Posted inଜାତୀୟ

ୟୁଏପିଏ ଆଧାରରେ ମାସୁଦ ଆଝାରଙ୍କ ସମେତ ୪ ଜଣଙ୍କୁ ଆତଙ୍କବାଦୀ ଘୋଷିତ

ନୂଆଦିଲ୍ଲୀ,୪।୯: ଭାରତ ମାସୁଦ ଆଝାର, ହାଫିଜ ସୟିଦ, ଦାଉଦ୍‌ ଇବ୍ରାହିମ୍‌ ଓ ଜକି-ଉର୍‌-ରହମାନ ଲଖଭିଙ୍କୁ ଆତଙ୍କବାଦୀ ଘୋଷଣା କରିଛି। ଏମାନଙ୍କୁ Unlawful Activities (Prevention) Act ଅଧିନିୟମ ଅନୁଯାୟୀ ଆତଙ୍କବାଦୀ ଘୋଷଣା କରାଯାଇଛି। ଏହାସହ ଏମାନଙ୍କ ବିରୋଧରେ ରେଡ କର୍ନର ନୋଟିସ ମଧ୍ୟ ଜାରି କରାଯାଇଛି। ସୂଚନାଯୋଗ୍ୟ, ଜୈଶ-ଇ-ମହମ୍ମଦର ମୁଖ୍ୟ ମାସୁଦ ଆଝାରଙ୍କ ନାଁରେ ଭାରତରେ ପ୍ରାୟ ୫ଟି ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ଥିବା ଅଭିଯୋଗ ରହିଛି। ଚଳିତ ବର୍ଷ ମେ’ରେ ତାଙ୍କୁ ଅନ୍ତରାଷ୍ଟ୍ରୀୟ ଆତଙ୍କବାଦୀ  ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାତକୋଶିଆ ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା; ଅଟୋକୁ ଧକ୍କା ଦେଲା ଥାର୍, ୧୦…

ଆନନ୍ଦପୁର,୨୦।୮((ସୁଶାନ୍ତ କୁମାର ସାହୁ ): ଆନନ୍ଦପୁର ସାତକୋଶିଆ ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଥାର୍ ଗାଡିର ଜୋରଦାର ଧକ୍କାରେ ଅଟୋ ଚୁରମାର ହୋଇଯାଇଛି। ଘଟଣାରେ…

ରାଜ୍ୟ ସରକାର ବଢାଇଲେ ପେନଶନ ଲିମିଟ୍‌, ଜାଣନ୍ତୁ କାହାକୁ ମିଳିବ ଲାଭ…

ନୂଆଦିଲ୍ଲୀ,୨୦ା୮: ସରକାରୀ କର୍ମଚାରୀମାନଙ୍କୁ ଅବସର ପରେ ପେନ୍‌ସନ୍ ସୁବିଧା ମିଳିଥାଏ। ପ୍ରତ୍ୟେକ ରାଜ୍ୟ ସରକାର ନିଜ ରାଜ୍ୟର ପେନ୍‌ସନ୍‌ଭୋଗୀଙ୍କ ପେନ୍‌ସନ୍‌ରେ ସମୟ ସମୟରେ ବୃଦ୍ଧି କିମ୍ବା ସଂଶୋଧନ…

‘ଯୁବବର୍ଗ ୧୮ ବର୍ଷରେ ଭୋଟ୍‌ ଦେବା ଅଧିକାର ହେଉଛି ରାଜୀବଙ୍କ ଅବଦାନ’

କେନ୍ଦୁଝର,୨୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଧୁନିକ ଭାରତର ନିର୍ମାତା, ଯୁବ ମାନସର ପ୍ରତୀକ, ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କର ୮୦ ତମ ଜନ୍ମଜୟନ୍ତୀ ସ୍ଥାନୀୟ…

ପୋଖରୀରେ ଗାଧୋଉଥିଲେ ଯୁବକ, ୨ ରାଉଣ୍ଡ ଗୁଳି ଚଳାଇ ଲୁଟିନେଲେ ବାଇକ

ନୟାଗଡ, ୨୦।୮(ଲୋକନାଥ ମିଶ୍ର): ନୟାଗଡ ଜିଲା ଚାନ୍ଦପୁର ଥାନା କୁସୂପଲାରେ ୨ରାଉଣ୍ଡ ଗୁଳି ଚାଳନା ହୋଇଛି । ପୋଖରୀରେ ଗାଧୋଉ ଥିବା ବେଳେ ଗୁରୁବାର ଅପରାହ୍ନ ପ୍ରାୟ…

କେସିଙ୍ଗାରେ ବିଜେଡି ଯୁବ ରାଜ୍ୟ ସଭାପତି, କହିଲେ ଆଗାମୀ ପଞ୍ଚାୟତ ନିର୍ବାଚନରେ…

କେସିଙ୍ଗା,୨୦ା୮(ତୁମେଶ୍ୱର ସାହୁ): ରାଜ୍ୟ ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ଚିନ୍ମୟ କୁମାର ସାହୁ ନବରଙ୍ଗପୁରରେ ହେବାକୁ ଥିବା ଛାତ୍ର ସମାବେଶରେ ଯୋଗ ଦେବାପାଇଁ ଗୁରୁବାର…

ପୋଖରୀରେ ମୃତଦେହ-ଘରେ ମିଳିଲା କଟାମୁଣ୍ଡ, ବଲାଙ୍ଗୀରରେ ହଇଚଇ

ବଲାଙ୍ଗୀର, ୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଏକ ପୋଖରୀରୁ ମୁଣ୍ଡ ବିହୀନ ମୃତଦେହ ମିଳିବା ଘଟଣାରେ ବଡ଼ ଖୁଲାସା ହୋଇଛି ।…

ସୋରେନ ସରକାରଙ୍କ ନିଷ୍ପତ୍ତିକୁ ହାଇକୋର୍ଟଙ୍କ ଝଟକା, JSSC-CGL ସମେତ ୨୨ଟି ରଦ୍ଦ ପରୀକ୍ଷା ଉପରେ…

ରାଞ୍ଚି, ୨୦।୮: ଝାଡ଼ଖଣ୍ଡର ହେମନ୍ତ ସୋରେନ ସରକାରଙ୍କୁ ବଡ଼ ଝଟକା ଲାଗିଛି । JSSC-CGL ସମେତ ୨୨ଟି ନିଯୁକ୍ତି ପରୀକ୍ଷା ରଦ୍ଦ କରିବା ନେଇ ସରକାର ନେଇଥିବା…

ବନ୍ଧ୍ୟାକରଣ ସତ୍ତ୍ୱେ କେମିତି ହେଲି ୬ଟି ଛୁଆର ବାପା? କୁକୁର ବେଶରେ ଆସି ଜନଶୁଣାଣିରେ ଏମିତି ପଚାରିଲେ…

ଭୋପାଳ,୨୦।୮: ମଧ୍ୟପ୍ରଦେଶର ଖଣ୍ଡୱାରେ ଜନଶୁଣାଣି ସମୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କୁକୁରର ମୁଖା ଓ ପୋଷାକ ପିନ୍ଧି ‘କୁକୁର’ ହୋଇ କଲେକ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri