ୟୁଏସ-ଇଣ୍ଡିଆ ଷ୍ଟ୍ରାଟେଜିକ ପାର୍ଟନରଶିପ୍‌ ଫୋରମ୍‌ ଅଧ୍ୟକ୍ଷଙ୍କ ସହ ଧର୍ମେନ୍ଦ୍ରଙ୍କ ଆଲୋଚନା

ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ୟୁଏସ-ଇଣ୍ଡିଆ ଷ୍ଟ୍ରାଟେଜିକ ପାର୍ଟନରଶିପ୍‌ ଫୋରମ୍‌ର ଅଧ୍ୟକ୍ଷ ତଥା ସିଇଓ ମୁକେଶ ଅଘିଙ୍କ ସହ ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାକ୍ଷାତ କରିଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀଙ୍କ ସହ ମୁକେଶ ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି। ଭାରତ-ଆମେରିକା ମଧ୍ୟରେ ଷ୍ଟ୍ରାଟେଜିକ୍‌ ଶକ୍ତି ସହଭାଗିତାକୁ ଦୃଢ କରିବା ପାଇଁ ଦ୍ୱିପକ୍ଷ ବ୍ୟାପାରକୁ ବୃଦ୍ଧି କରିବା ଦିଗରେ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି। ସେହିପରି ଊର୍ଜା ଓ ଭିତ୍ତିଭୂମି କ୍ଷେତ୍ରରେ ପୁଞ୍ଜି ନିବେଶ କରିବା ଦିଗରେ ମଧ୍ୟ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିବା ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଶା ଆଶଙ୍କାରେ ରାବଣପୋଡ଼ି, ଏଯାଏ ମିଳିନି ଅନୁମତି

ଭୁବନେଶ୍ୱର,୫।୧୦(ବ୍ୟୁରୋ): ଦଶହରା ପର୍ବର ମୁଖ୍ୟ ଆକର୍ଷଣ ହେଉଛି ରାବଣପୋଡ଼ି। ତେବେ ଚଳିତ ବର୍ଷ ରାଜଧାନୀରେ ରାବଣପୋଡ଼ି ଉତ୍ସବ ହେବ କି ନାହିଁ ସେ ନେଇ ଆଶା...

ବେଆଇନ ମୋରମ ଚାଲାଣବେଳେ ଦୁର୍ଘଟଣା:ହାଇଓ୍ବା ଉପରେ ଖସିିଲା ପଥର

ଭୁବନ, ୧୫ା୧୨(ଡି.ଏନ.ଏ.) ଢେଙ୍କାନାଳ ଜିଲା ଭୁବନ ସଦର ବାଜି ରାଉତ କଲେଜ ପଛପଟୁ ବେଆଇନ ଭାବେ ମୋରମ ଚୋରାଚାଲାଣ ବେଳେ ଶନିବାର ଦୁର୍ଘଟଣା ଘଟିଛି। ପାହାଡ଼...

ମହିଳା ସଂରକ୍ଷଣକୁ ଜୋର୍‌

ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): ପାର୍ଲାମେଣ୍ଟ ଓ ବିଧାନସଭାରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦେବା ପାଇଁ ବିଜୁ ଜନତା ଦଳ (ବିଜେଡି) ସ୍ବରକୁ ଆହୁରି ଜୋର୍‌ଦାର କରିବ। ଲୋକ...

ବଡ଼ବାପା ମୋ ମା’ଙ୍କୁ ହାଣିଦେଲେ

ଆନନ୍ଦପୁର/ଘସିପୁରା,୧୬।୧୦(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଘସିପୁରା ଥାନା ଅଧୀନ ଅମାରଙ୍ଗ ଗ୍ରାମ ନିକଟ ବୈତରଣୀ ନଦୀରେ ଏକ ମୁଣ୍ଡ ବିହୀନ ମୃତଦେହ ମିଳିଛି। ଗ୍ରାମର କିଛି ଲୋକ...

ଗୋବିନ୍ଦଙ୍କୁ ବଞ୍ଚାଇବାକୁ ମାମଲା ଲଢୁଛନ୍ତି ଭାଜପା ନେତା

ଭୁବନେଶ୍ୱର,୮।୧୨(ବ୍ୟୁରୋ): ମମିତା ମେହେର ହତ୍ୟା ମାମଲାକୁ ନେଇ ଭାଜପା ତୁମ୍ବିତୋଫାନ କରିବା ସହିତ ଏଭଳି ଏକ ସମ୍ବେଦନଶୀଳ ମାମଲାରେ ରାଜନୈତିକ ଫାଇଦା ହାସଲ ପାଇଁ ବିଧାନସଭା...

ସରକାରଙ୍କୁ ଶ୍ୱାସ, ଇନ୍‌ଫ୍ଲୁଏଞ୍ଜା ରୋଗୀଙ୍କ ତଥ୍ୟ ଦେବେ ସବୁ ହସ୍ପିଟାଲ – ତଥ୍ୟ ନ ଦେଲେ ବ୍ୟାଜ୍ୟାପ୍ତ ହେବ ଲାଇସେନ୍ସ

ଭୁବନେଶ୍ୱର, ୪ା୩ (ବ୍ୟୁରୋ): ରାଜ୍ୟର ସବୁ ସରକାରୀ ଓ ବେସରକାରୀ ହସ୍ପିଟାଲଗୁଡ଼ିକ ସେମାନଙ୍କ ପାଖକୁ ଆସିଥିବା ଶ୍ୱାସ, ଇନ୍‌ଫ୍ଲୁଏଞ୍ଜା ରୋଗୀଙ୍କ ସମ୍ପର୍କରେ ତଥ୍ୟ ଦେବେ। ଯଦି...

୧୦ରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୪ା୧୧(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୧୦ ତାରିଖରେ ଉପକୂଳ ଏବଂ ଉତ୍ତର ଓଡ଼ିଶାରେ...

୪ ମାସ ଦରମା ପାଇ ନ ଥିବା ବିଏସ୍‌ଏନ୍‌ଏଲ୍‌ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ବରିଷ୍ଠ ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ

ବ୍ରହ୍ମପୁର ଅଫିସ୍‌,୨୦।୫: ଭାରତ ସଞ୍ଚାର ନିଗମ ଲିମିଟେଡ୍‌(ବିଏସ୍‌ଏନ୍‌ଏଲ୍‌)ରେ ଠିକା ଏବଂ ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ଗତ ୪ ମାସ ହେଲା ଦରମା ମିଳି ନ ଥିବା ନେଇ...

Advertisement
Archives

Model This Week