବନ୍ଦ ଲାଗି ଆମେରିକା ପ୍ରସ୍ତାବ ଉପରେ ଇରାନ ଦେଇଥିବା ଜବାବକୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଆଦୌ ଗ୍ରହଣୀୟ ନୁହେଁ କହି ପ୍ରତ୍ୟାଖ୍ୟାନ କରିଦେଇଛନ୍ତି।…

ଟ୍ରମ୍ପଙ୍କ ସହ ବିଶ୍ୱାସଘାତକତା କଲେ ଶେହବାଜ-ମୁନିର! ଶାନ୍ତି ସ୍ଥାପନକାରୀ ଆଳରେ ଆମେରିକାର ପିଠିରେ ଭୁସୁଛନ୍ତି ଛୁରି

ଓ୍‌ବାଶିଂଟନ୍‌,୧୨।୫: ଆମେରିକା ଏବଂ ଇରାନ ମଧ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଏକ ଆଶ୍ଚର୍ଯ୍ୟଜନକ ରିପୋର୍ଟ ପ୍ରକାଶ ପାଇଛି, ଯେଉଁଥିରେ ଆମେରିକୀୟ ଅଧିକାରୀଙ୍କ ଉଦ୍ଧୃତି ଦିଆଯାଇଛି ଯେ ପାକିସ୍ତାନ…

ଭାରତର ଗୁରୁତ୍ୱକୁ ଅନୁଭବ କରୁଛି ବାଂଲାଦେଶ, ଏବେ କରୁଛି ଏମିତି ଚିନ୍ତା

ଢାକା,୧୧।୫: ବାଂଲାଦେଶ ଏବେ ଭାରତ ସହିତ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ଚାହୁଁଛି। ପ୍ରଧାନମନ୍ତ୍ରୀ ତାରିକ ରହମାନଙ୍କ ଜଣେ ବରିଷ୍ଠ ପରାମର୍ଶଦାତାଙ୍କ ପକ୍ଷରୁ ଏ ସମ୍ପର୍କରେ ଏକ ବିବୃତ୍ତି ପ୍ରକାଶ…

ଆମେରିକାକୁ କଡ଼ା ଜବାବ ଦେଲା ଇରାନ!

ତେହରାନ,୧୧।୫: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଉଥିବା ପରି ମନେ ହେଉଛି। ଗୋଟିଏ ପଟେ, ଆମେରିକା ସମାଧାନ ପାଇଁ ଚାପ ପ୍ରୟୋଗ…

ଇରାନ ଉପରେ ପୁଣି ଖପ୍ପା ହେଲେଣି ଡୋନାଲ୍ଡ ଟ୍ରମ୍ପ, କହିଲେ ୪୭ ବର୍ଷ ହେଲା…

ଓ୍ବାଶିଂଟନ,୧୧।୫: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଦେଖାଦେଇଥିବା ଭୟଙ୍କର ସଂଘର୍ଷକୁ ବନ୍ଦ କରିବା ପାଇଁ ପ୍ରୟାସକୁ ଏକ ବଡ଼ ଝଟକା ଲାଗିଛି। ରବିବାର (୧୦ ମଇ) ଦିନ, ଆମେରିକାର ରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri