ୟୁଏନ୍‌ଏସ୍‌ସିରେ ଉଠିବନି କଶ୍ମୀର ପ୍ରସଙ୍ଗ

ଜାତିସଂଘ,୩ା୧୧: ଚଳିତ ମାସରେ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି) ବୈଠକ ଅନୁଷ୍ଠିତ ହେବାକୁ ଥିଲାବେଳେ ସେଥିରେ କଶ୍ମୀର ପ୍ରସଙ୍ଗରେ ଆଲୋଚନା ହେବନାହିଁ। ନଭେମ୍ବର ମାସ ପାଇଁ ୟୁଏନ୍‌ଏସ୍‌ସିରେ ଅଧ୍ୟକ୍ଷତା କରିବାକୁ ଥିବା ବ୍ରିଟେନର ସ୍ଥାୟୀ ପ୍ରତିନିଧି କରେନ ପିର୍ସି ଏହି ସୂଚନା ଦେଇଛନ୍ତି। ଆଲୋଚନା ପାଇଁ ଅନେକ ଅନ୍ତର୍ଜାତୀୟ ପ୍ରସଙ୍ଗ ରହିଛି। କଶ୍ମୀର ସମ୍ପର୍କରେ ଆଲୋଚନା ପାଇଁ କୌଣସି ଯୋଜନା ନ ଥିବା ସେ କହିଛନ୍ତି। କଶ୍ମୀରରେ ମୁସଲମାନଙ୍କୁ ହତ୍ୟା କରାଯାଉଥିବାରୁ ଏହି ପ୍ରସଙ୍ଗ ସୁରକ୍ଷା ପରିଷଦରେ ଉଠିବ କି ବୋଲି ଆରବ ଖବରଦାତାମାନେ ପ୍ରଶ୍ନ କରିବାରୁ ପିର୍ସି ଉପରୋକ୍ତ ମତ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାଣି ହଜାରେ ଶିଶୁଙ୍କ ମୃତଦେହ

ଅଟାଓ୍ବା, ୧୫ା୭: କାନାଡାର ଦକ୍ଷିଣପଶ୍ଚିମ ବ୍ରିଟିଶ କଲମ୍ବିଆସ୍ଥିତ ଏକ ବୋର୍ଡିଂ ସ୍କୁଲରୁ ଚତୁର୍ଥ ପର୍ଯ୍ୟାୟରେ ସୋମବାର ଆହୁରି ୧୬୦ ଛାତ୍ରୀଛାତ୍ରଙ୍କ କଙ୍କାଳ ମିଳିଛି। ଏହାକୁ ମିଶାଇ...

୧୦୦ ବର୍ଷରେ ସବୁଠୁ ପ୍ରଳୟଙ୍କରୀ ବନ୍ୟା

ବର୍ଲିନ,୧୫।୭: ୧୦୦ ବର୍ଷର ଇତିହାସରେ ୟୁରୋପର ପୂର୍ବାଞ୍ଚଳରେ ଆସିଛି ସବୁଠୁ ପ୍ରଳୟଙ୍କରୀ ବନ୍ୟା। ଏପର୍ଯ୍ୟନ୍ତ ବନ୍ୟାରେ ୪୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭୦ଜଣ ନିଖୋଜ...

ବାଇଡେନ୍‌ଙ୍କ ବିରୋଧରେ ଷଡ଼ଯନ୍ତ୍ର: ଟ୍ରମ୍ପ୍‌ଙ୍କୁ ସହାୟତା କରିଥିଲେ ପୁଟିନ୍‌

ଓ୍ବାଶିଂଟନ,୧୭।୩: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ବିରୋଧରେ ରଚାଯାଇଥିବା ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍‌ ହୋଇଛି। ଆମେରିକା ଗୋଇନ୍ଦା ସଂସ୍ଥା ରିପୋର୍ଟ ଏନେଇ ଉଲ୍ଲେଖ କରାଯାଇଛି। ପୂର୍ବତନ ରାଷ୍ଟ୍ରପତି...

ପୁରୁଷଙ୍କ ଗୁପ୍ତାଙ୍ଗରେ ସମସ୍ୟା ସୃଷ୍ଟି କରୁଛି କରୋନା…

ଓ୍ବାଶିଂଟନ,୧୩।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀବ୍ୟାପୀ ସ୍ଥିତି ସଙ୍କଟ ଜନକ ହୋଇଛି। କରୋନା ଆକ୍ରାନ୍ତ ସୁସ୍ଥ ହେଲା ପରେ ମଧ୍ୟ ଶରୀରରେ ବହୁ ସମସ୍ୟା...

ସନ୍ତାନ ଜନ୍ମ ପାଇଁ ଲୋନ୍‌ ଦେଉଛନ୍ତି ସରକାର…

ବେଜିଂ, ୨୫।୧୨: ବିଶ୍ୱର ସର୍ବାଧିକ ଜନସଂଖ୍ୟା ବିଶିଷ୍ଟ ଦେଶ ଚାଇନାରେ ଏବେ ସଙ୍କଟ ଦେଖାଦେଇଛି। ଏହାର ଜନସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ଜନସଂଖ୍ୟା ବୃଦ୍ଧି ପାଇଁ...

ଟ୍ରମ୍ପ୍‌ ସମର୍ଥକଙ୍କ ସିନେଟ୍‌ ଦଖଲ ଉଦ୍ୟମ : ଓ୍ବାଶିଂଟନରେ କର୍ଫ୍ୟୁ

ଓ୍ବାଶିଂଟନ,୭।୧: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବିଦାୟ ନେବାକୁ ଯାଉଛନ୍ତି। ତେବେ ଅନ୍ତିମ ଦିନ ପାଖେଇ ଆସୁଥିବାବେଳେ ମଧ୍ୟ ନବନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ବିଜୟକୁ ବିରୋଧ...

ମାଲଦିଭିସରେ ପ୍ରଥମ କରୋନା ଜନିତ ମୃତ୍ୟୁ

ମାଲେ,୩୦।୪: କରୋନା ଭାଇରସ ସଂକ୍ରମଣରେ ସାରା ବିଶ୍ୱରେ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ଅତିକ୍ରମ କରିଥିବା ବେଳେ ଗୁରୁବାର ମାଲଦିଭିସରେ ପ୍ରଥମ କରୋନା ଜନିତ ମୃତ୍ୟୁ...

କରୋନାର ନୂତନ ପରୀକ୍ଷଣକୁ କୁହାଯାଉଛି ‘ଜୀବନ ରକ୍ଷାକାରୀ’: ଜାଣନ୍ତୁ କାହିଁକି

ଲଣ୍ଡନ, ୩।୮: କରୋନା ଭାଇରସ ସମଗ୍ର ବିଶ୍ୱରେ ବ୍ୟାପିବାରେ ଲାଗିଛି। ଏହାଦ୍ୱାରା ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଆକ୍ରାନ୍ତ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ଦିନକୁ...

Advertisement
Archives

Model This Week